Fire 1 1

SCB ଟ୍ରମା କେୟାରରେ ଅଗ୍ନିକାଣ୍ଡ

Spread the love

କଟକ : SCB ଟ୍ରମା କେୟାରରେ ଅଗ୍ନିକାଣ୍ଡ । କଟକ SCB ଟ୍ରମା କେୟାର ICUର AC ଆଉଟଡୋରରେ ଲାଗିଛି ନିଆଁ ।  ସମସ୍ତ ରୋଗୀ ସୁରକ୍ଷିତ ଥିବା ଜଣାପଡିଛି । ଘଟଣାସ୍ଥଳରେ ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ କରିଛି ।  ACର ଆଉଟଡୋର ମେସିନକୁ ସଙ୍ଗେ ସଙ୍ଗେ ପରିବର୍ତ୍ତନ କରାଯାଇଛି ।

Leave a Reply

Your email address will not be published. Required fields are marked *