ଆଇଏଏସ୍ ବିଷ୍ଣୁପଦ ସେଠୀଙ୍କ ଆବେଦନକୁ ଖାରଜ କଲେ ହାଇକୋର୍ଟ

Spread the love

Spread the loveକଟକ: ଆଇଏଏସ୍ ବିଷ୍ଣୁପଦ ସେଠୀଙ୍କ ବଢିଲା ଅଡ଼ୁଆ। ଆବେଦନ ଖାରଜ କଲେ ହାଇକୋର୍ଟ। ଆଇଏଏସ୍ ବିଷ୍ଣୁପଦ ସେଠୀଙ୍କ ବିରୋଧରେ ବେଆଇନ ଅର୍ଥ କାରବାରକୁ ନେଇ ସିବିଆଇ ମାମଲା ରୁଜୁ କରିଥିଲା। ବିଷ୍ଣୁପଦ ସେଠୀଙ୍କ ଘରେ ଚଢାଉ ମଧ୍ୟ ହୋଇଥିଲା। … Read More

କେନ୍ଦ୍ରମନ୍ତ୍ରୀ ସୁକାନ୍ତ ମଜୁମଦାରଙ୍କୁ ଗିରଫ କଲା ପଶ୍ଚିମବଙ୍ଗ ପୁଲିସ

Spread the love

Spread the loveକୋଲକାତା : ପଶ୍ଚିମବଙ୍ଗରେ ବିଜେପି ରାଜ୍ୟ ସଭାପତି ତଥା କେନ୍ଦ୍ର ଶିକ୍ଷା ରାଷ୍ଟ୍ରମନ୍ତ୍ରୀ ସୁକାନ୍ତ ମଜୁମଦାରଙ୍କୁ ଶୁକ୍ରବାର ପୁଲିସ ହେପାଜତକୁ ନେଇଛି। ତାଙ୍କୁ ଲାଲବଜାର ପୁଲିସ ମୁଖ୍ୟାଳୟର ହାଜତକୁ ନିଆଯାଇଛି। ଏହି ଘଟଣା କେବଳ ରାଜନୈତିକ କରିଡରରେ ହଇଚଇ … Read More

ସମ୍ପତ୍ତି ପାଇଁ ଭାଇକୁ ହତ୍ୟା କଲା ଭାଇ: ୩ ଜଣଙ୍କୁ ଗିରଫ କଲା ପୋଲିସ, ଜଣେ ଫେରାର

Spread the love

Spread the loveକଟକ: ଭାଇ ସାଜିଲା ଭଗାରୀ । ସମ୍ପତ୍ତି ପାଇଁ ଭାଇକୁ ହତ୍ୟା କଲା ଭାଇ । ମିଳିମିଶି ଜୀବନ ନେଲେ ଭାଇ, ଭାଇ ବୋହୂ ଓ ପୁତୁରା । କଟକ ବକ୍ସିବଜାର ସିଡିଏ ମାର୍କେଟ କମ୍ପ୍ଲେକ୍ସ ହତ୍ୟାକାଣ୍ଡର ପର୍ଦ୍ଦାଫାସ୍ । … Read More

ଯବାନ-ମାଓବାଦୀ ମଧ୍ୟରେ ଗୁଳିବିନିମୟ, ୨ ନକ୍ସଲ ନିହତ

Spread the love

Spread the loveମାଲକାନଗିରି: ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ଼ର କାଙ୍କେର ଜିଲ୍ଲାର ଛୋଟାବେଠିଆ ଅଞ୍ଚଳରେ ଆଜି ସକାଳେ ଯବାନ-ମାଓବାଦୀ ମଧ୍ୟରେ ଗୁଳିବିନିମୟ ହୋଇଛି। ଏହି ଗୁଳିବିନିମୟରେ ୨ ନକ୍ସଲ ନିହତ ହୋଇଥିବା ସୂଚନା ରହିଛି। ସୂଚନା ଅନୁସାରେ ଛୋଟାବେଠିଆ ଅଞ୍ଚଳରେ ପ୍ରାୟ … Read More

ଆଜି ରାତିରେ ଦିଲ୍ଲୀ ଫେରିବେ ଇରାନରେ ଫସିଥିବା ୧୦୦୦ ଭାରତୀୟ

Spread the love

Spread the loveନୂଆଦିଲ୍ଲୀ: ଇରାନରୁ ଭାରତ ଫେରିବେ ହଜାରେ ଭାରତୀୟ ନାଗରିକ । ଇରାନ-ଇସ୍ରାଏଲ ମଧ୍ୟରେ ଯୁଦ୍ଧ ପରିସ୍ଥିତି ଉଗ୍ର ରୂପ ନେଉଥିବା ବେଳେ ଇରାନରେ ରହୁଥିବା ଭାରତୀୟଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ଆଜି ଇରାନରୁ ୧୦୦୦ ଭାରତୀୟ ଭାରତ ଅଭିମୁଖେ … Read More

