ହାଇୱାକୁ ଧକ୍କା ଦେଲା ଘରୋଇ କଲେଜ ବସ୍: ଡ୍ରାଇଭର ମୃତ, ୧୫ ଆହତ
Spread the loveଯାଜପୁର ରୋଡ଼: ରଙ୍ଗରୁଟ୍ ହେଲା କାଳ। ହାଇୱାକୁ ଧକ୍କା ଦେଲା ଘରୋଇ କଲେଜ ବସ୍। ଦୁର୍ଘଟଣାରେ ଡ୍ରାଇଭର ମୃତ, ୧୫ ଆହତ। ଯାଜପୁର ରୋଡ କୋରେଇ ଥାନା ଔପଦା ଛକ ନିକଟରେ ଘଟିଛି ମର୍ମନ୍ତୁଦ ଦୁର୍ଘଟଣା । ଗତକାଲି ରାତି … Read More
