ଆସନ୍ତା ୪ରୁ ଦୁଗ୍ଧ ଦର ବୃଦ୍ଧି କରିବ ଓମଫେଡ୍

Spread the love

Spread the loveଭୁବନେଶ୍ୱର : ପାର୍ବଣ ପୂର୍ବରୁ ପୁଣି ଗ୍ରାହକଙ୍କୁ ମହଙ୍ଗାମାଡ। ପକେଟରେ ପଡ଼ିବ ପ୍ରଭାବ। ଗତକାଲି ବାଣିଜ୍ୟିକ ଗ୍ୟାସ ସିଲିଣ୍ଡର ଦର ବୃଦ୍ଧି ପାଇଥିବା ବେଳେ ଏବେ ବଢିଲା ଓମଫେଡ୍ କ୍ଷୀର ଦର। ଆସନ୍ତା ୪ ତାରିଖରୁ ଓମଫେଡ୍ କ୍ଷୀର … Read More

ସବୁ କ୍ଷେତ୍ରରେ ସମ୍ପୂର୍ଣ୍ଣ ବିଫଳ ରାଜ୍ୟ ସରକାର: ଜନସମ୍ପର୍କ ପଦଯାତ୍ରାରେ ବିଜେପି ଉପରେ ନବୀନଙ୍କ କଡ଼ା ପ୍ରହାର

Spread the love

Spread the loveଭୁବନେଶ୍ୱର: ବିଜୁ ଜନତା ଦଳ (ବିଜେଡି)ର ମାସବ୍ୟାପୀ ଜନସମ୍ପର୍କ ପଦଯାତ୍ରା ଶୁଭାରମ୍ଭ ଅବସରରେ ରାଜ୍ୟର ବିଜେପି ସରକାର ଉପରେ କଡ଼ା ପ୍ରହାର କରିଛନ୍ତି ବିରୋଧୀ ଦଳ ନେତା ତଥା ଦଳର ସଭାପତି ନବୀନ ପଟ୍ଟନାୟକ । ବୁଧବାର, ଗାନ୍ଧୀ … Read More

ପୂଜା ପୂର୍ବରୁ ବନ୍ୟା କ୍ଷତିଗ୍ରସ୍ତଙ୍କୁ ମିଳିବ କ୍ଷତିପୂରଣ: ରାଜସ୍ୱ ମନ୍ତ୍ରୀ

Spread the love

Spread the loveଭୁବନେଶ୍ୱର: ରାଜସ୍ୱ ମନ୍ତ୍ରୀଙ୍କ ବଡ଼ ସୂଚନା। ୧୦ ତାରିଖ ସୁଦ୍ଧା କ୍ଷତିଗ୍ରସ୍ତ ପାଇବେ କ୍ଷତିପୂରଣ। ଲଗାଣ ବର୍ଷା ଓ ବନ୍ୟା ପ୍ରଭାବିତ ଜିଲ୍ଲାଗୁଡ଼ିକରେ କ୍ଷୟକ୍ଷତି ଆକଳନ ତ୍ୱରାନ୍ୱିତ କରାଯିବ। ୧୦ ତାରିଖ ସୁଦ୍ଧା ବନ୍ୟା କ୍ଷୟକ୍ଷତି ରିପୋର୍ଟ ଦେବାକୁ … Read More

ଶ୍ରୀ ଜଗନ୍ନାଥଙ୍କ ଖାତାକୁ ଫେରିଲା ଅମୃତ ମଣୋହି ଜମି: ରାଜସ୍ୱ ପର୍ଷଦ

Spread the love

Spread the loveପୁରୀ: ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଜମି ଓ ଦେବୋତ୍ତର ସମ୍ପତ୍ତିର ସୁରକ୍ଷା ଦିଗରେ ବୋର୍ଡ ଅଫ୍ ରେଭେନ୍ୟୁ, କଟକଙ୍କ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ରାୟ ପ୍ରଦାନ କରାଯାଇଛି। ଓ.ଏସ୍.ଏସ୍. କେସ୍ ନଂ. ୬୫୮/୨୦୨୨ରେ ରାଜସ୍ବ ପର୍ଷଦ, କଟକ ଏକ ମାମଲାର … Read More

ଫ୍ଲାଇଦୁବାଇ ପାଇଲଟ ସ୍ମିତ ମଚ୍ଛାରଙ୍କୁ ମିଳିବ ବିଶିଷ୍ଟ ଗୁଜରାଟ ଗରିମା ସମ୍ମାନ

Spread the love

Spread the loveଗୁଜରାଟ : ଫ୍ଲାଇଦୁବାଇ ବିମାନରେ ନିଜ ଜୀବନକୁ ବିପଦରେ ପକାଇ ଯାତ୍ରୀମାନଙ୍କୁ ସୁରକ୍ଷିତ ରକ୍ଷା କରିଥିବା ଭାରତୀୟ ପାଇଲଟ୍ ସ୍ମିତ ମଚ୍ଛାରଙ୍କ ପାଇଁ ରାଜ୍ୟ ପୁରସ୍କାର ଘୋଷଣା କରିଛନ୍ତି ଗୁଜରାଟ ସରକାର । ତାଙ୍କର ଅସାଧାରଣ ସାହସ ଓ … Read More

