ଏକ ଲକ୍ଷ ଆଫଗାନୀଙ୍କୁ ହତ୍ୟା କରିବ ତାଲିବାନ!

Spread the love

Spread the loveକାବୁଲ: ବ୍ରିଟେନର ଏକ ବଡ଼ ଅବହେଳା ୧ ଲକ୍ଷରୁ ଅଧିକ ଆଫଗାନଙ୍କ ଜୀବନକୁ ବିପଦରେ ପକାଇଛି। ବ୍ରିଟିଶ ସରକାର ବର୍ଷ ବର୍ଷ ଧରି ବ୍ରିଟିଶ ସେନା ଏବଂ ଗୁପ୍ତଚର ସଂସ୍ଥା ପାଇଁ କାମ କରୁଥିବା ଆଫଗାନ ନାଗରିକଙ୍କ ଗୋପନୀୟ … Read More

ପୁରୀରେ ନାବାଳିକାଙ୍କୁ ଜାଳିଦେଲେ ଦୁର୍ବୃତ୍ତ

Spread the love

Spread the loveପୁରୀ: ପୁରୀ ଜିଲ୍ଲାର ନିମାପଡ଼ା ଅଞ୍ଚଳର ଏକ ଗାଁରେ ଅଜ୍ଞାତ ଦୁର୍ବୃତ୍ତମାନେ ଜଣେ ଯୁକ୍ତ ୨ ଛାତ୍ରୀଙ୍କୁ ଜାଳି ଦେଇଥିବା ଅଭିଯୋଗ ହୋଇଛି। ପ୍ରାଥମିକ ସୂଚନା ଅନୁଯାୟୀ, ବଳଙ୍ଗା ଥାନା ଅଧୀନସ୍ଥ ବାୟାବର ଗାଁରେ ଏହି ଦୁଃଖଦ ଘଟଣା … Read More

ଟ୍ରମ୍ପଙ୍କ ନୂଆ ଦାବି ଭାରତ-ପାକ୍ ସଂଘର୍ଷରେ ଖସିଥିଲା ୫ ବିମାନ

Spread the love

Spread the loveଓ୍ବାସିଂଟନ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ କହିଛନ୍ତି ଯେ ମେ ମାସରେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ହୋଇଥିବା ଯୁଦ୍ଧ ସମୟରେ ୪-୫ଟି ଲଢ଼ୁଆ ବିମାନ ଖସାଇ ଦିଆଯାଇଥିଲା। ସେ ପୁଣି ଥରେ ଦାବି କରିଛନ୍ତି ଯେ … Read More

ଖଣ୍ଡଗିରି ଥାନା SI ସସ୍‌ପେଣ୍ଡ, କାର୍ଯ୍ୟରେ ଅବହେଳା ଅଭିଯୋଗରେ ନିଲମ୍ବନ କଲେ ପୋଲିସ କମିଶନର

Spread the love

Spread the loveଭୁବନେଶ୍ବର : ଖଣ୍ଡଗିରି ଥାନା ଏସ୍‌ଆଇ ଦେବୀ ପ୍ରସାଦ ଭୂୟାଁ ନିଲମ୍ବିତ ହୋଇଛନ୍ତି । କାର୍ଯ୍ୟରେ ଅବହେଳା ଅଭିଯୋଗରେ ତାଙ୍କୁ ନିଲମ୍ବନ କରିଛନ୍ତି ପୋଲିସ କମିଶନର ଏସ୍‌ ଦେବଦତ୍ତ ସିଂହ । ଏକ NDPS ମାମଲାରେ ନିର୍ଦ୍ଧାରିତ ଦିନ ଭିତରେ … Read More

କିମ୍‌ଙ୍କ ପାଇଁ ଓଜନ କମାଇବା ଔଷଧ ଖୋଜା

Spread the love

Spread the loveପ୍ୟୋଙ୍ଗୟାଙ୍ଗ: ଉତ୍ତର କୋରିଆର ଏକଛତ୍ରବାଦୀ ଶାସକ କିମ୍ ଜୋଙ୍ଗ ଉନ୍ ପୁଣି ଥରେ ତାଙ୍କ ବର୍ଦ୍ଧିତ ଓଜନ ପାଇଁ ଖବରରେ ଅଛନ୍ତି। ସାମ୍ପ୍ରତିକ ରିପୋର୍ଟ ଅନୁଯାୟୀ, ସେ ଓଜେମ୍ପିକ ଭଳି ବିଦେଶୀ ଓଜନ ହ୍ରାସ ଔଷଧ ଖୋଜିବା ଆରମ୍ଭ … Read More

