ଆପାର୍ଟମେଣ୍ଟ ପଞ୍ଜିକରଣ ନିୟମକୁ ନେଇ ଆସନ୍ତାକାଲି ଗୁରୁତ୍ୱପୂର୍ଣ୍ଣ ବୈଠକ

Spread the love

Spread the loveଭୁବନେଶ୍ବର: ଆପାର୍ଟମେଣ୍ଟ ପଞ୍ଜିକରଣ ନିୟମକୁ ନେଇ ଗୁରୁତ୍ୱପୂର୍ଣ୍ଣ ବୈଠକ ଡାକିଲେ ରାଜ୍ୟ ସରକାର। ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ଆସନ୍ତାକାଲି ଅପରାହ୍ନ ୩.୩୦ ମିନିଟରେ ଲୋକସେବା ଭବନରେ ବସିବ ଏହି ଗୁରୁତ୍ୱପୂର୍ଣ୍ଣ ବୈଠକ। ରେରା ଆଇନ ସହ ଜଡ଼ିତ … Read More

ଯୋଗାଣ ମନ୍ତ୍ରୀଙ୍କୁ ଠକେଇ ମାମଲା : ଅଭିଯୁକ୍ତ ନିରଞ୍ଜନ ଶତପଥୀକୁ ଗିରଫ କରି କୋର୍ଟ ଚାଲାଣ କଲା ପୋଲିସ

Spread the love

Spread the loveଢେଙ୍କାନାଳ ୨୯।୭: ଠକେଇ ତ ଠକେଇ, ପୁଣି ମନ୍ତ୍ରୀଙ୍କୁ ଠକେଇ । ସବୁବେଳେ ରାଜ୍ୟ ରାଜନୀତିରେ ଚର୍ଚ୍ଚାରେ ରହିଥିବା ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ଖୋଦ ଠକେଇର ଶିକାର । ଜାଗା ଦେବାକୁ କହି ଦଲାଲ … Read More

ଏଏସଆଇ ଫଟୋ ବିବାଦ ଓ ଆଇନଶୃଙ୍ଖଳା ବିପର୍ଯ୍ୟୟ : ରାଜ୍ୟ ସରକାରଙ୍କୁ ଘେରିଲା ବିଜେଡି, ଛାତ୍ର ଆନ୍ଦୋଳନ ଡାକରା

Spread the love

Spread the loveଭୁବନେଶ୍ୱର: ଶ୍ରୀମନ୍ଦିରର ସୁରକ୍ଷା ଓ ରାଜ୍ୟର ଆଇନଶୃଙ୍ଖଳା ପରିସ୍ଥିତିକୁ ନେଇ ବିଜୁ ଜନତା ଦଳ (ବିଜେଡି) ରାଜ୍ୟର ନୂତନ ବିଜେପି ସରକାରଙ୍କୁ କଡ଼ା ସମାଲୋଚନା କରିଛି। ବିଶେଷକରି ଭାରତୀୟ ପ୍ରତ୍ନତତ୍ତ୍ୱ ସର୍ବେକ୍ଷଣ ସଂସ୍ଥା (ଏଏସଆଇ) ଦ୍ୱାରା ଶ୍ରୀମନ୍ଦିରର ଭିତର ଫଟୋ … Read More

ଡବଲ୍‌ ମର୍ଡର; ସ୍ତ୍ରୀ ଓ ଶାଶୁକୁ ହତ୍ୟା କରି ଜ୍ୱାଇଁ ଲଗାଇଲା କଦଳୀ ଗଛ !

Spread the love

Spread the loveବାରିପଦା/କୁଳିଅଣା: ମୟୂରଭଂଜ ଜିଲ୍ଲା କୁଳିଅଣା ଥାନା ଅଧୀନ ନୂଆଗାଁରେ ମା’-ଝିଅଙ୍କୁ ହତ୍ୟା କରାଯାଇଛି। ଗତ ୧୫ ତାରିଖ ଠାରୁ ନିଖୋଜ ଥିବା ମା’-ଝିଅଙ୍କର ମୃତଦେହ ମାଟି ତଳୁ ଉଦ୍ଧାର କରାଯାଇଛି। ଏହି ହତ୍ୟାକାଣ୍ଡର ଅଭିଯୁକ୍ତ ହେଉଛି ଜ୍ବାଇଁ। ସେ … Read More

ବିଶାଖାପାଟଣାରେ କାମ ଦେଲାନି ଆୟୁଷ୍ମାନ କାର୍ଡ

Spread the love

Spread the loveଲାଞ୍ଜିଗଡ଼ : କଳାହାଣ୍ଡି ଜିଲ୍ଲା ଲାଞ୍ଜିଗଡ଼ ବ୍ଲକ ବାତେଲିମା ଗାଁର ମିଥୁନ ହରିଜନ ନାମକ ଜଣେ ଯୁବକ ଅତ୍ୟନ୍ତ ଗୁରୁତର ଭାବେ ବିଶାଖାପାଟଣାସ୍ଥିତ ସେଭେନ ହିଲ ହସ୍ପିଟାଲରେ ଭର୍ତ୍ତି ହୋଇଥିବା ଖବର ମିଳିଥିଲା। ତେବେ ସେଠାରେ ଆୟୁଷ୍ମାନ ଭାରତ … Read More

