ଧନ, ଜୀବନର ସୁରକ୍ଷା ଆମ ଦାୟିତ୍ୱ : ସିଭିଲ ଡିଫେନ୍ସ ସଙ୍ଗଠନରେ ଯୋଗ ଦେବାକୁ ମୁଖ୍ୟମନ୍ତ୍ରୀଙ୍କ ଅପିଲ

Spread the love

Spread the loveଭୁବନେଶ୍ୱର :  ଦେଶର ସାଧାରଣ ଲୋକଙ୍କ ଧନ, ଜୀବନର ସୁରକ୍ଷା ଆମ ସମସ୍ତଙ୍କ ଦାୟିତ୍ୱ ।  ସୁରକ୍ଷା ଓ ସେବା ଆମର ସର୍ବୋଚ୍ଚ କର୍ତ୍ତବ୍ୟ ।  ଏଥିପାଇଁ ଜାତୀୟତାର ମନୋଭାବ ନେଇ ବେସାମରିକ ସୁରକ୍ଷା ବା ସିଭିଲ ଡିଫେନ୍ସ ସଙ୍ଗଠନରେ … Read More

ଭାରତ ପାକିସ୍ତାନର ଦୃଢ ଏବଂ ଅଟଳ ଶକ୍ତିଶାଳୀ ନେତ୍ଟତ୍ଵ ପାଇଁ ମୁଁ ଗର୍ବିତ : ଟ୍ରମ୍ପ

Spread the love

Spread the loveନୂଆଦିଲ୍ଲୀ: ଯୁଦ୍ଧ ବିରତି ପରେ ଟ୍ରମ୍ପଙ୍କ ପ୍ରସ୍ତାବ। ଯୁଦ୍ଧ ବିରତିକୁ ନେଇ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ପୋଷ୍ଟ କରିଛନ୍ତି। ସେ କହିଛନ୍ତି ଭାରତ ପାକିସ୍ତାନର ଦୃଢ ଏବଂ ଅଟଳ ଶକ୍ତିଶାଳୀ ନେତ୍ଟତ୍ଵ ପାଇଁ ମୁଁ ଗର୍ବିତ। … Read More

ସୀମାରେ ପାକିସ୍ତାନର ଯୁଦ୍ଧ ବିରାମ ଉଲ୍ଲଙ୍ଘନ, ଜାମ୍ମୁକାଶ୍ମୀରର ବିଭିନ୍ନ ସେକ୍ଟରରେ ଡ୍ରୋନ ମାଡ଼ ସହ ଗୁଳିବର୍ଷଣ

Spread the love

Spread the loveନୂଆଦିଲ୍ଳୀ: ଅସ୍ତ୍ରବିରତି ଉଲ୍ଲଙ୍ଘନ କଲା ପାକିସ୍ତାନ। ଏଲଓସିରେ ପାକିସ୍ତାନ ଅସ୍ତ୍ରବିରତି ଉଲ୍ଲଙ୍ଘନ ସହ ଅଖନୁର, ରାଜୌରୀ ଓ ଆରଏସପୁରାରେ ଗୁଳିମାଡ଼ କରିଛି। ଜମ୍ମୁ କାଶ୍ମୀରରେ ଏକାଧିକ ସ୍ଥାନରେ ଗୁଳିଗୋଳା ବର୍ଷଣ କରିଛି। ଅରନିଆ, କଠୁଆ, ପୁଞ୍ଚ, ମେଣ୍ଢର, ଜମ୍ମୁ, … Read More

ଭାରତ-ପାକିସ୍ତାନ ମଧ୍ୟରେ ଯୁଦ୍ଧ ବନ୍ଦ, ଅସ୍ତ୍ରବିରତି ନେଇ ଦୁଇ ଦେଶ ମଧ୍ୟରେ ସହମତି

Spread the love

Spread the loveକେତେବେଳେ ଡ୍ରୋନ୍ ପୁଣି କେତେବେଳେ ବୋମା କି ମିଶାଇଲ ପାକିସ୍ତାନ ଛାଡୁଥିଲା ଭାରତ ଉପରକୁ । ସୀମା ଆରପଟୁ ଜମ୍ମୁ କଶ୍ମୀର ଅଞ୍ଚଳବାସୀଙ୍କ ଉପରକୁ ଗୁଳି ଚଳାଉଥିଲା । ଆଉ ଭାରତ ପକ୍ଷରୁ ଦିଆଯାଉଥିଲା ତାର କଡ଼ା ଜବାବ … Read More

ଭାରତ ଆମ ଉପରେ ଆକ୍ରମଣ କରିନି: ତାଲିବାନ

Spread the love

Spread the loveକାବୁଲ : ନିଜର ମିଛ କହିବା ଅଭ୍ୟାସ ଛାଡ଼ିପାରିନାହିଁ ପାକିସ୍ତାନ । ଆଫଗାନିସ୍ତାନକୁ ନେଇ ପାକିସ୍ତାନ କହିଥିବା ମିଛର ପର୍ଦ୍ଦାଫାସ କରିଛି ଖୋଦ ତାଲିବାନ । ପାକିସ୍ତାନ ସେନା ନିଜର ସମ୍ବାଦିକ ସମ୍ମିଳନୀରେ କହିଥିଲା ଯେ ଭାରତ ଆଫଗାନିସ୍ତାନ … Read More

