ଆହୁରି ୩ ଦିନ ଗୁଳୁଗୁଳି, ୨୦ ଜିଲ୍ଲାକୁ କାଳବୈଶାଖୀ ସତର୍କତା

Spread the love

Spread the loveଭୁବନେଶ୍ୱର: ରାଜ୍ୟରେ ଆହୁରି ୩ ଦିନ ଗୁଳୁଗୁଳି। ଦୁଇ ଦିନ ହେବ ବିଭିନ୍ନ ସ୍ଥାନରେ କାଳବୈଶାଖୀ ବର୍ଷା ଯୋଗୁଁ ସଂପୃକ୍ତ ଅଞ୍ଚଳରେ ସ୍ଥିତି ସାମାନ୍ୟ ସୁଧାର ଆସିଥିଲେ ମଧ୍ୟ ଦିନରେ ଗୁଳୁଗୁଳି ଲୋକଙ୍କୁ ଅସ୍ତବ୍ୟସ୍ତ କରୁଛି। ଗତକାଲି ରାଜ୍ୟର … Read More

ଶପଥ ନେଲେ ପ୍ରଧାନ ବିଚାରପତି ଜଷ୍ଟିସ୍‍ ବି.ଆର. ଗବାଇ

Spread the love

Spread the loveସୁପ୍ରିମକୋର୍ଟର ପ୍ରଧାନ ବିଚାରପତି ଭାବେ ଆଜି ଶପଥ ଗ୍ରହଣ କରିଛନ୍ତି ଜଷ୍ଟିସ୍‍ ଭୂଷଣ ରାମକୃଷ୍ଣ ଗବାଇ । ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ତାଙ୍କୁ ଶପଥ ପାଠ କରାଇଛନ୍ତି । ଦେଶର ୫୨ତମ ପ୍ରଧାନ ବିଚାରପତି ହୋଇଛନ୍ତି ଜଷ୍ଟିସ୍‍ ବି.ଆର … Read More

ତୈଳ ଜାହାଜରେ ୨୧ ପାକିସ୍ତାନୀ କ୍ରିୟୁ ମେମ୍ବର, ଯାଞ୍ଚ କରୁଛନ୍ତି କୋଷ୍ଟ ଗାର୍ଡ

Spread the love

Spread the loveପାରାଦୀପ :  ତୈଳ ଜାହାଜରେ ପାକିସ୍ତାନୀ କ୍ରିୟୁ ମେମ୍ବର । ପାରାଦୀପ ବନ୍ଦର SPM ବର୍ଥରେ ଲାଗିଲା ଅଶୋଧିତ ତୈଳ ନେଇ ଆସିଥିବା ଜାହାଜ । ତୈଳ ଜାହାଜ ଦକ୍ଷିଣ କୋରିଆରୁ ପଣ୍ୟ ନେଇ ପାରାଦୀପକୁ ଆସିଛି । … Read More

ଓପିଏସସି ଓ ଓଏସଏସସିରେ ନୂଆ ସଦସ୍ୟଙ୍କୁ ନିଯୁକ୍ତ କଲେ ସରକାର

Spread the love

Spread the loveଭୁବନେଶ୍ୱର: ଓଡ଼ିଶା ସରକାର ମଙ୍ଗଳବାର ଦିନ ଆଇଏଏସ୍ ଅଧିକାରୀ ଉଦୟ ନାରାୟଣ ଦାସ ଏବଂ ପୁରୀର ଏସ୍ ସିଏସ୍ (ସ୍ୱୟଂଚାଳିତ) କଲେଜର ଅଧ୍ୟକ୍ଷ ମିହିର ପ୍ରସାଦ ମିଶ୍ରଙ୍କୁ ଓଡ଼ିଶା ଲୋକସେବା ଆୟୋଗ (ଓପିଏସସି)ର ସଦସ୍ୟ ଭାବରେ ନିଯୁକ୍ତି ଦେଇଛନ୍ତି। … Read More

କାଶ୍ମୀର ପ୍ରସଙ୍ଗରେ ମଧ୍ୟସ୍ତତାକୁ ଗ୍ରହଣ କରିବ ନାହିଁ ଭାରତ: ପିଓକେ ଭାରତର, ତୁରନ୍ତ ଖାଲିକରୁ ପାକିସ୍ତାନ

Spread the love

Spread the loveନୂଆଦିଲ୍ଲୀ: ଜମ୍ମୁ-କାଶ୍ମୀର ସହିତ ଜଡ଼ିତ ଯେକୌଣସି ପ୍ରସଙ୍ଗ ଦ୍ୱିପାକ୍ଷିକ। କାଶ୍ମୀରକୁ ନେଇ ମଧ୍ୟସ୍ତତା କରାଯିବ ନାହିଁ। ପାକିସ୍ତାନ ଅଧିକୃତ କାଶ୍ମୀର(ପିଓକେ)କୁ ପାକିସ୍ତାନ ଖାଲିକରୁ। କାଶ୍ମୀର ପ୍ରସଙ୍ଗରେ ମଧ୍ୟସ୍ତତାକୁ ଭାରତ ଗ୍ରହଣ କରିବ ନାହିଁ। ଆମର ଏକ ଦୀର୍ଘକାଳୀନ ନୀତି … Read More

