ଆସନ୍ତାକାଲିଠୁ ଚୀନ୍ ପାଇଁ ଭାରତ ଆରମ୍ଭ କରିବ ପର୍ଯ୍ୟଟନ ଭିସା

Spread the love

Spread the loveନୂଆଦିଲ୍ଲୀ: ଏବେ ଭାରତ ଭ୍ରମଣରେ ଆସିପାରିବେ ଚୀନ୍ ନାଗରିକ। ଦୀର୍ଘ ପାଞ୍ଚ ବର୍ଷ ପରେ ଭାରତ ସରକାର, ଚୀନ୍ ନାଗରିକଙ୍କୁ ପର୍ଯ୍ୟଟନ ଭିସା ପ୍ରଦାନ କରିବାକୁ ଘୋଷଣା କରିଛନ୍ତି। ଏହି ପ୍ରକ୍ରିୟା ୨୪ ଜୁଲାଇ, ୨୦୨୫ରୁ ଅର୍ଥାତ୍ ଆସନ୍ତାକାଲିଠୁ … Read More

ବିଜେଡି ମା’ ଓ ଭଉଣୀଙ୍କ ସୁରକ୍ଷା ପାଇଁ ସ୍ବର ଉଠାଇବା ଜାରି ରଖିବ: ନବୀନ

Spread the love

Spread the loveଭୁବନେଶ୍ୱର: ରାଜ୍ୟରେ ଆଇନଶୃଙ୍ଖଳା ପରିସ୍ଥିତି ବିଗିଡ଼ିବା ନେଇ ବିଜେପିକୁ ଘେରିଛନ୍ତି ବିରୋଧୀ। ନାରୀ ସୁରକ୍ଷାକୁ ପ୍ରସଙ୍ଗ କରି ଗର୍ଜୁଛନ୍ତି ବିରୋଧୀ। ରାଜ୍ୟର ବିଭିନ୍ନ ସ୍ଥାନରୁ ମହିଳାଙ୍କୁ ନେଇ ଆସିଥିବା ଅଭାବନୀୟ ଘଟଣା ପ୍ରସଙ୍ଗରେ ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ … Read More

ବିରୋଧୀଙ୍କ ହଟ୍ଟଗୋଳ, ଦ୍ୱିତୀୟ ଦିନ ପାଇଁ ଲୋକସଭା ମୁଲତବୀ

Spread the love

Spread the loveବିରୋଧୀ ଦଳଗୁଡିକ ଦ୍ୱାରା ଲଗାତାର ବାଧା ସୃଷ୍ଟି ହେବା ପରେ ଆଜି ଲୋକସଭାରେ କୌଣସି କାର୍ଯ୍ୟ ସମ୍ଭବ ହୋଇ ପାରିନାହିଁ। ଫଳରେ ଆଜି ଦ୍ୱିତୀୟ ଦିନ ପାଇଁ ଲୋକସଭାକୁ ମୁଲତବୀ ରଖାଯାଇଛି। ମଙ୍ଗଳବାର ଅପରାହ୍ନ ୨ଟାରେ ଗୃହ ପୁନର୍ବାର … Read More

ଏଫ ଏମ କଲେଜ ପିଡ଼ିତା ମାମଲାର ଶୁଣାଣି, ଏସଆଇଟି ଗଠନ କରି ତଦନ୍ତର ଆବଶ୍ୟକତା ନାହିଁ : ହାଇକୋର୍ଟ

Spread the love

Spread the loveଭୁବନେଶ୍ୱର : ହାଇକୋର୍ଟରେ ଏଫ ଏମ କଲେଜ ପିଡ଼ିତା ମାମଲାର ଶୁଣାଣି । ବର୍ତ୍ତମାନ ପରିସ୍ଥିତିରେ ଏସଆଇଟି ଗଠନ କରି ତଦନ୍ତ କରିବାର ଆବଶ୍ୟକତା ନଥିବା କହିଲେ ହାଇକୋର୍ଟ। କ୍ରାଇମବ୍ରାଞ୍ଚ ସ୍ୱତନ୍ତ୍ର ଉଇଙ୍ଗର ତଦନ୍ତରେ ସନ୍ତୋଷ ବ୍ୟକ୍ତ କଲେ ହାଇକୋର୍ଟ … Read More

ଛାତ୍ରୀଙ୍କୁ ଅସାଦାଚରଣ ଅଭିଯୋଗରେ ଗଣିତ ଶିକ୍ଷକ ଏବଂ ପ୍ରଧାନ ଶିକ୍ଷକ ଅଟକ

Spread the love

Spread the loveବାଲେଶ୍ବର: ପୁଣି ବାଲେଶ୍ବରରେ ଏଫଏମ୍ କଲେଜ ଘଟଣାର ପୁନରାବୃତ୍ତି ହୋଇଛି । ନବମ ଶ୍ରେଣୀ ଛାତ୍ରୀଙ୍କୁ ଅସାଦାଚରଣ ଅଭିଯୋଗରେ ବିଦ୍ୟାଳୟର ଗଣିତ ଶିକ୍ଷକ ଏବଂ ପ୍ରଧାନ ଶିକ୍ଷକଙ୍କୁ ଅଟକ ରଖିଛି ପୋଲିସ । ବାଲେଶ୍ବର ଜିଲ୍ଲା ରାଇବଣିଆ ଥାନା … Read More

