ଅଧଘଣ୍ଟାରେ ସରିଲା ଅଧରାତିର ଆକ୍ରମଣ: ନ୍ୟାୟ ଆଣିଦେଲା ଅପରେସନ ସିନ୍ଦୂର

Spread the love

Spread the loveନୂଆଦିଲ୍ଲୀ: ପହଲଗାମ୍ ଆକ୍ରମଣର ପ୍ରତିଶୋଧ ଏବଂ ନ୍ୟାୟ ଦେବାକୁ ଭାରତ ପକ୍ଷରୁ ଆରମ୍ଭ ହୋଇଥିଲା ଅପରେସନ ସିନ୍ଦୂର । ମଙ୍ଗଳବାର ବିଳମ୍ବିତ ରାତି ପ୍ରାୟ ୧ଟା ୦୫ରୁ ଅପରେସନ ଆରମ୍ଭ ହୋଇଥିବା ବେଳେ ରାତି ୧ଟା ୩୦ ବେଳକୁ … Read More

ଅପରେସନ ସିନ୍ଦୁର ପରେ ସ୍କୁଲ କଲେଜ ସବୁ ବନ୍ଦ

Spread the love

Spread the loveନୂଆଦିଲ୍ଲୀ: ପାକିସ୍ତାନ ଉପରେ ବଡ଼ ବଦଲା ନେଇଛି ଭାରତୀୟ ସେନା। ପାକିସ୍ତାନ ଏବଂ ପାକିସ୍ତାନ ଅଧିକୃତ କଶ୍ମୀର (PoK)ରେ ଥିବା ଆତଙ୍କବାଦୀ ଆଡ୍ଡାଗୁଡିକ ଉପରେ ମିସାଇଲ ଆକ୍ରମଣ କରାଯାଇଛି। ଏହି ସୈନ୍ୟ ଅଭିଯାନର ନାମ ଦିଆଯାଇଛି ‘ଅପରେସନ ସିନ୍ଦୂର’। … Read More

ଆମେ ଜାଣିଥିଲୁ ଭାରତ କିଛି କରିବ: ଅପରେସନ ସିନ୍ଦୂର ନେଇ ଟ୍ରମ୍ପ୍‌ଙ୍କ ପ୍ରତିକ୍ରିୟା

Spread the love

Spread the loveୱାଶିଂଟନ: ପାକିସ୍ତାନରେ ଆତଙ୍କବାଦୀ ଆଡ୍ଡା ଉପରେ ଭାରତର ଏୟାର ଷ୍ଟ୍ରାଇକ୍ ନେଇ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ଏକ ବିବୃତି ଦେଇଛନ୍ତି। ଟ୍ରମ୍ପ୍ କହିଛନ୍ତି, ଅତୀତର ଅଭିଜ୍ଞତା ଆଧାରରେ ଆମେ ଜାଣିଥିଲୁ ଯେ, ଭାରତ ନିଶ୍ଚିତ ଭାବରେ କିଛି … Read More

ପ୍ରତିଶୋଧ : ପାକିସ୍ତାନ ଉପରେ ହମଲା, ବାୟୁସେନାର ‘ଅପରେସନ ସିନ୍ଦୁର’

Spread the love

Spread the loveନୂଆଦିଲ୍ଲୀ: ପହଲଗାମ ଆତଙ୍କବାଦୀ ଆକ୍ରମଣର ୧୬ତମ ଦିନରେ, ଭାରତ ‘ଅପରେସନ୍ ସିନ୍ଦୂର’ ମାଧ୍ୟମରେ ଏହି ଆକ୍ରମଣର କଡ଼ା ଜବାବ ଦେଇଛି। ଗର୍ଜିଲା ରାଫେଲ୍, ଥରିଲା ପାକିସ୍ତାନ । ରାତିର ଛାତି ଚିରି ଆତଙ୍କୀଙ୍କ ପ୍ରାଣରୁ ପିଣ୍ଡ କାଢିନେଲା ଲଢୁଆ … Read More

ଦୀଘା ଜଗନ୍ନାଥ ମନ୍ଦିର ବିବାଦ: ମମତାଙ୍କୁ ଚିଠି ଲେଖିଲେ ମୋହନ

Spread the love

Spread the loveଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଙ୍ଗଳବାର ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ଚିଠି ଲେଖିଛନ୍ତି। ଶ୍ରୀ ମାଝୀ ଚିଠି ଲେଖବାର କାରଣ ହେଲା ପଶ୍ଚିମବଙ୍ଗର ଦୀଘାରେ ଜଗନ୍ନାଥ ମନ୍ଦିର ବିବାଦ। ମୁଖ୍ୟମନ୍ତ୍ରୀ ଚିଠିରେ ଉଲ୍ଲେଖ କରିଛନ୍ତି ଯେ, … Read More