ବରଯାତ୍ରୀଙ୍କ ଉପରେ ପଡିଲା ବିରାଟ ଆମ୍ବ ଗଛ, ଜଣେ ମୃତ ୩ ଗୁରୁତର

Spread the love

Spread the loveକେନ୍ଦୁଝର : ବର ସାଙ୍ଗରେ ବରଯାତ୍ରୀ ହୋଇ ଯାଉଥିଲେ ପ୍ରଶାନ୍ତ କୁମାର । କନିଆ ଘରେ ପହଞ୍ଚି ବାହାଘରର ମଜା ନେଇଥାନ୍ତେ । ନାଚି ନାଚି ବର ଧରି ଯାଉଥିଲେ ପ୍ରଶାନ୍ତ । କିନ୍ତୁ ରାସ୍ତା ମଝିରେ ଯେ … Read More

ଚିକିତ୍ସା ପାଇଁ ମୁମ୍ବାଇ ଗଲେ ନବୀନ

Spread the love

Spread the loveଭୁବନେଶ୍ବର: ଚିକିତ୍ସା ପାଇଁ ମୁମ୍ବାଇ ଗଲେ ବିରୋଧୀ ଦଳ ନେତା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସର୍ଭାଇକାଲ୍ ଆର୍ଥ୍ରାଇଟିସ୍ ଚିକିତ୍ସା ପାଇଁ ଆଜି ନବୀନ ଭୁବନେଶ୍ବର ବିମାନ ବନ୍ଦରରୁ ମୁମ୍ବାଇ ଅଭିମୁଖେ ଯାତ୍ରା କରିଛନ୍ତି । … Read More

ଜୁନ ୨୪ ସୁଦ୍ଧା ହାଜର ହୁଅ : ଶେଖ୍ ହାସିନାଙ୍କୁ ବାଂଲାଦେଶ ଅନ୍ତର୍ଜାତୀୟ ଅପରାଧ ଟ୍ରିବ୍ୟୁନାଲଙ୍କ ନିର୍ଦ୍ଦେଶ

Spread the love

Spread the loveଢାକା :  ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହାସିନାଙ୍କ ଅଡ଼ୁଆ ଦିନକୁ ଦିନ ବଢିବାରେ ଲାଗିଛି। ସଦ୍ୟତମ ଘଟଣାକ୍ରମରେ, ବାଂଲାଦେଶ ଅନ୍ତର୍ଜାତୀୟ ଅପରାଧ ଟ୍ରିବ୍ୟୁନାଲ୍ ଶେଖ ହାସିନାଙ୍କୁ ଜୁନ୍ ୨୪ ତାରିଖରେ କୋର୍ଟରେ ହାଜର ହେବାକୁ ନିର୍ଦ୍ଦେଶ ଦେଇଛି। … Read More

ବଡ଼ଚଣା ବ୍ଲକ୍‌ର ୬ ହୋଟେଲ ସିଲ୍, ଜଳ ନମୁନାରୁ ମିଳିଲା ଇ-କୋଲାଇ ପଜେଟିଭ

Spread the love

Spread the loveଯାଜପୁର: ଯାଜପୁର ଜିଲ୍ଲାରେ ଆତଙ୍କ ଖେଳାଇଛି ଡାଇରିଆ । ଦିନକୁ ଦିନ ବଢ଼ିବାରେ ଲାଗିଛି ଝାଡ଼ାବାନ୍ତି ଆକ୍ରାନ୍ତଙ୍କ ସଂଖ୍ୟା । ଏଭଳି ପରିସ୍ଥିତିରେ ଏବେ ବଡ଼ଚଣା ବ୍ଲକ୍‌ର ୬ ହୋଟେଲକୁ ସିଲ୍ କରିଛନ୍ତି ଜିଲ୍ଲା ପ୍ରଶାସନ । ଯାଜପୁର ଜିଲ୍ଲାରେ … Read More

ହାଇକୋର୍ଟ ଗଲେ ଧର୍ମଗଡ଼ର ପୂର୍ବତନ ଉପଜିଲ୍ଲାପାଳ ଧୀମନ୍ ଚକ୍‌ମା

Spread the love

Spread the loveଭବାନୀପାଟଣା: ଧର୍ମଗଡ଼ ଉପଜିଲ୍ଲାପାଳ ଥିବା ଆଇଏଏସ୍‌ ଧୀମନ ଚକମାଙ୍କ ଜାମିନ ଆବେଦନ ଖାରଜ ହେବା ପରେ ହାଇକୋର୍ଟଙ୍କ ଦ୍ବାରସ୍ଥ ହୋଇଛନ୍ତି। ତେବେ ଭିଜିଲାନ୍ସ କୋର୍ଟରେ ଜାମିନ ନାମଞ୍ଜୁର ପରେ ହାଇକୋର୍ଟଙ୍କ ଦ୍ବାରସ୍ଥ ହୋଇଛନ୍ତି। ୧୦ ଲକ୍ଷ ଟଙ୍କା ଲାଞ୍ଚ … Read More