ଅବପାତ ଘନୀଭୂତ ହୋଇ ଲଘୁଚାପରେ ପରିଣତ, ଜିଲ୍ଲାପାଳଙ୍କୁ ସଜାଗ ରହିବାକୁ ପରାମର୍ଶ ଦେଲେ ଏସଆରସି

Spread the love

Spread the loveଭୁବନେଶ୍ୱର: ଭାରତୀୟ ପାଣିପାଗ ବିଭାଗ (ଆଇଏମ୍‌ଡି) ଶୁକ୍ରବାର ସକାଳେ ନିଶ୍ଚିତ କରିଛି ଯେ ଉତ୍ତରପଶ୍ଚିମ ବଙ୍ଗୋପସାଗରରେ ଥିବା ଲଘୁଚାପ ଘନୀଭୂତ ହୋଇ ଲଘୁଚାପରେ ପରିଣତ ହୋଇଛି। ଏହା ପଶ୍ଚିମବଙ୍ଗ ଏବଂ ବାଂଲାଦେଶର ଉପକୂଳକୁ ଅତିକ୍ରମ କରି ପଶ୍ଚିମବଙ୍ଗ, ଉତ୍ତର … Read More

ସର୍ବଦଳୀୟ ବୈଠକରେ ସହମତି: ସୋମବାରଠାରୁ ସୁରୁଖୁରୁରେ ଚାଲିବ ସଂସଦ

Spread the love

Spread the loveବିହାରରେ ଭୋଟର ତାଲିକା ସଂଶୋଧନ ଲାଗି ନିର୍ବାଚନ ଆୟୋଗଙ୍କ ପକ୍ଷରୁ କାର୍ଯ୍ୟକାରୀ ହେଉଥିବା ସ୍ଵତନ୍ତ୍ର ପୁଙ୍ଖାନୁପୁଙ୍ଖ ପୁନଃନିରୀକ୍ଷଣ(ଏସଆଇଆର)କୁ ବିରୋଧ କରି ସଂସଦରେ ଦୁଇଦିନ ଧରି ହଟ୍ଟଗୋଳ ଲାଗି ରହିବା ପରେ ଶୁକ୍ରବାର ସୁଧାର ଆସିଛି। ସର୍ବଦଳୀୟ ବୈଠକରେ ଶାସକ … Read More

ରାଉରକେଲା ଇସ୍ପାତ କାରଖାନା ସଂପ୍ରସାରଣ ପାଇଁ ହାଇଲେବୁଲ କମିଟି ବୈଠକ, ୯ ହଜାର ନିଯୁକ୍ତି ସୁଯୋଗ ସୃଷ୍ଟି ହେବ

Spread the love

Spread the loveରାଉରକେଲା : ରାଉରକେଲା ଇସ୍ପାତ କାରଖାନା ସଂପ୍ରସାରଣ ପାଇଁ ହାଇଲେବୁଲ କମିଟି ବୈଠକ ।  ରାଉରକେଲା ଅତିରିକ୍ତ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ହାଇଲେବୁଲ କମିଟି ବୈଠକ ଅନୁଷ୍ଠିତ ହୋଇଯାଇଛି। ୩୦ ହଜାର କୋଟି ଟଙ୍କା ବ୍ୟୟ ଅଟକଳ ରେ ୧୨୦୦ … Read More

ଆଉଟସୋର୍ସିଂ ନିଯୁକ୍ତି ନେଇ ସରକାର ଜାରି କଲେ କଡ଼ା ନିର୍ଦ୍ଦେଶ

Spread the love

Spread the loveଭୁବନେଶ୍ୱର: ଆଉଟସୋର୍ସିଂ ନିଯୁକ୍ତି ନେଇ ଓଡ଼ିଶା ସରକାର ସମସ୍ତ ବିଭାଗକୁ କଡ଼ା ନିର୍ଦ୍ଦେଶ ଦେଇଛନ୍ତି । ଆଉଟସୋର୍ସିଂ ଭିତ୍ତିରେ କର୍ମଚାରୀ ନିଯୁକ୍ତି ପାଇଁ ଅର୍ଥ ବିଭାଗର ପୂର୍ବ ଅନୁମୋଦନ ବାଧ୍ୟତାମୂଳକ। ଏପରି କରି ରାଜ୍ୟ ସରକାର ଠିକା ବା … Read More

ଆଇଏଏସ୍‌ ଧୀମାନ ଚକ୍‌ମାଙ୍କୁ ଜାମିନ

Spread the love

Spread the loveଭୁବନେଶ୍ବର : ଆଇଏଏସ୍‌ ଧୀମାନ ଚକ୍‌ମାଙ୍କୁ ଜାମିନ ମିଳିଛି। ଗୁରୁବାର ଚକ୍‌ମାଙ୍କୁ ସର୍ତ୍ତମୂଳକ ଜାମିନ ପ୍ରଦାନ କରିଛନ୍ତି ହାଇକୋର୍ଟ। ୫ ଲକ୍ଷ ଟଙ୍କାର ୨ ଜାମିନଦାରଙ୍କ ବଦଳରେ ହାଇକୋର୍ଟ ତାଙ୍କୁ ଜାମିନ ପ୍ରଦାନ କରିଛନ୍ତି। ଲାଞ୍ଚ ନେବାବେଳେ ଧରାପଡ଼ି … Read More