ଆଫଗାନିସ୍ତାନରେ ପାକିସ୍ତାନର ଏୟାରଷ୍ଟ୍ରାଇକ, ୯ ନାଗରିକଙ୍କ ମୃତ୍ୟୁ

Spread the love

Spread the loveନୂଆଦିଲ୍ଲୀ : ଆଫଗାନିସ୍ତାନରେ ପାକିସ୍ତାନର ଘାତକ ଏୟାରଷ୍ଟ୍ରାଇକ । ୯ ନାଗରିକଙ୍କ ମୃତ୍ୟୁ ଦାବି କଲା କାବୁଲ । ୨୨ ଆତଙ୍କବାଦୀ ନିହତ ହୋଇଥିବା କହିଲା ଇସଲାମାବାଦ। ପାକିସ୍ତାନ ଓ ଆଫଗାନିସ୍ତାନ ମଧ୍ୟରେ ପୁଣି ବଢ଼ିଛି ଉତ୍ତେଜନା। ଆଫଗାନିସ୍ତାନ ଭିତରେ … Read More

ଭାରତୀୟ ପାଇଲଟ ସ୍ମିତ୍ ଙ୍କ ସାହସକୁ ସଲାମ କଲେ ପିଏମ୍ ମୋଦି

Spread the love

Spread the loveନୂଆଦିଲ୍ଲୀ : ପାଇଲଟ୍ କ୍ୟାପଟେନ୍ ସ୍ମିତ୍ ମାଚ୍ଛରଙ୍କ ସାହସକୁ ସଲାମ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ସୋସିଆଲ ମିଡିଆରେ Xରେ ପୋଷ୍ଟ କରି ସ୍ମିତ୍ ଙ୍କୁ ହିରୋ ବୋଲି କହିବା ସହ ତାଙ୍କ ପାଇଁ ଭାରତ ଗର୍ବିତ … Read More

ଦେଶରୁ ମୌସୁମୀ ପ୍ରତ୍ୟାହାର ଜାରି: ଗରମରେ ସିଝିବ ଅକ୍ଟୋବର ! ଶକ୍ତିଶାଳୀ ଏଲ୍ ନିନୋ ନେଇ ଚିନ୍ତା…

Spread the love

Spread the loveନୂଆଦିଲ୍ଲୀ: ୨୦୨୬ ମସିହାର ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଦେଶରୁ ପ୍ରତ୍ୟାହାର ଜାରି ରଖିଛି। ସେପ୍ଟେମ୍ବର ୨୩ ତାରିଖ ସୁଦ୍ଧା ଦିଲ୍ଲୀ ସହିତ ପଞ୍ଜାବ, ହରିୟାଣା ଏବଂ ରାଜସ୍ଥାନର ଅଧିକାଂଶ ଅଞ୍ଚଳରୁ ମୌସୁମୀ ପ୍ରତ୍ୟାହାର କରିସାରିଛି। ତଥାପି, ପାଣିପାଗ ବିଭାଗ … Read More

ଆଫଗାନିସ୍ତାନରେ ଭୂକମ୍ପ, ୫.୩ ତୀବ୍ରତାରେ ଦୋହଲିଲା ହିନ୍ଦୁକୁଶ ଅଞ୍ଚଳ

Spread the love

Spread the loveନୂଆଦିଲ୍ଲୀ : ଭୂକମ୍ପ ଝଟକାରେ ଥରିଲା ଆଫଗାନିସ୍ତାନ । ଆଫଗାନିସ୍ତାନର ହିନ୍ଦୁକୁଶ ଅଞ୍ଚଳ ସ୍ଥଳଭାଗରେ ଆଜି ସକାଳେ ଭୂକମ୍ପ ଝଟକା ଅନୁଭୂତ ହୋଇଛି । ଭୂକମ୍ପର ତୀବ୍ରତା ୫.୩ ରହିଥିବା ଜଣାପଡିଛି । ତେବେ ଏଥିରେ କିଛି କ୍ଷୟକ୍ଷତି … Read More

ପାର୍ବଣ ପୂର୍ବରୁ ଝଟକା, ପୁଣି ବଢ଼ିଲା କମର୍ସିଆଲ ସିଲିଣ୍ଡର ଦାମ୍

Spread the love

Spread the loveନୂଆଦିଲ୍ଲୀ : ପାର୍ବଣ ପୂର୍ବରୁ ଝଟକା। ପୁଣି ବଢିଲା ବାଣିଜ୍ୟିକ ଏଲପିଜି ସିଲିଣ୍ଡର ମୂଲ୍ୟ। ଭୂରାଜନୈତିକ ଉତ୍ତେଜନା ଏବଂ ଯୋଗାଣ ଅଭାବ ମଧ୍ୟରେ ନୂତନ ମାସ ଆସିବା ସହିତ ବାଣିଜ୍ୟିକ ଏଲପିଜି ସିଲିଣ୍ଡର ମୂଲ୍ୟ ପୁଣି ଥରେ ବୃଦ୍ଧି … Read More