ପାରିବାରିକ କଳହର କରୁଣ ପରିଣତି; ମା’ ଓ ୪ ଭଉଣୀଙ୍କୁ ମାରିଦେଲେ ଯୁବକ

Spread the love

Spread the loveଉତ୍ତର ପ୍ରଦେଶର ରାଜଧାନୀ ଲକ୍ଷ୍ନୌର ଏକ ହୋଟେଲରେ ମଙ୍ଗଳବାର ଜଣେ ଯୁବକ ତାଙ୍କ ମା’ ଓ ୪ ଭଉଣୀଙ୍କୁ ହତ୍ୟା କରିଥିବା ଅଭିଯୋଗ ହୋଇଛି। ଅଭିଯୁକ୍ତଙ୍କ ନାଁ ଅର୍ଶଦ (୨୪)। ତାଙ୍କୁ ପୁଲିସ ଗିରଫ କରିଛି। ଅର୍ଶଦଙ୍କ ବାପା ବଦରଙ୍କର … Read More

ଜିରୋ ନାଇଟ୍‌ ବେଳେ ବୁଲିଲା ଖଣ୍ଡା, ୨ ଗୁରୁତର

Spread the love

Spread the loveବଲାଙ୍ଗିର: ଜିରୋ ନାଇଟ୍‌ ବେଳେ ବୁଲିଲା ଖଣ୍ଡା। ବଲାଙ୍ଗିର ଟାଉନ ଥାନା ତୁଳସୀନଗରରେ ୨ ଜଣଙ୍କୁ ହାଣିଲେ ଦୁର୍ବୃତ୍ତ। ୨ ଗୁରୁତରଙ୍କୁ ଭୀମଭୋଇ ମେଡିକାଲରେ ଭର୍ତ୍ତି କରାଯାଇଛି। ସୂଚନା ଅନୁସାରେ ନୂଆବର୍ଷକୁ ସ୍ୱାଗତ କରିବା ପାଇଁ କାର୍ଯ୍ୟକ୍ରମ ଚାଲିଥିବା … Read More

୨୦୨୪ରେ ରାଜଧାନୀରେ ବଢିଛି ସାଇବର ଅପରାଧ, ଗୋଟିଏ ବର୍ଷରେ ୮୨ କୋଟି ଠକେଇ

Spread the love

Spread the loveଭୁବନେଶ୍ୱର: ସାମ୍ନାକୁ ଆସିଲା କମିଶନରେଟ ପୋଲିସର ବାର୍ଷିକ ରିପୋର୍ଟ। କମ୍ୟୁନିଟି ପଲିସିକୁ ଗୁରୁତ୍ୱ ଦେବ କମିଶନରେଟ ପୋଲିସ। ସାଧାରଣ ଲୋକଙ୍କ ସହଭାଗିତାରେ ହେବ ଅପରାଧ ନିୟନ୍ତ୍ରଣ। ନୂଆବର୍ଷରେ ନୂଆ ସଂକଳ୍ପ ନେବା ସହ ଅପରାଧ ତାଲିକା ପ୍ରକାଶ କରିଛି। … Read More

ଆଗକୁ ବଢିବ ଶୀତ, ୩ ରୁ ୫ ଡିଗ୍ରୀ ପର୍ଯ୍ୟନ୍ତ କମିପାରେ ସର୍ବନିମ୍ନ ତାପମାତ୍ରା

Spread the love

Spread the loveଭୁବନେଶ୍ବର: ନୂଆବର୍ଷରେ ଶୀତରେ ଥରିବ ରାଜ୍ୟ। ଶୁଖିଲା ପାଗ ସହ ପ୍ରବଳ ଶୀତ ହେବାର ସମ୍ଭାବନା ରହିଛି। ଏନେଇ ସୂଚନା ଦେଇଛି ରାଜ୍ୟ ପାଣିପାଗ ବିଭାଗ। ଦେଶର ପୂର୍ବ ଭାଗରେ ଥିବା ଗୁରୁଚାପ ବଳୟଟି ପଶ୍ଚିମ ଦିଗକୁ ଗତି … Read More

ଗହଳି ଉପରେ ଗାଡ଼ି ଚଢ଼ାଇବା ପରେ ଗୁଳି ମାରିଲେ ଡ୍ରାଇଭର: ୧୦ ମୃତ, ୩୦ ଆହତ

Spread the love

Spread the loveଜମି ଥିଲା ପ୍ରବଳ ଗହଳି। ନୂଆବର୍ଷ ପାଳନ କରୁଥିଲେ ଲୋକେ। ଏହି ସମୟରେ ଦ୍ରୁତଗତିରେ ମାଡ଼ି ଆସିଲା ଏକ ପିକ୍‌ଅପ୍‌ ଟ୍ରକ୍‌। କେହି କିଛି ଭାବିବା ପୂର୍ବରୁ ତାହା ଲୋକଙ୍କ ଉପରେ ମାଡ଼ି ଯାଇଥିଲା। ତା’ପରେ ଗାଡ଼ିରେ ବ୍ରେକ୍ … Read More

