ଆପେକ୍ସ ବିଶ୍ୱବିଦ୍ୟାଳୟ ପକ୍ଷରୁ ଅଚ୍ୟୁତ ସାମନ୍ତଙ୍କୁ ୬୬ତମ ସମ୍ମାନଜନକ ଡକ୍ଟରେଟ୍ ପ୍ରଦାନ
Spread the loveଭୁବନେଶ୍ୱର : ଶିକ୍ଷାବିତ୍, ସମାଜସେବୀ ତଥା କିଟ୍ ଓ କିସ୍ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତଙ୍କୁ ରାଜସ୍ଥାନ ଜୟପୁରସ୍ଥିତ ଆପେକ୍ସ ବିଶ୍ୱବିଦ୍ୟାଳୟ ପକ୍ଷରୁ ସମ୍ମାନସୂଚକ ଡକ୍ଟରେଟ୍ ଡିଗ୍ରୀ ପ୍ରଦାନ କରାଯାଇଛି । ରାଜସ୍ଥାନ ରାଜ୍ୟପାଳ ହରିଭାଉ କିଶନରାଓ ବାଗଡେ ଶ୍ରୀ ସାମନ୍ତଙ୍କୁ … Read More