ପଞ୍ଜାବ ଅମୃତସରରେ ବିଷାକ୍ତ ମଦ ପିଇ ୧୪ ମୃତ, ୬ ଗୁରୁତର

Spread the love

Spread the loveପଞ୍ଜାବ ଅମୃତସରରେ ବିଷାକ୍ତ ମଦ ପିଇ ୧୪ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୬ ଜଣଙ୍କର ଅବସ୍ଥା ଗୁରୁତର ରହିଛି । ଏହି ଘଟଣା ମଜୀଠାର ମଡଇ ଗାଁ ଓ ଭାଗଲୀ ଗାଁରେ ଘଟିଛି । ସୂଚନା ପାଇବା … Read More

କିଟ୍ ବିଶ୍ବବିଦ୍ୟାଳୟରେ ଛାତ୍ରୀ ଆତ୍ମହତ୍ୟା ଘଟଣା: ଓଡ଼ିଶା ଉଚ୍ଚ ନ୍ୟାୟାଳୟରେ ଜନସ୍ବାର୍ଥ ମାମଲା

Spread the love

Spread the loveକଟକ: କିଟ୍ ବିଶ୍ବବିଦ୍ୟାଳୟରେ ଛାତ୍ରୀ ଆତ୍ମହତ୍ୟା ନେଇ ଓଡ଼ିଶା ଉଚ୍ଚ ନ୍ୟାୟାଳୟରେ ଜନସ୍ବାର୍ଥ ମାମଲା ଦାୟର ହୋଇଛି। କାର୍ଯ୍ୟକାରୀ ବିଚାରପତିଙ୍କ ଦ୍ବାରା ସବୁ ଦିଗରୁ ବିଚାର କରିବାକୁ ଆବେଦନକାରୀ ପ୍ରତାପ ମହାନ୍ତି ଆବେଦନ କରିଛନ୍ତି। ଉଲ୍ଲେଖଯୋଗ୍ୟ, ‘କିଟ୍‌’ ବିଶ୍ବବିଦ୍ୟାଳୟରେ … Read More

ଦଶନ୍ଧି ପରେ ବଦଳିଲା ଗୁଗଲ୍‌ ଲୋଗୋ

Spread the love

Spread the loveବଦଳିଲା ଗୁଗଲ୍‌ ଲୋଗୋ। ଦୀର୍ଘ ୧୦ ବର୍ଷ ପରେ ପ୍ରଥମ ଥର ପାଇଁ ଗୁଗଲ୍‌ ଏହାର ପ୍ରତିଷ୍ଠିତ ‘G’ ଲୋଗୋରେ ପରିବର୍ତ୍ତନ କରିଛି। ବର୍ଷ ୨୦୧୫ ପରେ ଏହା ପ୍ରଥମ ବଡ଼ ଭିଜୁଆଲ ପରିବର୍ତ୍ତନ। ଏପର୍ଯ୍ୟନ୍ତ ଲୋଗୋରେ ସଲିଡ୍‌ … Read More

ବିଭିନ୍ନ ଥାନା ଅଞ୍ଚଳରୁ ୨୦ ଜଣ ଅପରାଧୀଙ୍କୁ ଗିରଫ କଲା ଗଞ୍ଜାମ ପୋଲିସ

Spread the love

Spread the loveଗଞ୍ଜାମ : ଆକ୍ସନ ମୋଡରେ ଗଞ୍ଜାମ ପୋଲିସ ।  ଜିଲ୍ଲାକୁ ଅପରାଧ ମୁକ୍ତ କରିବା ପାଇଁ ଜିଲ୍ଲାରେ ଚାଲିଛି ସ୍ୱତନ୍ତ୍ର ଡ୍ରାଇଭ ।  ପୋଲସରା, ଆସ୍କା, ହିଞ୍ଜିଳିକାଟୁ ଓ କୋଟିନଡ଼ା ଥାନା ଅଞ୍ଚଳରେ ଚଢ଼ାଉ କରି ୨୦ ଜଣ ଅପରାଧୀଙ୍କୁ … Read More

ଅପରେସନ ‘ସିନ୍ଦୂର’ ପରେ ୧୫ ଲକ୍ଷ ସାଇବର ଆଟାକ କଲେଣି ପାକିସ୍ତାନୀ ହ୍ୟାକର୍ସ

Spread the love

Spread the loveପହଲଗାଓଁ ଆକ୍ରମଣ ପରେ ଆତଙ୍କବାଦୀଙ୍କ ବିରୋଧରେ ଭାରତ ଆରମ୍ଭ କରିଥିବା ଅପରେସନ ‘ସିନ୍ଦୂର’ ପାକିସ୍ତାନ ସରକାରଙ୍କ ନିଦ ହଜାଇ ଦେଇଛି। ଅସ୍ତ୍ର ଯୁଦ୍ଧରେ ପାକିସ୍ତାନ ଭାରତକୁ ପରାସ୍ତ କରିବାରେ ବିଫଳ ହୋଇଛି। ତେଣୁ ଭାରତକୁ ଦୁର୍ବଳ କରିବା ଲାଗି … Read More