ଆଗାମୀ ୩ ଦିନ ତାତି, ଏପ୍ରିଲ ୨ରୁ ବର୍ଷା

Spread the love

Spread the loveଭୁବନେଶ୍ବର: କାଳବୈଶାଖୀ ବର୍ଷା ଯୋଗୁଁ ମାର୍ଚ୍ଚ ମାସରେ ଏଯାଏଁ ତାପମାତ୍ରା ଏକପ୍ରକାର ସାଧାରଣ ଥିବା ବେଳେ ରାଜ୍ୟରେ ପୁଣି ଥରେ ଗରମ ବଢ଼ିଛି। ଆଗାମୀ ୩ ଦିନରେ ଗ୍ରୀଷ୍ମ ପ୍ରବାହ ଆହୁରି ବଢ଼ିବ। ଏନେଇ ସତର୍କ ସୂଚନା ଜାରି … Read More

ଲୋୟର ପିଏମ୍‌ଜି ପାଲଟିଲା ରଣକ୍ଷେତ୍ର: ୧୨ ପୋଲିସ ଆହତ

Spread the love

Spread the loveଭୁବନେଶ୍ୱର,୨୭ା୩ :  ରାଜଧାନୀ ରାଜରାସ୍ତାରେ ଉଗ୍ର ରୂପ ଧାରଣ କରିଛି କଂଗ୍ରେସ। ନାରୀ ନିର୍ଯାତନା ବୃଦ୍ଧି ପ୍ରତିବାଦରେ ହଜାର ହଜାର କଂଗ୍ରେସ ନେତା ଓ କର୍ମୀ ବିଧାନସଭା ଘେରାଉ ପାଇଁ ପଦଯାତ୍ରା କରିଛନ୍ତି। କଂଗ୍ରେସର ବିଧାନସଭା ଘେରାଉବେଳେ ଲୋୟର … Read More

ନବମ ଓ ଦଶମ ଶ୍ରେଣୀ ପିଲାଙ୍କୁ ମିଳିବ ମଧ୍ୟାହ୍ନ ଭୋଜନ

Spread the love

Spread the loveଭୁବନେଶ୍ବର : ଏଣିକି ନବମ ଓ ଦଶମ ଶ୍ରେଣୀ ପିଲାଙ୍କୁ ମଧ୍ୟ ମଧ୍ୟାହ୍ନ ଭୋଜନ ମିଳିବ । ଏନେଇ ଗଣଶିକ୍ଷା ବିଭାଗ ପକ୍ଷରୁ ନିର୍ଦ୍ଦେଶନାମା ଜାରି ହୋଇଛି । ଏଥିପାଇଁ ରାଜ୍ୟ ସରକାର ୫୭୦.୭୧ କୋଟି ଟଙ୍କା ବ୍ୟୟ … Read More

ବର୍ଷ ଶେଷ ସୁଦ୍ଧା ସ୍ୱୟଂଚାଳିତ ଡ୍ରାଇଭିଂ ଟେଷ୍ଟ୍ ଟ୍ରାକ୍ ସାରିବା ପାଇଁ ଓଡ଼ିଶା ସରକାର ଲକ୍ଷ୍ୟ ରଖିଛନ୍ତି: ମନ୍ତ୍ରୀ

Spread the love

Spread the loveଭୁବନେଶ୍ୱର: ଓଡ଼ିଶା ସରକାର ଚଳିତ ବର୍ଷ ଶେଷ ସୁଦ୍ଧା ରାଜ୍ୟବ୍ୟାପୀ ସ୍ୱୟଂଚାଳିତ ଡ୍ରାଇଭିଂ ଟେଷ୍ଟ୍ ଟ୍ରାକ୍ ନିର୍ମାଣ କାର୍ଯ୍ୟ ସାରିବା ପାଇଁ କାର୍ଯ୍ୟ କରୁଛନ୍ତି` ବିଭିନ୍ନ ସ୍ଥାନରେ ପ୍ରକଳ୍ପ କାର୍ଯ୍ୟ ଚାଲିଛି ବୋଲି ଗୁରୁବାର ରାଜ୍ୟ ବିଧାନସଭାରେ ବାଣିଜ୍ୟ … Read More

‘ମନ୍ତ୍ରୀଙ୍କ କାନ୍ଧରୁ ହାତ ହଟାନ୍ତୁ…’, ରାହୁଲ ଗାନ୍ଧୀଙ୍କ ପରେ ପପୁ ଯାଦବଙ୍କ କ୍ଲାସ ନେଲେ ଓମ ବିର୍ଲା

Spread the love

Spread the loveନୂଆଦିଲ୍ଲୀ,୨୭।୩: ଲୋକ ସଭା ବାଚସ୍ପତି ଓମ ବିର୍ଲା ଗୁରୁବାର (୨୭ ମାର୍ଚ୍ଚ, ୨୦୨୫) ପୁଣି ଥରେ ଗୃହ ଭିତରେ ଶିଷ୍ଟାଚାର ଉପରେ ପାଠ ପଢ଼ାଇଛନ୍ତି। ଲୋକ ସଭା କାର୍ଯ୍ୟକାଳ ମଧ୍ୟରେ କେନ୍ଦ୍ରମନ୍ତ୍ରୀଙ୍କ କାନ୍ଧରେ ହାତ ରଖିବା ପାଇଁ ସ୍ବାଧୀନ … Read More