୩୮ ଦିନ ପରେ ଫେରିଗଲା ବ୍ରିଟିଶ ଏଫ-୩୫ ଲଢ଼ୁଆ ବିମାନ

Spread the love

Spread the loveକେରଳର ତିରୁବନନ୍ତପୁରମ ବିମାନବନ୍ଦରରେ ୩୮ ଦିନ ଅଚଳ ରହିବା ପରେ ବ୍ରିଟିଶ ରୟାଲ ନୌସେନାର ଏଫ-୩୫ ଲଢ଼ୁଆ ବିମାନ ସ୍ୱଦେଶ ଫେରିଯାଇଛି। ଜୁନ୍ ୧୪ ତାରିଖରୁ ବିମାନଟି ତିରୁବନନ୍ତପୁରମ ଅନ୍ତର୍ଜାତୀୟ ବିମାନବନ୍ଦରରେ ପାର୍କିଂ କରାଯାଇଥିଲା। ମଝି ଆକାଶରେ ଉଡାଣ … Read More

ଡାକ୍ତର କରୁଣାକର ରାଉତଙ୍କୁ ଚାକିରିରୁ ବହିଷ୍କୃତ କଲେ ମୁଖ୍ୟମନ୍ତ୍ରୀ

Spread the love

Spread the loveଭୁବନେଶ୍ୱର : ଦୁର୍ନୀତି ବିରୁଦ୍ଧରେ କଡା ଆଭିମୁଖ୍ୟ ଜାରି ରଖି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯାଜପୁର ଜିଲ୍ଲା ମଧୁବନ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରର ପୂର୍ବତନ ମେଡିକାଲ ଅଫିସର ଡାକ୍ତର କରୁଣାକର ରାଉତଙ୍କୁ ଚାକିରିରୁ ବହିଷ୍କାର କରିଛନ୍ତି । ଡାକ୍ତର … Read More

ଯାଞ୍ଚ ହେବ ଚାଷୀଙ୍କ e-KYC, ପଞ୍ଜିକରଣକୁ ସରଳୀକରଣ କଲେ ରାଜ୍ୟ ସରକାର

Spread the love

Spread the loveଭୁବନେଶ୍ବର : ନକଲି ଚାଷୀ ଖୋଜିବେ ସରକାର । ଚାଷୀଙ୍କ ଇ-କେୱାଇସି ଯାଞ୍ଚ ପାଇଁ ସରକାର ନିଷ୍ପତ୍ତି ନେଇଛନ୍ତି ବୋଲି ଯୋଗାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର କହିଛନ୍ତି । ଚଳିତ ଥର ଖରିଫ ଧାନ ବିକିବାକୁ ପଞ୍ଜିକରଣ ବେଳେ ଚାଷୀ କରିବେ ଇ-କେୱାଇସି । ଫିଙ୍ଗର ପ୍ରିଣ୍ଟ ସହ … Read More

ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କୁ ଭେଟିଲେ ଦିଲୀପ ରାୟ

Spread the love

Spread the loveଭୁବନେଶ୍ୱର: ବରିଷ୍ଠ ବିଜେପି ନେତା ତଥା ପୂର୍ବତନ କେନ୍ଦ୍ର ମନ୍ତ୍ରୀ ଦିଲୀପ ରାୟଙ୍କ ବିରୋଧରେ ମିଥ୍ୟା ସତ୍ୟପାଠ ମାମଲାରେ କୋର୍ଟରେ ଶୁଣାଣି ହେବା ପୂର୍ବରୁ ସେ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କୁ ଭେଟିଛନ୍ତି। ସୂଚନା ଅନୁସାରେ, ସେ ସକାଳେ … Read More

ରାଷ୍ଟ୍ରପତିଙ୍କୁ ଭେଟିଲେ ହରିବଂଶ ନାରାୟଣ ସିଂ

Spread the love

Spread the loveନୂଆଦିଲ୍ଲୀ : ରାଜ୍ୟସଭା ଉପାଧ୍ୟକ୍ଷ ହରିବଂଶ ନାରାୟଣ ମଙ୍ଗଳବାର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଭେଟିଛନ୍ତି । ଜଗଦୀପ ଧନଖର ଉପରାଷ୍ଟ୍ରପତି ପଦରୁ ଇସ୍ତଫା ଦେବାର ୨୪ ଘଣ୍ଟା ମଧ୍ୟରେ ରାଷ୍ଟ୍ରପତିଙ୍କ ସହ ତାଙ୍କର ସାକ୍ଷାତକୁ ଅନେକ ଦୃଷ୍ଟିରୁ ଗୁରୁତ୍ୱପୂର୍ଣ୍ଣ … Read More