ପ୍ରକାଶ ପାଇଲା OJEE-୨୦୨୫ ରେଜଲ୍ଟ

Spread the love

Spread the loveଭୁବନେଶ୍ୱର : ପ୍ରକାଶ ପାଇଲା OJEE-୨୦୨୫ ରେଜଲ୍ଟ। ଶିଳ୍ପମନ୍ତ୍ରୀ ସମ୍ପଦ ସ୍ୱାଇଁ ଆନୁଷ୍ଠାନିକ ଭାବେ OJEE-୨୦୨୫ ରେଜଲ୍ଟ ଘୋଷଣା କରିଲେ। ojee.nic.in ୱେବ୍‌ସାଇଟ୍‌ରେ ଛାତ୍ରୀଛାତ୍ର ନିଜ ର଼୍ୟାଙ୍କ୍‌ କାର୍ଡ ପାଇପାରିବେ । ଗତ ମେ ୨ ତାରିଖରେ ଓଜେଇଇ … Read More

ବାଲି ମାଫିଆଙ୍କ ଗୁଣ୍ଡାରାଜ, ଖଣି ଅଧିକାରୀଙ୍କୁ ଗୋଡ଼ାଇ ଗୋଡ଼ାଇ ପିଟିଲେ

Spread the love

Spread the loveବାଲେଶ୍ୱର : ବାଲି ମାଫିଆଙ୍କ ଗୁଣ୍ଡାରାଜ । ବାଲି ମାଫିଆଙ୍କ ମାଡ଼ରେ ଲହୁ ଲୁହାଣ ଖଣି ଅଧିକାରୀ ।  ଭ୍ୟାନରୁ ଟାଣିନେଇ ଗୋଡ଼ାଇ ଗୋଡ଼ାଇ ପିଟିଲେ ମାଫିଆ । ବାଲେଶ୍ବର ଜିଲ୍ଲା ରେମୁଣା ବ୍ଲକ ବୁଢ଼ାବଳଙ୍ଗ ନଦୀ କାଠସଂଗଡା ପାଖରେ … Read More

ଲାଞ୍ଚ ନେଲା ବେଳେ ମହିଳା ସହକାରୀ ଯନ୍ତ୍ରୀଙ୍କୁ ଧରିଲା ଭିଜିଲାନ୍ସ

Spread the love

Spread the loveକୋରାପୁଟ:୮ ହଜାର ଲାଞ୍ଚ ନେଲା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଲେ ସହକାରୀ ଯନ୍ତ୍ରୀ । କୋରାପୁଟ ଜିଲ୍ଲା ଲମତାପୁଟ ବ୍ଲକ ସହକାରୀ ଯନ୍ତ୍ରୀ ସୁଚିସ୍ମିତା ପରିଜା ମନରେଗା ଟଙ୍କା ରିଲିଜ କରିବାକୁ ୮ ହଜାର ଟଙ୍କା ଲାଞ୍ଚ ନେବାବେଳେ … Read More

କାବୁଲ ଏୟାରପୋର୍ଟ ପାଖରେ ଆତଙ୍କବାଦୀ ଆଡ୍ଡା

Spread the love

Spread the loveକାବୁଲ : ଆତଙ୍କବାଦୀ ସଂଗଠନ ଇସଲାମିକ୍ ଷ୍ଟେଟ୍ ଖୋରାସାନ୍ ପ୍ରଦେଶ (ଆଇଏସକେପି)ର ଏକ ବଡ଼ ଷଡ଼ଯନ୍ତ୍ରର ପର୍ଦ୍ଦାଫାଶ କରିଛି ତାଲିବାନ ।  ଆଫଗାନିସ୍ତାନ ଗସ୍ତ କରୁଥିବା ଭିଆଇପିମାନଙ୍କୁ ହତ୍ୟା କରିବାକୁ ଷଡ଼ଯନ୍ତ୍ର କରୁଥିଲା ଆଇଏସକେପି। ଏଥିପାଇଁ କାବୁଲ ଅନ୍ତର୍ଜାତୀୟ … Read More

ବର୍ଷକ ଭିତରେ ରାଜ୍ୟରେ ବିଜେପି ସରକାର ୨୮ ହଜାର ନିଯୁକ୍ତି ଦେଇଛନ୍ତି: ମୁଖ୍ୟମନ୍ତ୍ରୀ

Spread the love

Spread the loveଭୁବନେଶ୍ୱର: ଜୁନ୍ ୧୨ ତାରିଖ ଅର୍ଥାତ୍ ଗୁରୁବାର ଓଡିଶାରେ ବିଜେପି ସରକାର ତାର ଶାସନର ପ୍ରଥମ ବର୍ଷ ପୂରଣ କରିବ । ଏହା ପୂର୍ବରୁ ରାଜ୍ୟ ସରକାର ଲୋକଙ୍କ ପାଇଁ କ’ଣ ସବୁ କରିଛନ୍ତି ସେନେଇ ଟିକ ନିକ … Read More

