ଦୁଇ ଦେଶ ମଧ୍ୟରେ ଚାଲିଥିବା ଉତ୍ତେଜନା ସହ ଆମେରିକାର କୌଣସି ସମ୍ପର୍କ ନାହିଁ : ଉପରାଷ୍ଟ୍ରପତି ଜେଡି ଭାନ୍ସ

Spread the love

Spread the loveନୂଆଦିଲ୍ଲୀ : ଭାରତ-ପାକିସ୍ତାନ ମଧ୍ୟରେ ଉତ୍ତେଜନା ଲାଗି ରହିଛି । ଭାରତର ଅନେକ ସ୍ଥାନରେ ପାକିସ୍ତାନ ଆକ୍ରମଣ କରିବାକୁ ବାରମ୍ବାର ଚେଷ୍ଟା କରୁଛି । ଡ୍ରୋନ୍‌ ଓ କ୍ଷେପଣାସ୍ତ୍ର ମାଡ କରିବା ପାଇଁ ଉଦ୍ୟମ କରୁଥିବା ବେଳେ ଭାରତୀୟ … Read More

୩୦୦-୪୦୦ ତୁର୍କି ଡ୍ରୋନ୍‌ ବ୍ୟବହାର କରି ଭାରତର ୩୬ ସ୍ଥାନକୁ ଟାର୍ଗେଟ କରିଥିଲା ପାକିସ୍ତାନ

Spread the love

Spread the loveନୂଆଦିଲ୍ଲୀ,୯।୫: ଅପରେଶନ ‘ସିନ୍ଦୂର’ର ଜବାବ ଦେବାକୁ ଯାଇ ପାକିସ୍ତାନ ଗୁରୁବାର ଭାରତ ଉପରେ ଆକ୍ରମଣ କରିବାକୁ ଚେଷ୍ଟା କରିଥିଲା। ଏହାକୁ ଭାରତ ବିଫଳ କରିଥିଲା। ତେବେ ପାକିସ୍ତାନ ତୁର୍କୀ ଡ୍ରୋନ ସାହାଯ୍ୟରେ ଆକ୍ରମଣ କରିଥିବା ଶୁକ୍ରବାର MEA ର … Read More

ଏଲଓସିରେ ପ୍ରବଳ ଗୁଳିବର୍ଷା, ୧୪ଟି ଟେରିଟୋରିଆଲ ଆର୍ମୀଙ୍କୁ ସକ୍ରିୟ କଲା ଭାରତ

Spread the love

Spread the loveନୂଆଦିଲ୍ଲୀ,୯।୫: ଭାରତ ଓ ପାକିସ୍ତାନ ମଧ୍ୟରେ ଚାଲିଥିବା ଯୁଦ୍ଧ ଉତ୍ତେଜନା ମଧ୍ୟରେ ଭାରତୀୟ ସେନା ପାକିସ୍ତାନର ମିସାଇଲ ଓ ଡ୍ରୋନ ଆକ୍ରମଣକୁ ବିଫଳ କରିଛି। ଏହା ସହିତ ଭାରତ ନିଜର ସୁରକ୍ଷା ବ୍ୟବସ୍ଥାକୁ ଆହୁରି ମଜବୁତ କରିବା ପାଇଁ … Read More

ପାକିସ୍ତାନକୁ ବଡ଼ ଝଟକା: ସିନ୍ଧୁ ଜଳ ଚୁକ୍ତି ମାମଲାରେ ଦୂରେଇ ରହିଲା ବିଶ୍ୱ ବ୍ୟାଙ୍କ

Spread the love

Spread the loveନୂଆଦିଲ୍ଲୀ: ପହଲଗାମରେ ଆତଙ୍କବାଦୀ ଆକ୍ରମଣ ପରେ ଭାରତ ପାକିସ୍ତାନ ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି ସିନ୍ଧୁ ଜଳ ଚୁକ୍ତିନାମାକୁ ସ୍ଥଗିତ ରଖିଥିଲା। ପାକିସ୍ତାନ ଏହି ମାମଲାରେ ବହୁତ ଖପ୍ପା ହୋଇଥିଲା ଏବଂ ପାକିସ୍ତାନର ଅନେକ ବଡ଼ ନେତା ମଧ୍ୟ … Read More

ଷ୍ଟକବଜାର ଉପରେ ଯୁଦ୍ଧ ପ୍ରଭାବ : ୨ ଦିନରେ ସେନସେକ୍ସ କମିଲା ୧୨୦୦ ପଏଣ୍ଟ

Spread the love

Spread the loveମୁମ୍ବାଇ : ଭାରତ ପାକିସ୍ତାନ ଉତ୍ତେଜନାର ପ୍ରଭାବର ଷ୍ଟକ ବଜାର ଉପରେ ପଡ଼ିଛି । ଶୁକ୍ରବାର ବିଏସଇ ସେନସେକ୍ସ ଏବଂ ଏନଏସଇ ନିଫଟି ୫୦ ପ୍ରାରମ୍ଭିକ ସେସନରୁ ହିଁ ନିମ୍ନଗାମୀ ଧାରା ଦେଖିଥିଲା। ସନ୍ଧ୍ୟାରେ କାରବାର ବନ୍ଦ ହେବା … Read More