ଏସଆଇ ନିଯୁକ୍ତି: ବୟସସୀମା ତିନି ବର୍ଷ କୋହଳ କଲେ ରାଜ୍ୟ ସରକାର

Spread the love

Spread the loveଭୁବନେଶ୍ବର: ରାଜ୍ୟରେ ଓଡ଼ିଶା ପୋଲିସ ସବ୍ ଇନ୍ସିପେକ୍ଟର ନିଯୁକ୍ତି ମାମଲାରେ ଆସିଲା ବଡ଼ ଖବର । ସର୍ବାଧିକ ବୟସସୀମା ୩ ବର୍ଷ କୋହଳ କଲେ ରାଜ୍ୟ ସରକାର। ଏନେଇ ହାଇକୋର୍ଟଙ୍କୁ ଆଡଭୋକେଟ ଜେନେରାଲ ପୀତାମ୍ବର ଆଚାର୍ଯ୍ୟ ଅବଗତ କରିଛନ୍ତି। … Read More

୪୮ ଘଣ୍ଟା ପରେ ପୁଣି ଆଇଏଏସ ବଦଳି, ୧୩ ଅଧିକାରୀଙ୍କୁ ନୂଆ ଦାୟିତ୍ୱ

Spread the love

Spread the loveଭୁବନେଶ୍ବର : ରାଜ୍ୟ ସରକାର ଭାରତୀୟ ପ୍ରଶାସନିକ ଅଧିକାରୀ ମାନଙ୍କୁ ବଦଳି କରିବାର ମାତ୍ର ୪୮ ଘଣ୍ଟା ନ ପୂରୁଣୁ ଗୁରୁବାର ଆଉ ୧୩ ଆଇଏଏସଙ୍କ ବଦଳି କରିଛନ୍ତି। ସେମାନଙ୍କ ମଧ୍ୟରୁ କେତେଜଣ ଅଧିକାରୀଙ୍କୁ ନୂଆ ଦାୟିତ୍ୱ ଦିଆଯାଇଥିବା … Read More

ସମୁଦ୍ରରେ ଵିସର୍ଜିତ ହୋଇପାରିବେ ୬ ଫୁଟରୁ ଅଧିକ ଗଣେଶ ମୂର୍ତ୍ତି: ବମ୍ବେ ହାଇକୋର୍ଟ

Spread the love

Spread the loveମୁମ୍ବାଇ: ଗଣେଶ ଚତୁର୍ଥୀ ପୂର୍ବରୁ, ବମ୍ବେ ହାଇକୋର୍ଟ ଆଜି ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଦେଇଛନ୍ତି ଏବଂ ସମୁଦ୍ର ଭଳି ପ୍ରାକୃତିକ ଜଳ ଉତ୍ସରେ ଛଅ ଫୁଟରୁ ଅଧିକ ଉଚ୍ଚ ଗଣେଶ ମୂର୍ତ୍ତି ବିସର୍ଜନ କରିବାକୁ ଅନୁମତି ଦେଇଛନ୍ତି। ସେହି … Read More

ଆଇଏଏସ୍‌ ସ୍ତରରେ ଅଦଳବଦଳ

Spread the love

Spread the loveଭୁବନେଶ୍ୱର: ରାଜ୍ୟ ପ୍ରଶାସନକୁ ଅଧିକ କ୍ରିୟାଶୀଳ ଓ ତ୍ୱରାନ୍ୱିତ କରିବା ଲକ୍ଷ୍ୟରେ ଓଡ଼ିଶା ସରକାର ଏକ ବଡ଼ ଧରଣର ପ୍ରଶାସନିକ ଅଦଳବଦଳ କରିଛନ୍ତି । ଏହି ଅଦଳବଦଳରେ ୪୯ ଜଣ ଭାରତୀୟ ପ୍ରଶାସନିକ ସେବା (ଆଇଏଏସ୍) ଅଧିକାରୀଙ୍କୁ ନୂଆ … Read More

ଆମ ସରକାର ଆଦିବାସୀମାନଙ୍କ କଲ୍ୟାଣକୁ ସର୍ବାଧିକ ଗୁରୁତ୍ୱ ଦେଉଛନ୍ତି: ମୁଖ୍ୟମନ୍ତ୍ରୀ

Spread the love

Spread the loveଭୁବନେଶ୍ୱର: ଲୋକସେବା ଭବନଠାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଆଦିବାସୀ ମହାସଂଘ, ଓଡିଶାର କର୍ମକର୍ତ୍ତା ଓ ସଦସ୍ୟମାନେ ଭେଟି ଆଦିବାସୀମାନଙ୍କ ବିଭିନ୍ନ ସମସ୍ୟା ଓ ସାମୂହିକ ବିକାଶ ସମ୍ପର୍କରେ ଆଲୋଚନା କରିଛନ୍ତି। ମହାସଂଘ ଆଦିବାସୀଙ୍କ ସାମୂହିକ କଲ୍ୟାଣ ପାଇଁ … Read More