ପାକିସ୍ତାନର ପୋଲ୍ ଖୋଲିଲେ ତହୱୁର ରାଣା

Spread the love

Spread the loveନୂଆଦିଲ୍ଲୀ,୭।୭: ୨୬/୧୧ ମୁମ୍ବାଇ ଆତଙ୍କବାଦୀ ଆକ୍ରମଣର ମାଷ୍ଟରମାଇଣ୍ଡ ତହୱୁର ରାଣା ପାକିସ୍ତାନକୁ ନେଇ ଏକ ବଡ଼ ଖୁଲାସା କରିଛନ୍ତି। ତହୱୁର କହିଛନ୍ତି ଯେ ସେ ପାକିସ୍ତାନୀ ସେନାର ସବୁଠାରୁ ବିଶ୍ୱସ୍ତ ଏଜେଣ୍ଟ ଥିଲେ। ସେ ମୁମ୍ବାଇରେ ହୋଇଥିବା ଆତଙ୍କବାଦୀ … Read More

ବାଦଲଫଟା ବର୍ଷାରେ ଭାସିଗଲା ବ୍ୟାଙ୍କ ଲକର

Spread the love

Spread the loveମଣ୍ଡି: ହିମାଚଳ ପ୍ରଦେଶର ଅନେକ ଅଞ୍ଚଳରେ ବାଦଲ ଫଟା ବର୍ଷା ହେତୁ ପ୍ରବଳ କ୍ଷୟକ୍ଷତି ହୋଇଛି। ଏହାର ସର୍ବାଧିକ ପ୍ରଭାବ ମଣ୍ଡିରେ ଦେଖିବାକୁ ମିଳିଛି। କେବଳ ଏତିକି ନୁହେଁ, ବର୍ଷା ଯୋଗୁଁ ହୋଇଥିବା କ୍ଷୟକ୍ଷତିରେ ଏଯାବତ ୭୮ ଜଣଙ୍କର … Read More

ଦଲାଇ ଲାମାଙ୍କୁ ମିଳିବ ଭାରତ ରତ୍ନ ! ପ୍ରସ୍ତାବରେ ସ୍ବାକ୍ଷର କଲେ ୮୦ ସାଂସଦ

Spread the love

Spread the loveନୂଆଦିଲ୍ଲୀ: ତିବ୍ବତୀୟ ବୌଦ୍ଧ ଧର୍ମର ସର୍ବୋଚ୍ଚ ଧର୍ମଗୁରୁ ଦଲାଇଲାମା ଏବେ ପୁଣି ଥରେ ଚର୍ଚ୍ଚାରେ ରହିଛନ୍ତି। ଚର୍ଚ୍ଚାର କାରଣ ହେଉଛି ତାଙ୍କର ୯୦ ତମ ଜନ୍ମଦିନ ପାଳନ ଓ ଏହି ଅବସରରେ ଉତ୍ତରାଧିକାରୀ ଚୟନ ପ୍ରକ୍ରିୟା ଆରମ୍ଭ ହେବ। … Read More

ପ୍ରକାଶ ପାଇଲା ଯୁକ୍ତ ଦୁଇ କଟ୍ ଅଫ୍ ମାର୍କ, ଆଗରେ ରେଭେନ୍ସା

Spread the love

Spread the loveକଟକ: ପ୍ରକାଶ ପାଇଲା ଯୁକ୍ତ ଦୁଇ କଟ୍ ଅଫ୍ ମାର୍କ। ତେବେ କଟ୍ ଅଫ୍ ମାର୍କରେ ଆଗରେ ରହିଛି ରେଭେନ୍ସା ବିଶ୍ଵ ବିଦ୍ୟାଳୟ। କଳାରେ ୮୧.୩୩ ପ୍ରତିଶତ, ବିଜ୍ଞାନରେ ୯୧.୮୩ ପ୍ରତିଶତ ଓ ବାଣିଜ୍ୟରେ ୮୦.୨୦ ପ୍ରତିଶତ କଟ୍ … Read More

ବଜ୍ରାଘାତରେ ଦୁଇ ଭାଇ ମୃତ

Spread the love

Spread the loveଭଦ୍ରକ,୭।୭: ଭଦ୍ରକ ଜିଲାର ତିହିଡି ବ୍ଲକ ଅନ୍ତର୍ଗତ ହରସିଂହପୁର ପଞ୍ଚାୟତର ଚଣ୍ଡିସାହି ଗ୍ରାମରେ ଏକ ଦୁଃଖଦ ଘଟଣା ଘଟିଛି। ଚାଷ କରୁଥିବା ବେଳେ ବଜ୍ରାଘାତରେ ଦୁଇ ଭାଇଙ୍କର ମୃତ୍ୟୁ ହୋଇଛି, ଆଉ ଜଣେ ଗୁରୁତର ଆହତ ହୋଇଛନ୍ତି। ସୂଚନା … Read More

ମନମୋହନ ପୁଣି ରାଜ୍ୟ ବିଜେପି ସଭାପତି – କେବଳ ଘୋଷଣା ବାକି !