ଆତଙ୍କିତ ହୁଅନ୍ତୁ ନାହିଁ, ପ୍ରଚୁର ତୈଳ ମହଜୁଦ୍‍ ଅଛି-ଆଇଓସିଏଲ୍‍

Spread the love

Spread the loveନୂଆଦିଲ୍ଲୀ  : ଭାରତ ଓ ପାକିସ୍ତାନ ଉତ୍ତେଜନା ପରିସ୍ଥିତି ମଧ୍ୟରେ ଦେଶବାସୀଙ୍କୁ ଆତଙ୍କିତ ନହେବାକୁ ସବୁ ବିଭାଗ ପକ୍ଷରୁ ପରାମର୍ଶ ଦିଆଯାଉଛି । ଦେଶରେ ତେଲ ପ୍ରଚୁର ପରିମାଣରେ ମହଜୁଦ ରହିଛି ଲୋକମାନେ ଆତଙ୍କିତ ନହେବାକୁ ଆଇଓସିଏଲ୍‍ ପକ୍ଷରୁ … Read More

ଓଡ଼ିଶାରେ ହାଇ ଆଲର୍ଟ: ପୁରୀ ସମେତ ଏସବୁ ସ୍ଥାନକୁୁ ସର୍ତକ ସୂଚନା

Spread the love

Spread the loveପୁରୀ,୯।୫: ଭାରତ ଓ ପାକିସ୍ତାନ ମଧ୍ୟରେ ଚାଲିଥିବା ଉତ୍ତେଜନା ବୃଦ୍ଧି ପାଇବା ପରେ ଓଡ଼ିଶାରେ ସୁରକ୍ଷା ବ୍ୟବସ୍ଥାକୁ ଅଧିକ କଡ଼ାକଡ଼ି କରାଯାଇଛି। ପାକିସ୍ତାନର ବିଫଳ ଡ୍ରୋନ ଓ ମିସାଇଲ ଆକ୍ରମଣ ପ୍ରୟାସ ପରେ ରାଜ୍ୟ ସରକାର ଏବଂ ପୁଲିସ … Read More

ଖୋଲିଲା ୨୪ ଘଣ୍ଟିଆ କଣ୍ଟ୍ରୋଲ ରୁମ୍‌: ଜମ୍ମୁରୁ ଓଡ଼ିଆ ଛାତ୍ରୀଛାତ୍ରଙ୍କୁ ଫେରାଇ ଆଣିବା ପାଇଁ ବ୍ୟବସ୍ଥା

Spread the love

Spread the loveଶ୍ରୀନଗର,୯ା୫: ଭାରତ-ପାକିସ୍ତାନ ସାମରିକ କାର୍ଯ୍ୟକଳାପ ବୃଦ୍ଧି ପାଇବା ପରେ ଜମ୍ମୁରେ ଅଧ୍ୟୟନରତ ଓଡ଼ିଆ ଛାତ୍ରଙ୍କୁ ଫେରାଇ ଆଣିବା ପାଇଁ ବ୍ୟବସ୍ଥା କରାଯାଉଛି। କେନ୍ଦ୍ରୀୟ ସଂସ୍କୃତ ବିଶ୍ବବିଦ୍ୟାଳୟ ଖାଲି କରିବାକୁ ନିର୍ଦ୍ଦେଶ ପରେ ଏହି ପଦକ୍ଷେପ ନିଆଯାଇଛି। ଏନେଇ ଓଡ଼ିଶା … Read More

ଜେଲ୍‌ରେ ରହିବ ଦୁର୍ଦ୍ଦାନ୍ତ କଏଦୀଙ୍କ ଭଏସ୍ ରେକର୍ଡ: ତିହାର ଜେଲ୍‌ ଢାଞ୍ଚାରେ ଲାଗିବ ଅଡିଓ ଟ୍ରାକର୍‌

Spread the love

Spread the loveଭୁବନେଶ୍ବର: ନରହତ୍ୟା, ଡକାୟତି, ଦାଦାବଟି ଆଦାୟ ଭଳି ସଂଗିନ ଆପରାଧିକ ମାମଲାରେ ଜେଲ୍‌ରେ ଥିବା ଦୁର୍ଦ୍ଦାନ୍ତ କଏଦୀଙ୍କ ଭଏସ୍‌ ରେକର୍ଡିଂ କରାଯିବ। ସ୍ବତନ୍ତ୍ର ଡାଟାବେସ୍‌ରେ ସେସବୁ ରେକର୍ଡିଂକୁ ସାଇତି ରଖାଯିବ। କେବଳ ସେତିକି ନୁହେଁ, ତିହାର ଜେଲ୍‌ ଭଳି … Read More