ଆର୍‌ପିଏସ୍‌ସି ଅଧ୍ୟକ୍ଷ ହେଲେ ଓଡ଼ିଆ ପୁଅ ଆଇପିଏସ୍ ଉତ୍କଳ ରଂଜନ ସାହୁ

Spread the love

Spread the loveଭୁବନେଶ୍ବର/ଛେଣ୍ଡିପଦା: ଓଡ଼ିଆ ପୁଅ ଉତ୍କଳ ରଂଜନ ସାହୁଙ୍କୁ ରାଜସ୍ଥାନରେ ବଡ଼ ଦାୟିତ୍ବ ମିଳିଛି। ଭାରତୀୟ ପୁଲିସ ସେବା (ଆଇପିଏସ୍) ଅଧିକାରୀ ଶ୍ରୀ ସାହୁଙ୍କୁ ରାଜସ୍ଥାନ ସରକାର ରାଜ୍ୟର ଲୋକ ସେବା ଆୟୋଗର ନୂଆ ଅଧ୍ୟକ୍ଷ ପଦବିରେ ନିଯୁକ୍ତି ଦେଇଛନ୍ତି। … Read More

କଟକ ରାଣୀହାଟରେ ବିଭିନ୍ନ ଔଷଧ ଦୋକାନରେ ଚଢାଉ

Spread the love

Spread the loveକଟକ : କଟକ ରାଣୀହାଟ ସ୍ଥିତ ବିଭିନ୍ନ ଔଷଧ ଦୋକାନରେ ମଙ୍ଗଳବାର ଚଢାଉ କରାଯାଇଛି। ଡ୍ରଗ୍ସ କଣ୍ଟ୍ରୋଲ ବିଭାଗ ପକ୍ଷରୁ କଟକ ରାଣୀହାଟ ବଜାର ସ୍ଥିତ ଏକାଧିକ ଔଷଧ ଦୋକାନରେ ଟିମ୍ ଯାଞ୍ଚ କରିଛି। ଏହି ସବୁ ଦୋକାନରେ … Read More

ସରକାରଙ୍କ ବର୍ଷପୂର୍ତ୍ତି ନେଇ ନବୀନଙ୍କ ସମାଲୋଚନା

Spread the love

Spread the loveଭୁବନେଶ୍ବର: ବିଜେପି ସରକାରଙ୍କ ବର୍ଷପୂର୍ତ୍ତି ଅବସରରେ ରାଜ୍ୟ ସରକାରଙ୍କ ଉପରେ ବର୍ଷିଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ । ସରକାରଙ୍କୁ ଖାଲି ପ୍ରଚାର ପ୍ରଚାର ସର୍ବସ୍ବ କହି କଡା ସମାଲୋଚନା କରିଛନ୍ତି ନବୀନ । ତେବେ ଆଜି … Read More

ଭାରତ-ପାକିସ୍ତାନ ଅସ୍ତ୍ରବିରତିକୁ ପୂରିଲା ମାସେ

Spread the love

Spread the loveନୂଆଦିଲ୍ଲୀ: ଭାରତ-ପାକିସ୍ତାନ ଅସ୍ତ୍ରବିରତିକୁ ପୂରିଲା ମାସେ । ଆଜିକୁ ୩୦ ଦିନ ତଳେ ଦୁଇ ଦେଶ ମଧ୍ୟରେ ହୋଇଥିଲା ଅସ୍ତ୍ରବିରତି ଘୋଷଣା । ମେ ୧୦ ତାରିଖ ଦିନ ସଂଧ୍ୟାରେ ଭାରତ-ପାକିସ୍ତାନ ଅସ୍ତ୍ରବିରତି ଘୋଷଣା ହୋଇଥିଲା । ପହଲଗାମରେ … Read More

ସରିଲା ରାମକୃଷ୍ଣ ଦାସ ମହାପାତ୍ରଙ୍କ ନିଲମ୍ବନ ଅବଧି; ଶ୍ରୀଜିଉଙ୍କ ସେନାପଟା ଲାଗି ନୀତିରେ ହେଲେ ସାମିଲ

Spread the love

Spread the loveପୁରୀ : ସରିଲା ଦଇତାପତି ନିଯୋଗ ସମ୍ପାଦକ ରାମକୃଷ୍ଣ ଦାସ ମହାପାତ୍ରଙ୍କ ନିଲମ୍ବନ ଅବଧି ।  ନିଲମ୍ବନ ହଟିବା ପରେ ଶ୍ରୀମନ୍ଦିରକୁ ପ୍ରବେଶ କଲେ ରାମକୃଷ୍ଣ ଦାସ ମହାପାତ୍ର । କାଲି ଦେବସ୍ନାନ ପୂର୍ଣ୍ଣିମା ଥିବାରୁ ଆଜି ଦଇତାପତି ସେବା … Read More