ଶିଖରଚଣ୍ଡୀ ପାହାଡ଼ରେ ବୁଲୁଛନ୍ତି ଦୁଇ ଦନ୍ତା, ଜନବସତି ପ୍ରତି ନାହିଁ ବିପଦ
Spread the loveବାରଙ୍ଗ : ଆମ୍ବ ଖାଇବାକୁ ଶିଖରଚଣ୍ଡୀ ପାହାଡ଼ରେ ବୁଲୁଛନ୍ତି ହାତୀ । ଦୁଇ ଦିନ ହେବ ଦୁଇଟି ଦନ୍ତାହାତୀ ପାହାଡରେ ଡେରା ପକାଇଛନ୍ତି । ପାଖ ଭରତପୁର ଜଙ୍ଗଲରୁ ହାତୀ ଦୁଇଟି ଖାଦ୍ୟ ଅନ୍ବେଷଣରେ ଶିଖରଚଣ୍ଡି ପାହାଡ଼କୁ ଆସିଥିବା ବନବିଭାଗ … Read More
