ୟୁପିଏସ୍ସି ସିଭିଲ ସର୍ଭିସ ପରୀକ୍ଷାରେ ଓଡ଼ିଆଙ୍କ ସଫଳତା, ୪୮ତମ ସ୍ଥାନରେ ଓଡ଼ିଆ ଝିଅ ରିତିକା ରଥ
Spread the loveଭୁବନେଶ୍ବର: ପ୍ରକାଶ ପାଇଛି କେନ୍ଦ୍ର ଲୋକସେବା ଆୟୋଗ (ୟୁପିଏସ୍ସି) ଦ୍ବାରା ପରିଚାଳିତ ସିଭିଲ ସର୍ଭିସ୍ ପରୀକ୍ଷା-୨୦୨୪ ର ଫଳ । ଏହି ପରୀକ୍ଷାରେ ଓଡ଼ିଆ ଝିଅ ରିତିକା ରଥ ୪୮ତମ ସ୍ଥାନ ହାସଲ କରିଛନ୍ତି। ସେହିପରି ଦେବିକା ପ୍ରିୟଦର୍ଶିନୀଙ୍କୁ ୯୫ତମ … Read More
