ଯୁଦ୍ଧ ପାଇଁ ମକ୍ ଡ୍ରିଲ୍, ବାଜିଲା ସାଇରନ୍

Spread the love

Spread the loveଭୁବନେଶ୍ବର : ଯୁଦ୍ଧ ପ୍ରସ୍ତୁତି ପାଇଁ ମକ୍‌ ଡ୍ରିଲ୍‌। ରାଜଧାନୀ ଭୁବନେଶ୍ୱରରେ ବାଜିଲା ସାଇରନ। ଏଥିସହିତ ଏକାସାଙ୍ଗରେ କେନ୍ଦ୍ରାପଡ଼ା, ପାରାଦୀପ, ବାଲେଶ୍ୱର, ରାଉରକେଲା, ଗଞ୍ଜାମର ଗୋପାଳପୁରରେ ମଧ୍ୟ ଏହି ଯୁଦ୍ଧ ସାଇରନ ବାଜିଛି। ବୋମା ବର୍ଷଣ ବେଳେ ଜନସାଧାରଣଙ୍କୁ … Read More

ପାକିସ୍ତାନରେ କୌଣସି ଆତଙ୍କବାଦୀ ଶିବିର ନାହିଁ, ଆମେ ଆତଙ୍କବାଦୀଙ୍କ ବିରୋଧୀ: ପାକ୍ ମନ୍ତ୍ରୀ

Spread the love

Spread the loveନୂଆଦିଲ୍ଲୀ: ପାକିସ୍ତାନ ଏବଂ ପାକ୍ ଅଧିକୃତ କାଶ୍ମୀର (ପିଓକେ)ରେ ଥିବା ଆତଙ୍କବାଦୀ ଆଡ୍ଡା ଉପରେ ଭାରତ ଏୟାରଷ୍ଟ୍ରାଇକ୍ କରିଛି। ପହଲଗାମରେ ହୋଇଥିବା ଆକ୍ରମଣର ପ୍ରତିଶୋଧ ନେବା ପାଇଁ ‘ଅପରେସନ୍ ସିନ୍ଦୂର’ ଅଧୀନରେ ଏୟାରଷ୍ଟ୍ରାଇକ୍ କରିଛି ଭାରତ। ଏହା ପରେ … Read More

ଭାରତର ଆକ୍ରମଣରେ ଥରହର ପାକିସ୍ତାନ: ବଡ଼ ଧମକ ଦେଲେ ଶେହବାଜ ସରିଫ, ଡାକିଲେ ଜରୁରୀ ବୈଠକ

Spread the love

Spread the loveଇସଲାମାବାଦ: ଭାରତୀୟ ବାୟୁସେନା ଗତକାଲି ବିଳମ୍ବିତ ରାତିରେ ‘ଅପରେସନ ସିନ୍ଦୂର’ ଅଧୀନରେ ପାକ୍ ଅଧିକୃତ କାଶ୍ମୀର ଏବଂ ଅନ୍ୟାନ୍ୟ ଅଞ୍ଚଳରେ ଏୟାର ଷ୍ଟ୍ରାଇକ୍ କରିଛି। ମୁଜାଫରାବାଦ, କୋଟଲି, ଗୁଲପୁର, ବିମ୍ବର, ସିଆଲକୋଟ, ଚକ୍ ଅମ୍ରୁ, ମୁରିଦକେ ଏବଂ ବହାବଲପୁରରେ … Read More

ଆମେ ଜବାବ ଦେବୁ, କିନ୍ତୁ ସମୟ, ସ୍ଥାନ ଓ ଉପାୟ ଆମର ହେବ: ପାକ୍ ସେନା ମୁଖପାତ୍ର

Spread the love

Spread the loveନୂଆଦିଲ୍ଲୀ: ଭାରତୀୟ ସେନା ପାକିସ୍ତାନ ଓ ପାକ୍ ଅଧିକୃତ କାଶ୍ମୀରରେ ୯ଟି ଟାର୍ଗେଟ ଆକ୍ରମଣ କରି ପହଲଗାଓଁ ଆତଙ୍କୀ ହମ୍ଲାର ପ୍ରତିଶୋଧ ନେଇଛି। ଭାରତୀୟ ସେନା ଦ୍ବାରା ଅଧ ରାତିରେ କରାଯାଇଥିବା ଏୟାରଷ୍ଟ୍ରାଇକ୍ରେ ଜୈଶ-ଏ-ମହମ୍ମଦ ଓ ଲସ୍କର-ଏ-ତୈବାର ଏକାଧିକ … Read More

ବଢ଼ିଲା ସିବିଆଇ ନିର୍ଦେଶକ ପ୍ରବୀଣ ସୁଦ୍‌‌ଙ୍କ କାର୍ଯ୍ୟକାଳ

Spread the love

Spread the loveନୂଆଦିଲ୍ଲୀ: ସିବିଆଇ ନିର୍ଦ୍ଦେଶକ ପ୍ରବୀଣ ସୁଦଙ୍କ ଗୋଟିଏ ବର୍ଷ ପାଇଁ କାର୍ଯ୍ୟକାଳ ବୃଦ୍ଧି କରାଯାଇଛି। ମନୋନୟନ କମିଟିର ସୁପାରିଶ ଆଧାରରେ କ୍ୟାବିନେଟର ନିଯୁକ୍ତି କମିଟି ଶ୍ରୀ ସୁଦଙ୍କ କାର୍ଯ୍ୟକାଳ ୨୪ ମଇ ପରେ ଆଉ ଗୋଟିଏ ବର୍ଷ ପାଇଁ … Read More