ଭୁବନେଶ୍ୱର ବିମାନବନ୍ଦରରୁ ମିଳିଲା ୩୦ କୋଟିର ମାରିଜୁଆନା, ୩ ଅଟକ

Spread the love

Spread the loveଭୁବନେଶ୍ୱର: ଭୁବନେଶ୍ୱର ବିମାନବନ୍ଦରରୁ ମିଳିଲା ୩୦ କୋଟିର ମାରିଜୁଆନା। ବ୍ୟାଙ୍କକରୁ ଭୁବନେଶ୍ୱର ଆସୁଥିବା ବେଳେ, ମାଡ଼ି ବସିଲା କଷ୍ଟମ ବିଭାଗ । ଏହି ମାମଲାରେ ୩ ଜଣକୁ ଅଟକ ରଖି ପଚରାଉଚରା କରାଯାଉଛି। ତିନି ଅଟକ ଅଭିଯୁକ୍ତ ହେଲେ … Read More

ଓଡ଼ିଶାର ମା’ମାନେ ସମଗ୍ର ଦେଶରେ ରାଜ୍ୟ ପାଇଁ ଗର୍ବ ଆଣିଛନ୍ତି: ପ୍ରଭାତୀ

Spread the love

Spread the loveଭୁବନେଶ୍ୱର: ଓଡ଼ିଶାର ବୟନ ପରମ୍ପରାକୁ ମହିଳା ସ୍ଵୟଂ ସହାୟକ ଗୋଷ୍ଠୀର ସଦସ୍ୟାମାନେ ଆଗକୁ ନେଉଛନ୍ତି ବୋଲି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ମତବ୍ୟକ୍ତ କରିଛନ୍ତି। ଆଜି ମିସନ ଶକ୍ତି ଭବନର ପ୍ରେକ୍ଷାଳୟରେ ଶ୍ରୀମତୀ ପରିଡ଼ାଙ୍କ ଉପସ୍ଥିତିରେ ବୁଣାକାର ମା’ ଓ … Read More

କଲେରା ବ୍ୟାପିବା ପ୍ରସଙ୍ଗ: ମେଡିକାଲ ଅଧିକାରୀଙ୍କୁ କାରଣ ଦର୍ଶାଅ ନୋଟିସ୍‌

Spread the love

Spread the loveଯାଜପୁର: ଯାଜପୁର ଜିଲ୍ଲାରେ କଲେରା ବ୍ୟାପିବା ପ୍ରସଙ୍ଗରେ ଧର୍ମଶାଳା ପ୍ରାଥମିକ ସ୍ବାସ୍ଥ୍ୟ କେନ୍ଦ୍ରର ମେଡିକାଲ ଅଧିକାରୀ ଡାକ୍ତର ସୁଧୀର କୁମାର ସାହୁଙ୍କୁ କାରଣ ଦର୍ଶାଅ ନୋଟିସ୍‌ ଜାରି ହୋଇଛି। କଲେରା ପରିଚାଳନା ସମୟରେ ସେ ସଠିକ୍ ନିରୀକ୍ଷଣ କରିନଥିଲେ … Read More

ଟ୍ରମ୍ପ୍ ୨୯ ଥର ଅସ୍ତ୍ରବିରତି ଦାବି କରିଛନ୍ତି, ସାହସ ଅଛି ତ ଏହା ମିଛ ବୋଲି କୁହନ୍ତୁ ମୋଦୀ: ରାହୁଲ

Spread the love

Spread the loveନୂଆଦିଲ୍ଲୀ : ଲୋକସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଅପରେସନ ସିନ୍ଦୂର ବିତର୍କରେ ଅଂଶଗ୍ରହଣ କରି ସରକାରଙ୍କୁ କଡ଼ା ସମାଲୋଚନା କରିଛନ୍ତି। ସେ କହିଛନ୍ତି ଯେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ବାରମ୍ବାର କହୁଛନ୍ତି ଯେ, ସେ … Read More

ବିରୋଧୀଙ୍କୁ ଶୁଣାଇଲେ ଶାହ- ଯାହାର ଯେମିତି ଚଷମା, ସେମିତି ଦୃଷ୍ଟିଭଙ୍ଗୀ

Spread the love

Spread the loveନୂଆଦିଲ୍ଲୀ: ଅପରେସନ ସିନ୍ଦୂରକୁ ନେଇ ଲୋକସଭାରେ ମଙ୍ଗଳବାର ଆଲୋଚନା ସମୟରେ ହଙ୍ଗାମା ହୋଇଛି। ସ୍ଵରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ବିତର୍କରେ ମନ୍ତବ୍ୟ ରଖୁଥିବା ସମୟରେ ବିରୋଧୀ କିଛି ପ୍ରାମଣ ମାଗିଥିଲେ, ଯାହାକୁ ନେଇ ଶାହ ସେମାନଙ୍କୁ କଡ଼ା ସମାଲୋଚନା … Read More