ଦ୍ଵିତୀୟ ବିବାହ ପାଇଁ ବାପା ପୁଅକୁ ହତ୍ୟା କରିବା ଘଟଣା, ବାପା ସମେତ ୫ ଗିରଫ

Spread the love

Spread the loveଯାଜପୁର : ଦ୍ଵିତୀୟ ବିବାହ ପାଇଁ ଜନ୍ମ କଲା ବାପା ପୁଅକୁ ହତ୍ୟା କରିବା ଘଟଣା, ବାପା ସମେତ ୫ଜଣ ଗିରଫ ।  ବାପା ସମେତ ପରିବାରର ୫ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କଲା ଯାଜପୁର ଜିଲ୍ଲା ଜେନାପୁର … Read More

ପହଲଗାମ ଆକ୍ରମଣ: ଭାରତକୁ ୟୁଏନଏସସିର ସମର୍ଥନ

Spread the love

Spread the loveନ୍ୟୁୟର୍କ: ଜମ୍ମୁ-କଶ୍ମୀରର ପହଲଗାମରେ ହୋଇଥିବା ଆତଙ୍କବାଦୀ ଆକ୍ରମଣକୁ ଜାତିସଂଘ ସୁରକ୍ଷା ପରିଷଦ (ୟୁଏନଏସସି) ଦୃଢ଼ ନିନ୍ଦା କରିଛି। ଏହା ସହିତ, ସୁରକ୍ଷା ପରିଷଦ ଏହି ନିନ୍ଦନୀୟ ଆତଙ୍କବାଦ କାର୍ଯ୍ୟର ଦୋଷୀ ଏବଂ ସେମାନଙ୍କର ସହାୟକମାନଙ୍କୁ ଦାୟୀ କରି ନ୍ୟାୟ … Read More

ପୁଷ୍ପାଳକ ସେବକଙ୍କୁ ବାସନ୍ଦ ପାଇଁ ଚେତାବନୀ; ଦୀଘା ଜଗନ୍ନାଥ ମନ୍ଦିର ପୂଜାରେ ଯୋଗଦେବାକୁ ମନା

Spread the love

Spread the loveପୁରୀ: ସୁଆର ମହାସୁଆର ପରେ ପୁଷ୍ପାଳକ ସେବକଙ୍କୁ ମିଳିଛି ବାସନ୍ଦ ଚେତାବନୀ। ଦୀଘା ଜଗନ୍ନାଥ ମନ୍ଦିର ଆରତୀ, ପୂଜାରେ ଯୋଗଦେଲେ ସେମାନଙ୍କୁ ନିଯୋଗ ବିରୋଧୀ କାର୍ଯ୍ୟ ଅଭିହିତ କରାଯାଇ ବାସନ୍ଦ କରାଯିବ। ପୁଷ୍ପାଳକ ନିଯୋଗ ପକ୍ଷରୁ ସମସ୍ତ ପୁଷ୍ପାଳକ … Read More

ରାଜ୍ୟରେ ଅସମ୍ଭାଳ ତାତି ସହ ଗୁଳୁଗୁଳି ଜାରି, ଆଜିଠୁ କାଳବୈଶାଖୀ ବର୍ଷା ସମ୍ଭାବନା

Spread the love

Spread the loveଭୁବନେଶ୍ୱର : ରାଜ୍ୟରେ ଅସମ୍ଭାଳ ତାତି ସହ ଗୁଳୁଗୁଳି ଜାରି ରହିଥିବା ବେଳେ ତାତିରେ ଲାଗିବ ବ୍ରେକ। ଆଜିଠୁ କାଳବୈଶାଖୀ ବର୍ଷା ସମ୍ଭାବନା ରହିଥିବା ବେଳେ ଅସହ୍ୟ ଗରମରୁ ମିଳିବ ଆଶ୍ବସ୍ତି। ପୂର୍ବ ବିହାର ଓ ସଂଲଗ୍ନ ଉପ ହିମାଳୟ … Read More

ପହଲଗାମ୍ ଆକ୍ରମଣକୁ ସହ୍ୟ କରାଯାଇପାରିବ ନାହିଁ: ଗାଙ୍ଗୁଲି

Spread the love

Spread the loveମୁମ୍ବାଇ: ଜମ୍ମୁ ଏବଂ କଶ୍ମୀରର ପହଲଗାମରେ ୨୨ ଏପ୍ରିଲରେ ହୋଇଥିଲା ଆତଙ୍କବାଦୀ ଆକ୍ରମଣ। ଏଥିରେ ୨୮ଜଣ ପର୍ଯ୍ୟଟକ ପ୍ରାଣ ହରାଇଥିଲେ। ଏହି ଆକ୍ରମଣ ପରେ, ସମଗ୍ର ଦେଶରେ ଶୋକ ଏବଂ କ୍ରୋଧର ପରିବେଶ ରହିଛି। ଆତଙ୍କବାଦୀଙ୍କୁ ଧରିବା ପାଇଁ … Read More