ଶିକ୍ଷାନୁଷ୍ଠାନରେ ମହିଳା ସହାୟତା ନମ୍ବର ୧୮୧ ପ୍ରଦର୍ଶନ ପାଇଁ କଡ଼ା ନିର୍ଦ୍ଦେଶ

Spread the love

Spread the loveଭୁବନେଶ୍ୱର: ବାଲେଶ୍ବର ଫକୀର ମୋହନ ସ୍ବୟଂଶାସିତ ମହାବିଦ୍ୟାଳୟରେ ଛାତ୍ରୀ ଆତ୍ମାହୁତି ଓ ମୃତ୍ୟୁ, ସମ୍ବଲପୁରସ୍ଥିତ ଗଙ୍ଗାଧର ମେହେର ବିଶ୍ବବିଦ୍ୟାଳୟର ବିଏଡ୍‌ ଛାତୀଙ୍କୁ ବିବାହର ପ୍ରତିଶ୍ରୁତି ଶାରୀରିକ ସଂପର୍କ ଭଳି ଘଟଣା ପରେ ରାଜ୍ୟ ସରକାର ସତର୍କ ହୋଇ ପ୍ରତିକାର … Read More

ଟଲି ମାଗି ଝିଅର ମୃତଦେହକୁ ଡାକ୍ତରଖାନା ନେଲେ ବାପା

Spread the love

Spread the loveବାଲିଆପାଳ : ପୁଣି  ଥରେ ଶବକୁ ଅସମ୍ମାନ କରାଯାଇଛି। ରଶି ଲଗାଇ ଆତ୍ମହତ୍ୟା କରିଥିବା ଝିଅର ଶବ ବ୍ୟବଚ୍ଛେଦ ପାଇଁ ଟଙ୍କା ନଥିବା ଯୋଗୁଁ ଟଲି ସାହାଯ୍ୟରେ ଘରଠାରୁ ୬ କିଲୋମିଟର ଦୂର ଡାକ୍ତରଖାନାକୁ ନେଇଛି ଗରିବ ଆଦିବାସୀ … Read More

ହୀରାକୁଦ ଡ୍ୟାମର ପୁଣି ଖୋଲିଲା ୨ଟି ଗେଟ୍‌

Spread the love

Spread the loveସମ୍ବଲପୁର: ପୁଣି ଖୋଲିଲା ହୀରାକୁଦ ଜଳଭଣ୍ଡାରର ଆଉ ୨ଟି ଗେଟ୍ । ଜଳଭଣ୍ଡାର ମଧ୍ୟକୁ ବନ୍ୟାଜଳ ପ୍ରବେଶ ପରିମାଣ ବୃଦ୍ଧି ପାଉଥିବାରୁ ଶୁକ୍ରବାର ଅପରାହ୍ନରେ ୨ଟି ସ୍ଲୁଇସ୍‌ ଗେଟ୍‌ କୁ ଖୋଲିଦିଆଯାଇଛି । ବର୍ତ୍ତମାନ ମୋଟ ୪ଟି ସ୍ଲୁଇସ୍‌ … Read More

ଆସନ୍ତା ୨୪ ତାରିଖରେ ରାଜ୍ୟ ସାରା କଂଗ୍ରେସ ପାଳନ କରିବ ଶ୍ରଦ୍ଧାଞ୍ଜଳି ଦିବସ

Spread the love

Spread the loveଭୁବନେଶ୍ବର:ଖୁବ୍ ଶୀଘ୍ର କଂଗ୍ରେସ ଭବନରେ ଖୋଲିବ ମହିଳା ଅଭିଯୋଗ ପ୍ରକୋଷ୍ଠ। ଏହାଛଡ଼ା ଏକ ସ୍ୱତନ୍ତ୍ର ମହିଳା ସୁରକ୍ଷା ଆପ୍ ବି ଲଞ୍ଚ କରିବ କଂଗ୍ରେସ। ଏହାଛଡ଼ା ଆସନ୍ତା ୨୪ ତାରିଖ ଦିନ ରାଜ୍ୟ ସାରା କଂଗ୍ରେସ ପାଳନ କରିବ … Read More

ଏଫଏମ କଲେଜ ଛାତ୍ରୀ ମୃତ୍ୟୁ ଘଟଣା; ୨୧ରୁ ବିଜେଡିର ଆରଡିସି ସ୍ତରୀୟ ବିକ୍ଷୋଭ

Spread the love

Spread the loveଭୁବନେଶ୍ୱର: ସୌମ୍ୟାଶ୍ରୀ ଆତ୍ମାହୂତି ଘଟଣାରେ ତାଙ୍କ ମୃତ୍ୟୁ ପାଇଁ ବ୍ୟବସ୍ଥାଗତ ବିଫଳତାକୁ ଦାୟୀ କରି ଓ ପୀଡ଼ିତାଙ୍କୁ ନ୍ୟାୟ ପ୍ରଦାନ ଦାବିରେ ବିଜୁ ଜନତା ଦଳ ତରଫରୁ ବିଭିନ୍ନ ଆନ୍ଦୋଳନାତ୍ମକ କାର୍ଯ୍ୟକ୍ରମ ଜାରି ରହିଥିବା ବେଳେ, ଆସନ୍ତା ଜୁଲାଇ … Read More