ବିଏମସି ନିର୍ବାଚନ ପୂର୍ବରୁ ଶକ୍ତିଶାଳୀ ହେଉଛି ଉଦ୍ଧବଙ୍କ ଶିବସେନା

Spread the love

Spread the loveନୂଆଦିଲ୍ଲୀ: ବିଏମସି ନିର୍ବାଚନ ପୂର୍ବରୁ, ଉଦ୍ଧବ ଠାକରେଙ୍କ ଶିବସେନା ଅଧିକ ଶକ୍ତିଶାଳୀ ହେଉଥିବା ପରି ମନେ ହେଉଛି। ପ୍ରକୃତରେ, ମହାରାଷ୍ଟ୍ରରେ ଶେତକରୀ କ୍ରାନ୍ତି ସଂଗଠନ ଶନିବାର (୦୨ ଅଗଷ୍ଟ) ଦିନ ଉଦ୍ଧବ ଠାକରେଙ୍କ ଦଳ ଶିବସେନା (ୟୁବିଟି)ରେ ବିଲୟ … Read More

ଅଗଷ୍ଟ ୧୫ରୁ ଲାଗୁ ହେବ ବାର୍ଷିକ ଫାଷ୍ଟାଗ୍ ପାସ୍ ବ୍ୟବସ୍ଥା

Spread the love

Spread the loveନୂଆଦିଲ୍ଲୀ : ଅଗଷ୍ଟ ୧୫ ଠାରୁ, ଭାରତୀୟ ଜାତୀୟ ରାଜପଥ ପ୍ରାଧିକରଣ (ଏନଏଚଏଆଇ) ବାର୍ଷିକ ଫାଷ୍ଟାଗ୍ ପାସ ବ୍ୟବସ୍ଥା କାର୍ଯ୍ୟକାରୀ କରିବାକୁ ଯାଉଛି, ଯାହା ଟୋଲ୍ ଦେୟକୁ ସହଜ ଏବଂ ଶସ୍ତା କରିବ। ଏବେ ଆପଣ ଫାଷ୍ଟାଗ୍ ମାଧ୍ୟମରେ … Read More

ସିଏମସି ଯୁଗ୍ମ କମିସନରଙ୍କ ସମେତ ୩୦ କର୍ମଚାରୀଙ୍କୁ କାରଣ ଦର୍ଶାଅ ନୋଟିସ ପ୍ରସଙ୍ଗ, ମେୟର କହିଲେ- ଏହା ଆରମ୍ଭ ମାତ୍ର

Spread the love

Spread the loveକଟକ: ବିଳମ୍ବରେ ଅଫିସ ଆସିବା ଓ ସରକାରୀ କାର୍ଯ୍ୟରେ ଅବହେଳା ଅଭିଯୋଗରେ ସିଏମସି ଯୁଗ୍ମ କମିସନରଙ୍କ ସମେତ ୩୦ କର୍ମଚାରୀଙ୍କ ଉପରେ ଆକ୍ସନ ହୋଇଛି। ନୂଆ କମିସନର କିରନଦୀପ କୌର ସହୋତା ଜଣେ ଯୁଗ୍ମ କମିସନର ଏବଂ ୩୦ … Read More

୪ ବିଭାଗର ୫ ପ୍ରସ୍ତାବକୁ କ୍ୟାବିନେଟ ଅନୁମୋଦନ

Spread the love

Spread the loveଭୁବନେଶ୍ୱର : ୪ ବିଭାଗର ୫ ପ୍ରସ୍ତାବକୁ କ୍ୟାବିନେଟ ଅନୁମୋଦନ ।  ଜଳସେଚନ ବିଭାଗର ମୁଖ୍ୟମନ୍ତ୍ରୀ ଆଡ଼ିବନ୍ଧ ଯୋଜନାକୁ କ୍ୟାବିନେଟ ଅନୁମୋଦନ ।  ୩୫୨୯ ଆଡ଼ିବନ୍ଧ ପୁନରୁଦ୍ଧାର କରାଯିବ ।  ୨୦୨୫-୨୦୨୬ ରୁ ୨୦୨୯-୩୦ ମୁଖ୍ୟମନ୍ତ୍ରୀ ଆଡ଼ିବନ୍ଧ ଯୋଜନା ବ୍ୟୟ … Read More

୨୦ ହଜାର ମହିଳା ବିଧାନସଭା ଘେରାଉ କରିବେ-ପିସିସି ସଭାପତି

Spread the love

Spread the loveଭୁବନେଶ୍ୱର : ଆସନ୍ତା ବିଧାନସଭା ଅଧିବେଶନ ଘେରାଉ କରିବେ କେବଳ ମହିଳା । ପ୍ରାୟ ୨୦ ହଜାର ମହିଳା ଏକତ୍ରିତ ହୋଇ ବିଧାନସଭା ସମ୍ମୁଖରେ ନିଜର ସୁରକ୍ଷା, ସ୍ୱାଭିମାନ ଓ ଅଧିକାର ସରକାରଙ୍କ ସମ୍ମୁଖରେ ଉପସ୍ଥାପନ କରିବେ । … Read More

