ଦୁର୍ବଳ ହୋଇଯାଇଛି ଇସ୍ରାଏଲ୍ : ଖେମିନି

Spread the love

Spread the loveତେହେରାନ: ଇସ୍ରାଏଲ ଏବଂ ଇରାନ ପରସ୍ପର ଉପରେ ପ୍ରତିଦିନ ଭୟଙ୍କର ଆତ୍ମଘାତୀ ଆକ୍ରମଣ କରୁଛନ୍ତି। ଇରାନ ଉପରେ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସାମ୍ପ୍ରତିକ ବୟାନ ଏବଂ ତା’ପରେ ରୁଷ-ଚୀନର ପ୍ରତିକ୍ରିୟା ଏହି ଅଞ୍ଚଳରେ ଚାଲିଥିବା ଯୁଦ୍ଧ ପ୍ରତି … Read More

ଯେତେ ଲଢ଼ିବାର ଅଛି ଲଢ଼: ଫାରୁକ ଅବଦୁଲ୍ଲା

Spread the love

Spread the loveନୂଆଦିଲ୍ଲୀ: ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଯୁଦ୍ଧ ଚାଲିଥିବାବେଳେ ଗୁରୁବାର (୧୯ ଜୁନ) ୧୧୦ ଜଣ ଭାରତୀୟ ଛାତ୍ରଙ୍କୁ ଦେଶକୁ ଫେରାଇ ଅଣାଯାଇଥିଲା। ଏହି ଛାତ୍ରମାନଙ୍କ ମଧ୍ୟରୁ ଅଧିକାଂଶ ଜମ୍ମୁ ଏବଂ କାଶ୍ମୀରର ଥିଲେ। ଭାରତ ସରକାର ‘ଅପରେସନ୍ … Read More

ସରକାରଙ୍କ ବଡ ନିଷ୍ପତ୍ତି: ଇରାନ ପରେ ଇସ୍ରାଏଲରୁ ଭାରତୀୟଙ୍କୁ କରିବେ ଉଦ୍ଧାର

Spread the love

Spread the loveନୂଆଦିଲ୍ଲୀ,୧୯।୬: ବୈଦେଶିକ ମନ୍ତ୍ରଣାଳୟ (ଏମଇଏ) ଗୁରୁବାର ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଚାଲିଥିବା ସଂଘର୍ଷ ପରେ ଉତ୍ତେଜନା ବୃଦ୍ଧି ପାଇବାରୁ ‘ଅପରେସନ ସିନ୍ଧୁ’ ଅଧୀନରେ ଇସ୍ରାଏଲରୁ ଭାରତୀୟ ନାଗରିକମାନଙ୍କୁ ଉଦ୍ଧାର କରିବା ପାଇଁ ଯୋଜନା ଘୋଷଣା କରିଛି। ଏକ … Read More

ମୁନୀରଙ୍କ ସହ ସାକ୍ଷାତକାର ମଝିରେ ବଡ଼ ବୟାନ ଦେଲେ ଟ୍ରମ୍ପ, କହିଲେ ମୁଁ ପାକିସ୍ତାନକୁ ଭଲପାଏ

Spread the love

Spread the loveଓ୍ବାଶିଂଟନ୍‌,୧୯।୬: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ପ୍ରଶଂସା କରିଛନ୍ତି। ଟ୍ରମ୍ପ କହିଛନ୍ତି ଯେ ପ୍ରଧାନମନ୍ତ୍ରୀ ମୋଦି ଜଣେ ବହୁତ ଭଲ ବ୍ୟକ୍ତି, ମୁଁ ଗତକାଲି ତାଙ୍କ ସହ କଥା ହୋଇଛି ଏବଂ ଆମେ … Read More

ଏୟାର ଇଣ୍ଡିଆ ବିମାନ ଦୁର୍ଘଟଣାସ୍ଥଳରୁ ମିଳିଲା ପୁଳାପୁଳା ସୁନା, ଲକ୍ଷ ଲକ୍ଷ ଟଙ୍କା

Spread the love

Spread the loveଅହମଦାବାଦ, ୧୯।୬: ଗତ ସପ୍ତାହରେ ଅହମଦାବାଦରେ ଘଟିଥିବା ଏୟାର ଇଣ୍ଡିଆ ବିମାନ ଦୁର୍ଘଟଣା (ଫ୍ଲାଇଟ AI-171) ସମଗ୍ର ଦେଶକୁ ସ୍ତବ୍ଧ କରିଦେଇଛି। ଏହି ଦୁଃଖଦ ଘଟଣାରେ ୨୪୨ ଜଣ ଯାତ୍ରୀ ଓ କ୍ରୁ ସଦସ୍ୟଙ୍କ ମଧ୍ୟରୁ ମାତ୍ର ଜଣେ … Read More