Spread the love

Spread the loveଭୁବନେଶ୍ବର: ରାଜ୍ୟ ବିଜେପି ସଭାପତି ପଦ ପାଇଁ ମନମୋହନ ସାମଲ ଆଜି ଏକ ମାତ୍ର ବ୍ୟକ୍ତି ଭାବେ ନାମାଙ୍କନ ପତ୍ର ଦାଖଲ କରିଛନ୍ତି। ବିଜେପି କେନ୍ଦ୍ରୀୟ ପର୍ଯ୍ୟବେକ୍ଷକ ସଂଜୟ ଜୟସ୍ବାଲ ଓ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଉପସ୍ଥିତିରେ … Read More

ହସ୍‌ପିଟାଲରୁ ଡିସ୍‌ଚାର୍ଜ ହେଲେ ନବୀନ

Spread the love

Spread the loveଭୁବନେଶ୍ବର: ସ୍ବାସ୍ଥ୍ୟଜନିତ ସମସ୍ୟା ପାଇଁ ମୁମ୍ବାଇର ଏକ ହସ୍‌ପିଟାଲରେ ଭର୍ତ୍ତି ହୋଇଥିବା ଓଡ଼ିଶା ବିଧାନସଭାରେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଆଜି ଡିସଚାର୍ଜ ହୋଇଛନ୍ତି। ବିଜେଡି ସୁପ୍ରିମୋ ନବୀନଙ୍କ ସ୍ବାସ୍ଥ୍ୟବସ୍ଥା ନେଇ ତାଙ୍କର ରାଜନୈତିକ ସଚିବ ସଂତୃପ୍ତ … Read More

ଯାଜପୁର: NH -୧୬ରେ ଓଲଟିଲା ବସ୍‌; ୨୦ରୁ ଊର୍ଦ୍ଧ୍ବ ଯାତ୍ରୀ ଆହତ

Spread the love

Spread the loveଯାଜପୁର : ଯାଜପୁର ଜିଲାର ୧୬ ନମ୍ବର ଜାତୀୟ ରାଜପଥରେ କୁଆଖିଆ ଥାନା ଅଧୀନ ମୂଳାପାଳ ଛକ ନିକଟରେ ଏକ ଯାତ୍ରୀବାହୀ ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। ‘ସ୍ୱସ୍ତି ରଥ’ ନାମକ ଏହି ବସ୍‌ଟି କଟକରୁ ବରୀ ଅଭିମୁଖେ ଯାଉଥିବା … Read More

ମହାପ୍ରଭୁ ଇଚ୍ଛାକଲେ ତାଙ୍କ ଲାଗି ନୂଆ ଅଳଙ୍କାର ସମ୍ଭବ ହେବ – ଆଇନ ମନ୍ତ୍ରୀ

Spread the love

Spread the loveନୂଆଦିଲ୍ଲୀ,୬ା୭: ପୁରୀ ଶ୍ରୀମନ୍ଦିରରେ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର ଓ ଦେବୀ ସୁଭଦ୍ରାଙ୍କୁ ନୂଆ ଅଳଙ୍କାର ପରିଧାନ କରାଇବା ନେଇ ଭକ୍ତଙ୍କ ମଧ୍ୟରେ ଦୀର୍ଘ ଦିନର ଆକାଂକ୍ଷା ଜାରି ରହିଥିବା ବେଳେ, ଓଡ଼ିଶାର ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ରବିବାର କହିଛନ୍ତି ଯେ, … Read More

ହୀରାକୁଦ ଛାଡ଼ିଲା ପ୍ରଥମ ବନ୍ୟାଜଳ

Spread the love

Spread the loveସମ୍ବଲପୁର: ଚଳିତବର୍ଷର ପ୍ରଥମ ବନ୍ୟାଜଳ ଛାଡ଼ିଲା ହୀରାକୁଦ। ରବିବାର ପୂର୍ବାହ୍ନ ପ୍ରାୟ ୧୦ଟା ୨୦ରେ ପୂଜାର୍ଚ୍ଚନା ପରେ ପ୍ରଥମେ ୭ ନମ୍ବର ଫାଟକ ଖୋଲାଯାଇଥିଲା। ପର୍ଯ୍ୟାୟକ୍ରମେ ୧୨ଟି ଫାଟକ ଦେଇ ବନ୍ୟାଜଳ ଛଡ଼ାଯିବ। ବାମପଟର ୮ ଏବଂ ଦକ୍ଷିଣପାର୍ଶ୍ବରେ … Read More