ଗାଧୋଇବା ବେଳେ ଝିଅ ଆଗରେ ମାଆକୁ ଝାମ୍ପିନେଲା କୁମ୍ଭୀର
Spread the loveକେନ୍ଦ୍ରାପଡା : ଝିଅ ଆଗରେ ମାଆକୁ ଝାମ୍ପିନେଲା କୁମ୍ଭୀର । କେନ୍ଦ୍ରାପଡା ଜିଲ୍ଲା ଆଳି ଥାନା ପାନିଆଁଜୋରରେ ଅଘଟଣ ଘଟିଛି । ମହିଳା ଜଣକ ଗାଧୋଉଥିବାବେଳେ କୁମ୍ଭୀର ଟାଣିନେଇଥିଲା । ନିଖୋଜ ମହହିଳା ହେଲେ ତଅଁଳାଡିହା ଗାଁର କାଜଲ ମହାନ୍ତି … Read More