‘ଅପରେସନ ସିନ୍ଦୁର’ ପରେ ରାଷ୍ଟ୍ରପତିଙ୍କୁ ଭେଟିଲେ ମୋଦି

Spread the love

Spread the loveନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ରାଷ୍ଟ୍ରପତି ଭବନରେ ଭେଟି ଅପରେଶନ ସିନ୍ଦୁର ବିଷୟରେ ସୂଚନା ଦେଇଛନ୍ତି। ଏହି ଅପରେଶନ ଭାରତୀୟ ସେନା, ବାୟୁସେନା ଏବଂ ନୌସେନାର ମିଳିତ କାର୍ଯ୍ୟ ଥିଲା, ଯେଉଁଥିରେ ପାକିସ୍ତାନ … Read More

ଅପରେସନ ସିନ୍ଦୂର ପରେ ଆସିଲା ମୋଦୀଙ୍କ ପ୍ରଥମ ପ୍ରତିକ୍ରିୟା

Spread the love

Spread the loveନୂଆଦିଲ୍ଲୀ: ଅପରେସନ ସିନ୍ଦୂର ସମ୍ପର୍କରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ପ୍ରଥମ ପ୍ରତିକ୍ରିୟା ଆସିଛି। ଅପରେସନ ସିନ୍ଦୂର ପରେ ବୁଧବାର ପ୍ରଧାନମନ୍ତ୍ରୀ ମୋଦୀ ସିସିଏସ ବୈଠକରେ ଯୋଗ ଦେଇଥିଲେ। ଏହାପରେ ଏକ କ୍ୟାବିନେଟ୍ ବୈଠକ ଅନୁଷ୍ଠିତ ହୋଇଥିଲା। ଏଥିରେ ବି … Read More

ଅପରେସନ ସିନ୍ଦୂର ଭାରତୀୟ ମୁଦ୍ରା ପାଇଁ ମହଙ୍ଗା

Spread the love

Spread the loveମୁମ୍ବାଇ: ପହଲଗାମ ଆତଙ୍କବାଦୀ ଘଟଣା ପରେ ଶେଷରେ ଭାରତ ପାକିସ୍ତାନ ବିରୁଦ୍ଧରେ ଆନୁଷ୍ଠାନିକ ପଦକ୍ଷେପ ଗ୍ରହଣ କରିଛି। ଭାରତୀୟ ସେନାର ଅପରେସନ ସିନ୍ଦୂର ପାକିସ୍ତାନକୁ ବଡ଼ ଝଟକା ଦେଇଛି। ଭାରତୀୟ ସଶସ୍ତ୍ର ବାହିନୀ ମଙ୍ଗଳବାର-ବୁଧବାର ଅଧରାତିରେ ପାକିସ୍ତାନ ଏବଂ … Read More

ଅପରେସନ ସିନ୍ଦୂରକୁ ପ୍ରଶଂସା କଲା କଂଗ୍ରେସ

Spread the love

Spread the loveନୂଆଦିଲ୍ଲୀ: ପହଲଗାମ ଆତଙ୍କବାଦୀ ଆକ୍ରମଣର ୧୬ତମ ଦିନରେ, ଭାରତ ‘ଅପରେସନ୍ ସିନ୍ଦୂର’ ମାଧ୍ୟମରେ ଏହି ଆକ୍ରମଣର କଡ଼ା ଜବାବ ଦେଇଛି। ଏହା ସହିତ, ଭାରତ ବୁଧବାର ସକାଳେ ଆମେରିକା, ରୁଷିଆ ଏବଂ ବ୍ରିଟେନ ସମେତ ଅନେକ ପ୍ରମୁଖ ଦେଶକୁ … Read More

ଏୟାର ଷ୍ଟ୍ରାଇକ୍‌ରେ ମାସୁଦ ଅଜହର ପରିବାର ଶେଷ: ୧୦ ଜଣଙ୍କ ମୃତ୍ୟୁ

Spread the love

Spread the loveନୂଆଦିଲ୍ଲୀ: ଭାରତ ପାକିସ୍ତାନକୁ ଏକ ଶକ୍ତ ଝଟକା ଦେଇଛି। ସେନା, ନୌସେନା ଏବଂ ବାୟୁସେନାର ମିଳିତ ଅପରେସନରେ ୧୦୦ରୁ ଅଧିକ ଆତଙ୍କବାଦୀ ନିହତ ହୋଇଛନ୍ତି। ଭାରତ ଏହି ଅଭିଯାନର ନାମ ଅପରେସନ ସିନ୍ଦୂର ଦେଇଛି। ଭାରତୀୟ ସେନା ପକ୍ଷରୁ … Read More