କଥା ନ ମାନିଲେ ଆକ୍ରମଣ: ସେନାକୁ ଅନୁମତି ଦେଲେ ଟ୍ରମ୍ପ, ଚୂଡ଼ାନ୍ତ ନିର୍ଦେଶକୁ ଅପେକ୍ଷା

Spread the love

Spread the loveତେହେରାନ : ଇରାନ ଉପରେ ଆକ୍ରମଣ କରିବ ଆମେରିକା। ଏଥିପାଇଁ ଆମେରିକା ସେନାକୁ ଅନୁମତି ମିଳିସାରିଛି। ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏ ନେଇ ମଞ୍ଜୁରୀ ପ୍ରଦାନ କରିଛନ୍ତି। କିନ୍ତୁ ଚୂଡ଼ାନ୍ତ ନିର୍ଦେଶ ଦେଇନାହାନ୍ତି ଟ୍ରମ୍ପ। ଟ୍ରମ୍ପଙ୍କ ଅନ୍ତିମ ନିର୍ଦେଶକୁ … Read More

ଅହମଦାବାଦ ବିମାନ ଦୁର୍ଘଟଣା, ୩ ମାସ ପୂର୍ବରୁ ବଦଳାଯାଇଥିଲା ଡାହାଣ ଇଞ୍ଜିନ

Spread the love

Spread the loveଅହମଦାବାଦ : ଅହମଦାବାଦ ବିମାନ ଦୁର୍ଘଟଣାରେ ୨୭୦ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ତଦନ୍ତ କାର୍ଯ୍ୟ ଜୋରସୋର ଚାଲିଛି। ଏୟାର ଇଣ୍ଡିଆର ଏକ ବିମାନ ଏଆଇ-୧୭୧ ଉଡ଼ାଣ ଆରମ୍ଭ ହେବାର କିଛି ସମୟ ପରେ ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ତଦନ୍ତର … Read More

ଧ୍ୱଂସସ୍ତୁପ ପାଲଟିଛି ତେହେରାନ: ଏମିତି କହିଲେ ଇରାନରୁ ଫେରିଥିବା ଭାରତୀୟ ଛାତ୍ର

Spread the love

Spread the loveନୂଆଦିଲ୍ଲୀ : ସଂଘର୍ଷଗ୍ରସ୍ତ ଇରାନରୁ ଉଦ୍ଧାର କରାଯାଇଥିବା ଭାରତୀୟ ଛାତ୍ରମାନେ ଇରାନରେ ସଙ୍କଟର ଏକ ଭୟଙ୍କର ବିବରଣୀ ଦେଇଛନ୍ତି। ଅନେକ ଛାତ୍ର ଇସ୍ରାଏଲର ଆକ୍ରମଣ ସେଠାରେ କିପରି ଧ୍ୱଂସ ଆଣିଥିଲା, ସେ ସମ୍ପର୍କରେ କହିଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ … Read More

ଆସନ୍ତାକାଲି ଖୋଲିବ ସ୍କୁଲ: ଜିଲ୍ଲାପାଳମାନଙ୍କୁ ଏପରି ନିର୍ଦ୍ଦେଶ ଦେଲେ ଓଡ଼ିଶା ସରକାର

Spread the love

Spread the loveଭୁବନେଶ୍ୱର,୧୯।୬: ଗ୍ରୀଷ୍ମ ଛୁଟି ପରେ ଶୁକ୍ରବାର ସ୍କୁଲଗୁଡ଼ିକ ପୁନର୍ବାର ଖୋଲିବାକୁ ଯାଉଥିବା ବେଳେ, ଓଡ଼ିଶା ସରକାର ସମସ୍ତ ଜିଲାପାଳଙ୍କୁ ଶିକ୍ଷାନୁଷ୍ଠାନଗୁଡ଼ିକ ଶିକ୍ଷାଗତ କାର୍ଯ୍ୟକ୍ରମର ସୁଚାରୁ ପୁନରାରମ୍ଭ ପାଇଁ ସମ୍ପୂର୍ଣ୍ଣ ପ୍ରସ୍ତୁତ ରହିବାକୁ ନିର୍ଦ୍ଦେଶ ଦେଇଛନ୍ତି। ସ୍କୁଲ ଓ ଗଣଶିକ୍ଷା ବିଭାଗର … Read More

ଓଡ଼ିଶା ଆୟୋଜନ କରିବ ଶକ୍ତି ମନ୍ତ୍ରୀ ସମ୍ମିଳନୀ, ଯୋଗଦେବେ ସମଗ୍ର ଦେଶର ମନ୍ତ୍ରୀ

Spread the love

Spread the loveଭୁବନେଶ୍ୱର,୧୯।୬: ଚଳିତ ବର୍ଷ ଶେଷରେ ଓଡ଼ିଶାରେ ସମସ୍ତ ରାଜ୍ୟ ଶକ୍ତି ମନ୍ତ୍ରୀମାନଙ୍କ ଏକ ସମ୍ମିଳନୀ ଅନୁଷ୍ଠିତ ହେବ। ରାଜ୍ୟ ସରକାରଙ୍କ ଶକ୍ତି ବିଭାଗ ଗୁରୁବାର ଭାରତୀୟ ପ୍ରଯୁକ୍ତି ପ୍ରତିଷ୍ଠାନ (ଆଇଆଇଟି)-କାନପୁର ଏବଂ ଟୋନୀ ବ୍ଲେୟାର ଇନଷ୍ଟିଚ୍ୟୁଟ ଅଫ ଗ୍ଲୋବାଲ … Read More