ବିଜେଡି ଛାଡିଲେ ଦେବାଶିଷ ନାୟକ

Spread the love

ବିଜେଡି ଛାଡିଲେ ଦେବାଶିଷ ନାୟକ । ବରିର ପୂର୍ବତନ ବିଧାୟକ ଦେବାଶିଷ ନାୟକ ବିଜେଡିରୁ ଇସ୍ତଫା ଦେଇଛନ୍ତି । ଦଳର ପ୍ରାଥମିକ ସଦସ୍ୟ ପଦରୁ ସେ ଇସ୍ତଫା ଦେଇଛନ୍ତି । ଏନେଇ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ପାଖରୁ ପଠାଇଛନ୍ତି ଇସ୍ତଫାପତ୍ର । ୨୦୧୯ରେ ବିଜେଡି ତାଙ୍କୁ ପ୍ରାର୍ଥୀ କରି ନଥିଲା ।

Leave a Reply

Your email address will not be published. Required fields are marked *