ଜୁଆଲ୍ ଓରାମଙ୍କ ନୂଆ ବ୍ୟକ୍ତିଗତ ସଚିବ ହେଲେ ଅମିତ କୁମାର

Spread the love

Spread the loveଭୁବନେଶ୍ୱର: ଝାଡ଼ଖଣ୍ଡ-କ୍ୟାଡର ଆଇଏଏସ୍ ଅଧିକାରୀ ଅମିତ କୁମାରଙ୍କୁ କେନ୍ଦ୍ର ଆଦିବାସୀ ବ୍ୟାପାର ମନ୍ତ୍ରୀ ଜୁଆଲ୍ ଓରାମଙ୍କ ବ୍ୟକ୍ତିଗତ ସଚିବ (ପିଏସ୍) ଭାବରେ ନିଯୁକ୍ତ କରାଯାଇଛି। କାର୍ମିକ ଏବଂ ତାଲିମ ବିଭାଗ ଦ୍ୱାରା ଏପ୍ରିଲ ୨୫ ତାରିଖରେ ଜାରି ହୋଇଥିବା … Read More

କପିରାଇଟ୍ ଉଲ୍ଲଂଘନ ପାଇଁ ଏଆର ରେହମାନ ଦେବେ ୨ କୋଟି ଟଙ୍କା: ଦିଲ୍ଲୀ ହାଇକୋର୍ଟ

Spread the love

Spread the loveଜୁନିୟର ଡାଗର ବ୍ରଦର୍ସଙ୍କ ଶିବସ୍ତୁତିଙ୍କ ଶାସ୍ତ୍ରୀୟ ପରିବେଷଣକୁ ନେଇ କପିରାଇଟ୍ ମାମଲାରେ ୨ କୋଟି ଟଙ୍କା ଜମା କରିବାକୁ ଦିଲ୍ଲୀ ହାଇକୋର୍ଟ ସଙ୍ଗୀତ ନିର୍ଦ୍ଦେଶକ ଏଆର ରେହମାନ ଏବଂ ପୋନିୟିନ୍ ସେଲଭାନ-୨ର ନିର୍ମାତାଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ୨୦୨୩ରେ ଗାୟକ … Read More

ରଥଯାତ୍ରା ଯାଏ ବନ୍ଦ ରହିବ ରତ୍ନଭଣ୍ଡାର ମରାମତି

Spread the love

Spread the loveପୁରୀ: ଏଏସଆଇ ଓ ଶ୍ରୀମନ୍ଦିର ପ୍ରଶାସନ ମଧ୍ୟରେ ଗୁରୁତ୍ଵପୂର୍ଣ୍ଣ ବୈଠକ। ରଥଯାତ୍ରା ଯାଏ ବନ୍ଦ ରହିବ ରତ୍ନଭଣ୍ଡାର ମରାମତି। ୨୯ରୁ ଜୁନ୍ ୨୭ ଯାଏଁ ବନ୍ଦ ରହିବ ରତ୍ନଭଣ୍ଡାର କାମ। ରତ୍ନଭଣ୍ଡାର ମରାମତି ବୈଠକ ପରେ ମୁଖ୍ୟ ପ୍ରଶାସକ … Read More

ଇରାନରେ ବଡ଼ ଧରଣର ବିସ୍ଫୋରଣ, ୪୦୦ରୁ ଊର୍ଦ୍ଧ୍ବ୍ୱର୍ ଆହତ

Spread the love

Spread the loveତେହରାନ୍‌‌ : ଇରାନରେ ବଡ଼ ଧରଣର ବିସ୍ଫୋରଣ ହୋଇଥିବା ସୂଚନା ମିଳିଛି। ଏହି ବିସ୍ଫୋରଣରେ ୪୦୦ରୁ ଊର୍ଦ୍ଧ୍ବ୍ୱର୍ ଆହତ ହୋଇଛନ୍ତି। ଏକ ଅଏଲ କଣ୍ଟେନରରେ ବିସ୍ଫୋରଣ ଘଟିଥିବା ସୂଚନା ମିଳିଛି। ଶନିବାର ରାଜଧାନୀ ତେହେରାନରୁ ୧,୦୦୦ କିଲୋମିଟର (୬୨୦ … Read More

ନିର୍ମାଣାଧୀନ ଘରୁ ମିଳିଲା ୪ ବର୍ଷ ଶିଶୁକନ୍ୟାର ମୃତଦେହ, ଦୁଷ୍କର୍ମ ପରେ ହତ୍ୟା ସନ୍ଦେହ

Spread the love

Spread the loveଗଞ୍ଜାମ: ସାନଖେମୁଣ୍ଡି ବ୍ଲକ ଖଲିଙ୍ଗି ଘଟିଛି ଲଜ୍ଜାଜନକ ଘଟଣା। ଶୁକ୍ରବାର ସନ୍ଧ୍ୟାରୁ ନିଖୋଜ ଥିବା ଜଣେ ୪ ବର୍ଷର ଶିଶୁକନ୍ୟାଙ୍କ କ୍ଷତାକ୍ତ ମୃତଦେହକୁ ଶନିବାର ସକାଳେ ପାଟପୁର ପୋଲିସ ଜବତ କରି ଛାନ୍‌ଭିନ୍‌ ଚଳାଇଛି। ଗତ ୧୮ ତାରିଖରୁ … Read More