ଏସବୁ ଜିଲାରେ ବର୍ଷିବ ; ୨ ଦିନ ପରେ ପୁଣି ଫେରିବ ତାତି

Spread the love

Spread the loveଭୁବନେଶ୍ୱର : ରାଜ୍ୟରେ ଅନେକ ସ୍ଥାନରେ କାଳବୈଶାଖୀ ବର୍ଷା କାରଣରୁ ତାତିରୁ ସାମାନ୍ୟ ଆଶ୍ୱସ୍ତି ମିଳିଛି । କାଳବୈଶାଖୀ ବର୍ଷା ପାଇଁ ବୁଧବାର ପାଇଁ ୨୩ ଜିଲାକୁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । … Read More

ଦୀଘାରେ ‘ଜଗନ୍ନାଥ ଧାମ’ ବିବାଦ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଚିଠି ଲେଖିଲେ ପ୍ରସିଦ୍ଧ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ

Spread the love

Spread the loveପୁରୀ: ଦୀଘାରେ ଜଗନ୍ନାଥ ଧାମ ବିବାଦ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଚିଠି ଲେଖିଛନ୍ତି ପ୍ରସିଦ୍ଧ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ। ଏନେଇ ଉପଯୁକ୍ତ ପଦକ୍ଷେପ ଗ୍ରହଣ କରିବାକୁ ସେ ପ୍ରଧାନମନ୍ତ୍ରୀଙ୍କୁ ଅନୁରୋଧ କରିଛନ୍ତି। ସୁଦର୍ଶନ ପଟ୍ଟନାୟକ ଉକ୍ତ … Read More

ଅସ୍ତ୍ର ଛାଡ଼ି ସରଳ ଜୀବନଯାପନ କରିବାକୁ ନିଷ୍ପତ୍ତି ନେଲେ ୧୪ ଜଣ ମାଓବାଦୀ

Spread the love

Spread the loveମାଲକାନଗିରି: ସୀମାନ୍ତ ତେଲେଙ୍ଗାନାର ଭଦ୍ରାଦୀ କଥାଗୁଡେମ ପୁଲିସ ନିକଟରେ ୧୪ ଜଣ ମାଓବାଦୀ ଆତ୍ମସମର୍ପଣ କରିଛନ୍ତି। ଏହି ମାଓବାଦୀଙ୍କ ମଧ୍ୟରେ ଦୁଇ ଜଣ ଏସିଏମ ରାଙ୍କର ହୋଇଥିବା ବେଳେ ୪ ଜଣ ପାର୍ଟି ମେମ୍ବର, ୩ ଜଣ ଆରପିସି … Read More

ମକ୍‌ ଡ୍ରିଲ୍‌ ନେଇ ଭୟଭୀତ ହେବାର କୌଣସି କାରଣ ନାହିଁ: ରାଜସ୍ବ ମନ୍ତ୍ରୀ

Spread the love

Spread the loveଭୁବନେଶ୍ବର: ଜମ୍ମୁ କଶ୍ମୀରର ଅନନ୍ତନାଗ ଜିଲ୍ଲା ପହଲଗାମରେ ଗତମାସ ୨୨ ତାରିଖରେ ଘଟିଥିବା ଆତଙ୍କବାଦୀଙ୍କ ଆକ୍ରମଣ ପରେ ଭାରତ ଓ ପାକିସ୍ତାନ ମଧ୍ୟରେ ଉତ୍ତେଜନା ପରିସ୍ଥିତି ଦେଖାଯାଇଛି। ଉଭୟ ଦେଶ ମଧ୍ୟରେ ସଂପର୍କ ସଂପୂର୍ଣ୍ଣ ଭାବେ ବନ୍ଦ ହୋଇଯାଇଥିବା … Read More

ନକ୍ସଲଙ୍କ ଟାର୍ଗେଟରେ ଗ୍ରାମବାସୀ: ପୁଣି ଜଣଙ୍କୁ ହତ୍ୟା

Spread the love

Spread the loveମାଲକାନଗିରି: ସୀମାନ୍ତ ସୁକମା ଜିଲ୍ଲାର ଜଗରଗୁଣ୍ଡା ଥାନା ଅଂଚଳରେ ଗତକାଲି ଜଣେ ଗ୍ରାମବାସୀକୁ ନକ୍ସଲ ତଣ୍ଟି ଚିପି ହତ୍ୟା କରିଛନ୍ତି। ସୂଚନା ଅନୁଯାୟୀ ସୋମବାର ଅପରାହ୍ନ ୩ଟା ବେଳେ ସାଧା ପୋଷାକରେ ତାରଲାଗୁଡା ପଞ୍ଚାୟତର ବେନପାଲ୍ଲୀ ଗ୍ରାମରେ ପହଞ୍ଚିଥିଲେ। … Read More