ଘୋଷଣା ହେଲା ଜାତୀୟ ଚଳଚ୍ଚିତ୍ର ପୁରସ୍କାର: 12th ଫେଲ୍ ଶ୍ରେଷ୍ଠ ଫିଚର ଫିଲ୍ମ, ଶାହରୁଖ ଖାନ ଶ୍ରେଷ୍ଠ ଅଭିନେତା

Spread the love

Spread the loveନୂଆଦିଲ୍ଲୀ: ୨୦୨୩ ପାଇଁ ଘୋଷଣା ହେଲା ଜାତୀୟ ଚଳଚ୍ଚିତ୍ର ପୁରସ୍କାର । ୭୧ତମ ଜାତୀୟ ଚଳଚ୍ଚିତ୍ର ପୁରସ୍କାର ଘୋଷଣା କରାଯାଇଛି । ଯେଉଁଥିରେ ବଲିଉଡ୍ ବାଦଶାହା ଅଭିନେତା ଶାହରୁଖ ଖାନଙ୍କୁ ମିଳିଛି ଶ୍ରେଷ୍ଠ ଅଭିନେତା ପୁରସ୍କାର । ‘ଯଓ୍ୱାନ’ … Read More

୧୨ ଲକ୍ଷ ଟଙ୍କାର ବ୍ରାଉନ ସୁଗାର ଜବତ, ଜଣେ ଗିରଫ

Spread the love

Spread the loveପୁରୀ: ପୁରୀ ଜିଲ୍ଲା ସତ୍ୟବାଦୀ ଥାନା ଅଞ୍ଚଳରୁ ୧୨ ଲକ୍ଷ ଟଙ୍କାର ବ୍ରାଉନ ସୁଗାର ଜବତ ହୋଇଛି । ବରାଳ ଗ୍ରାମ ନିକଟରେ ଥିବା ବରାଳ ବାଲୁଙ୍କେଶ୍ୱର ମନ୍ଦିର ନିକଟରୁ ଜବତ ହୋଇଛି ୧୨୨ ଗ୍ରାମର ବ୍ରାଉନ ସୁଗାର … Read More

କାନପୁର ନିକଟରେ ସାବରମତୀ ଜନସାଧରଣ ଏକ୍ସପ୍ରେସ୍ ଲାଇନଚ୍ୟୁତ

Spread the love

Spread the loveକାନପୁର : ଉତ୍ତରପ୍ରଦେଶର କାନପୁର ନିକଟରେ ସାବରମତୀ ଜନସାଧରଣ ଏକ୍ସପ୍ରେସ୍ (ଟ୍ରେନ୍ ନମ୍ବର ୧୫୨୬୯) ଲାଇନଚ୍ୟୁତ ହୋଇଛି। ପନକି ଷ୍ଟେସନରୁ ଭାବପୁର ଅଭିମୁଖେ ଯାଉଥିବା ସମୟରେ ଏହି ଦୁର୍ଘଟଣା ଘଟିଥିଲା। ଲାଇନ ନମ୍ବର-୪ରେ ପ୍ରବେଶ କରିବା ସମୟରେ ଏହି … Read More

ଲୋୟର ପିଏମଜିରେ ଗର୍ଜିଲେ ମିଶନ ଶକ୍ତି ସଦସ୍ୟା, ପାଞ୍ଚ ଦଫା ଦାବି ନେଇ ରାଜରାସ୍ତାରେ

Spread the love

Spread the loveଭୁବନେଶ୍ବର : ଭୁବନେଶ୍ବରର ଲୋୟର ପିଏମଜିରେ ଗର୍ଜିଲେ ମିଶନ ଶକ୍ତି ସଦସ୍ୟା । ରାଜ୍ୟ ସରକାରଙ୍କ ମିଶନ ଶକ୍ତି ଅଧୀନରେ କାର୍ଯ୍ୟରତ କ୍ଲଷ୍ଟର ରିସୋର୍ସ ପର୍ସନ ଫର କମ୍ୟୁନିଟି ମୋବିଲାଇଜେନସ ବା ସିଆରପି-ସିଏମ୍ ପକ୍ଷରୁ ବିକ୍ଷୋଭ। ପାଞ୍ଚ ଦଫା ଦାବି … Read More

ସେପ୍ଟେମ୍ବର ୯ରେ ଉପରାଷ୍ଟ୍ରପତି ନିର୍ବାଚନ

Spread the love

Spread the loveସେପ୍ଟେମ୍ବର ୯ତାରିଖରେ ହେବ ଉପରାଷ୍ଟ୍ରପତି ନିର୍ବାଚନ । ଏନେଇ ଆଜି ତାରିଖ ଘୋଷଣା କରିଛନ୍ତି ନିର୍ବାଚନ କମିଶନ । ଏନେଇ ଅଗଷ୍ଟ ୭ତାରିଖରେ ବିଜ୍ଞପ୍ତି ପ୍ରକାଶ ପାଇବ । ଅଗଷ୍ଟ ୨୧ ପର୍ଯ୍ୟନ୍ତ ନାମାକଙ୍କନ ଦାଖଲ କରି ପାରିବେ … Read More