ଅପରେସନ ସିନ୍ଦୁର, ମିଜାଇଲ ମାଡରେ ନିହତ ୫ ଆତଙ୍କୀଙ୍କ ସୂଚନା ଦେଲେ ଭାରତୀୟ ସେନା

Spread the love

Spread the loveଇସଲାମାବାଦ : ପହଲଗାମ ଆକ୍ରମଣର ପ୍ରତିଶୋଧ ନେବା ପାଇଁ ଭାରତ ମେ ୭ ତାରିଖ ବୁଧବାର ସକାଳେ ଅପରେସନ ସିନ୍ଦୂର ଆରମ୍ଭ କରିଥିଲା ।  ଏହା ଏକ ଯୋଜନାବଦ୍ଧ ସାମରିକ କାର୍ଯ୍ୟାନୁଷ୍ଠାନ ଥିଲା ଯେଉଁଥିରେ ପାକିସ୍ତାନ ଏବଂ ପାକ୍ ଅଧିକୃତ … Read More

ପାକିସ୍ତାନ ହାଲତ ଖରାପ : ମିସାଇଲକୁ ଅକାମି କଲା ଭାରତୀୟ ବିମାନ S-400

Spread the love

Spread the loveହରିୟାଣାର ସିରସା ଉପରେ ପାକିସ୍ତାନୀ କ୍ଷେପଣାସ୍ତ୍ର ଫତାହ-୧କୁ ବିଫଳ କରିଦେଇଛି ଇଣ୍ଡିଆନ ଏୟାର ଡିଫେନ୍ସ ସିଷ୍ଟମ S-400 ।  ଆକାଶ  ଏୟାର ଡିଫେନ୍ସ  45 କିଲୋମିଟର ପଥୀବୀ ପୃଷ୍ଠରୁ ଯାଉଥିବା କ୍ଷେପଣାସ୍ତ୍ର । ଆଜି ହରିୟାଣାରେ ଥିବା ସିରସା … Read More

ସର୍ଟ ସର୍କିଟରୁ ଗୁଣପୁର ଜି ଆଇ ଇ ଟି ବିଶ୍ୱବିଦ୍ୟାଳୟରେ ବଡ଼ ଧରଣର ଅଗ୍ନିକାଣ୍ଡ

Spread the love

Spread the loveରାୟଗଡ଼ା: ରାୟଗଡ଼ା ଜିଲ୍ଲା ଗୁଣପୁର ସ୍ଥିତ ଜି ଆଇ ଇ ଟି ବିଶ୍ୱବିଦ୍ୟାଳୟରେ ସର୍ଟ ସର୍କିଟ ଯୋଗୁ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଥିବା ଜଣାପଡ଼ିଛିI କମ୍ପ୍ୟୁଟର ବିଭାଗରେ ସର୍ଟ ସର୍କିଟ ଯୋଗୁଁ ନିଆଁ ଲାଗିଛି ବୋଲି ପ୍ରାରମ୍ଭିକ ସୂଚନା … Read More

ସାଧାରଣ ନାଗରିକ ଓ ଡାକ୍ତରଖାନାକୁ ଟାର୍ଗେଟ କରୁଛି ପାକିସ୍ତାନ: ବିଦେଶ ମନ୍ତ୍ରଣାଳୟ

Spread the love

Spread the loveଭାରତର ଆକ୍ରମଣରେ ପାକିସ୍ତାନ ବହୁ କ୍ଷତି ଘଟିଛି। ହେଲେ ପାକିସ୍ତାନ ସାମାଜିକ ଗଣମାଧ୍ୟମ ଓ ନିଜର ଗଣମାଧ୍ୟମ ଜରିଆରେ ଅନ୍ତର୍ଜାତୀୟ ସ୍ତରରେ ଭାରତ ବିରୋଧରେ ବହୁ ମିଥ୍ୟା ଖବର ଏବଂ ଗୁଜବ ପ୍ରସାରଣ କରୁଛି ବୋଲି ଭାରତୀୟ ବିଦେଶ … Read More

ଚାରି ଧାମ ଯାତ୍ରା ହେଲିକପ୍ଟର ସେବା ବନ୍ଦ

Spread the love

Spread the loveଡେରାଡୁନ: ଉତ୍ତରାଖଣ୍ଡ ବେସାମରିକ ବିମାନ ଚଳାଚଳ ବିକାଶ ପ୍ରାଧିକରଣ (ୟୁସିଏଡିଏ) ଉତ୍ତରାଖଣ୍ଡରେ ଚାରି ଧାମ ଯାତ୍ରା ହେଲିକପ୍ଟର ସେବାକୁ ତୁରନ୍ତ ସ୍ଥଗିତ ରଖିଛି। ରିପୋର୍ଟ ଅନୁଯାୟୀ, ହେଲିକପ୍ଟର ସେବା କେବଳ ଚାରିଧାମ ଯାତ୍ରା ସ୍ଥାନରୁ ତୀର୍ଥଯାତ୍ରୀମାନଙ୍କୁ ସ୍ଥାନାନ୍ତର କରିବା … Read More