ନୂଆବର୍ଷରେ ବିଭତ୍ସ ହତ୍ୟାକାଣ୍ଡ, ଯୁବକଙ୍କୁ ଗୋଡେଇ ଗୋଡେଇ ହାଣିଲା ଯୁବକ

Spread the love

Spread the loveକାମାକ୍ଷନଗର : ନୂଆବର୍ଷରେ ବିଭତ୍ସ ହତ୍ୟାକାଣ୍ଡ  l ଗାଁ ଦାଣ୍ଡରେ ଯୁବକକୁ ଗୋଡ଼ାଇ ଗୋଡ଼ାଇ ହାଣିଲା ଯୁବକ  l ପରଜଙ୍ଗ ଥାନା ବସୋଈ ଗାଁରେ ଘଟିଛି ଏଭଳି ବିଭତ୍ସ ହତ୍ୟାକାଣ୍ଡ l ସୂଚନା ଅନୁସାରେ, ବସୋଈ ଗ୍ରାମର ରାକେଶ ସେଠୀ … Read More

ଜିରୋ ନାଇଟ ସେଲିବ୍ରେସନ ବେଳେ ଫୁଟିଲା ଗୁଳି, ୪ ଗୁରୁତର

Spread the love

Spread the loveଖଲ୍ଲିକୋଟ: ନୂଆବର୍ଷ ଆରମ୍ଭରୁ ଅଘଟଣ । ଧୁମଧାମରେ ଜିରୋ ନାଇଟ୍‌ ସେଲିବ୍ରେସନ ଚାଲିଥିବାବେଳେ ନାଚଗୀତରେ ମସଗୁଲ ଥିଲେ ସମସ୍ତେ। ମାତ୍ର ହଠାତ୍‌ ଫୁଟିଲା ଗୁଳି ଓ ହେଲା ଅତର୍କିତ ଛୁରା ମାଡ଼। ଖଲ୍ଲିକୋଟରେ ଜିରୋ ନାଇଟରେ ଏହି ଗୁଳିକାଣ୍ଡ … Read More

ଦେଶବାସୀଙ୍କୁ ନବ ବର୍ଷର ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ

Spread the love

Spread the loveନବବର୍ଷର ପ୍ରଥମ ସୂର୍ଯ୍ୟୋଦୟ। ନୂଆ ଆଶା ଓ ନୂଆ ସମ୍ଭାବନା ନେଇ ଦିଗବଳୟରେ ଉଇଁଛନ୍ତି ନୂତନ ସୂର୍ଯ୍ୟ। ଇଂରାଜୀ ନବବର୍ଷ ୨୦୨୫କୁ ସ୍ୱାଗତ ଜଣାଇବା ପରେ ଆଜି ନୂଆ ସକାଳରେ ନୂଆ ଆଶା ଓ ଆକାଂକ୍ଷା ନେଇ ବିଭିନ୍ନ … Read More

ମଧ୍ୟରାତ୍ରିରେ ଶିମିଳିପାଳ ଫେରିଲା ବାଘୁଣୀ ଜୀନତ

Spread the love

Spread the loveବାରିପଦା: ମଧ୍ୟରାତ୍ରିରେ ଓଡ଼ିଶା ଫେରିଛି ବାଘୁଣୀ ଜୀନତ। ପ୍ରାୟ ୪୮ ଘଣ୍ଟା ଯାଏଁ କୋଲକାତାସ୍ଥିତ ଆଲିପୁର ପ୍ରାଣୀ ଉଦ୍ୟାନରେ ରହିଲା ଭିତରେ ତାର ସମସ୍ତ ପ୍ରକାର ସ୍ବାସ୍ଥ୍ୟଜନିତ ପରୀକ୍ଷା ନିରୀକ୍ଷା ସରିବା ପରେ ଜୀନତକୁ ବାଘୁଣୀ ଜୀନତକୁ ଶିମିଳିପାଳ … Read More

ନୂଆବର୍ଷ ଉପଲକ୍ଷେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

Spread the love

Spread the loveଭୁବନେଶ୍ୱର : ନୂଆବର୍ଷ ପାଇଁ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଏନେଇ ସେ ସୋସିଆଲ୍ ମିଡିଆ ‘ଏକ୍ସ’ରେ ଲେଖିଛନ୍ତି, ‘ ନବବର୍ଷ ସମସ୍ତଙ୍କ ମନରେ ସୁଖ, ଆନନ୍ଦ ଓ ସମୃଦ୍ଧି ଭରିଦେଉ । … Read More