ପ୍ରଧାନମନ୍ତ୍ରୀ ମୋଦିଙ୍କ ‘ଆୟୁଷ୍ମାନ ଭାରତ’ ଯୋଜନାକୁ ଜାତିସଂଘର ପ୍ରଶଂସା

Spread the love

Spread the loveନ୍ୟୁୟର୍କ,୨୭।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ‘ସ୍ବାସ୍ଥ୍ୟକର ଭାରତ ମିଶନ’ ଅଧୀନରେ ଦେଶବ୍ୟାପୀ ଚାଲିଥିବା ବିଭିନ୍ନ ସ୍ବାସ୍ଥ୍ୟ ଯୋଜନା ଦେଶରେ ବ୍ୟାପକ ପରିବର୍ତ୍ତନ ଆଣିଛି। ସମଗ୍ର ବିଶ୍ୱ ଏହି ଯୋଜନାର ଶକ୍ତିକୁ ସ୍ବୀକାର କରୁଛି। ବିଭିନ୍ନ ସ୍ବାସ୍ଥ୍ୟ ଯୋଜନା ଅଧୀନରେ … Read More

ମହଙ୍ଗା ହେବ କର୍କଟ, ମଧୁମେହ ଔଷଧ

Spread the love

Spread the loveନୂଆଦିଲ୍ଲୀ: କର୍କଟ, ମଧୁମେହ, ହୃଦ୍‌ରୋଗ ଓ ଅନ୍ୟ ଆଣ୍ଟିବାୟୋଟିକ୍ ସହିତ ସରକାରୀ ନିୟନ୍ତ୍ରଣରେ ଥିବା ଅନ୍ୟ ଔଷଧ ଦର ବୃଦ୍ଧି ହେବାକୁ ଯାଉଛି। ଔଷଧ ଦର ପ୍ରାୟ ୧.୭ ପ୍ରତିଶତ ମହଙ୍ଗା ହେବ ବୋଲି ସୂଚନା ମିଳିଛି। ସରକାରୀ … Read More

ଖୁବଶୀଘ୍ର ଭାରତ ଗସ୍ତରେ ଆସିବେ ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ

Spread the love

Spread the loveମସ୍କୋ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଖୁବ୍‌ଶୀଘ୍ର ଭାରତ ଗସ୍ତରେ ଆସିବେ। ରୁଷ-ୟୁକ୍ରେନ ଯୁଦ୍ଧ ପରେ ଏହା ତାଙ୍କର ପ୍ରଥମ ଭାରତ ଗସ୍ତ ହେବ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଗତବର୍ଷ ଋଷ ଗସ୍ତ ସମୟରେ ପୁଟିନଙ୍କୁ ଭାରତ ଆସିବାକୁ … Read More

ଜେଲ୍‌ରେ ରହିବେ ରାଣ୍ୟା, ତୃତୀୟ ଥର ପାଇଁ ଖାରଜ ହେଲା ଜାମିନ୍ ଆବେଦନ

Spread the love

Spread the loveବେଙ୍ଗାଲୁରୁ: ସୁନା ଚୋରା ଚାଲାଣ ଅଭିଯୋଗରେ ଜେଲରେ ଥିବା କନ୍ନଡ ଅଭିନେତ୍ରୀ ରାଣ୍ୟା ରାଓଙ୍କୁ ଏକ ବଡ଼ ଝଟକା ଲାଗିଛି। ୬୪ତମ ସିଟି ସିଭିଲ୍ ଆଣ୍ଡ୍ ସେସନ୍ସ କୋର୍ଟ (ସିସିଏଚ୍) ତାଙ୍କ ଜାମିନ ଆବେଦନକୁ ଖାରଜ କରିଦେଇଛନ୍ତି, ଯାହା … Read More

୪୪ ଲୋକଙ୍କ ସହ ବୁଡିଗଲା ବୁଡ଼ାଜାହାଜ ‘ସିନ୍ଦବାଦ’, ୬ ମୃତ, ୨୯ ଉଦ୍ଧାର

Spread the love

Spread the loveକାଇରୋ : ଗୁରୁବାର (୨୭ ମାର୍ଚ୍ଚ) ସକାଳେ ଇଜିପ୍ଟର ଲୋହିତ ସାଗରର ହୁରଘାଡା ସହର ଉପକୂଳରେ ଏକ ପର୍ଯ୍ୟଟନ ବୁଡ଼ାଜାହାଜ ବୁଡ଼ିଯାଇଛି। ଏହି ଦୁର୍ଘଟଣାରେ ଅତି କମରେ ୬ ଜଣଙ୍କର ମୃତ୍ୟୁକୁ ନିଶ୍ଚିତ କରାଯାଇଛି । ଏହି ୬ … Read More