ମୁଖ୍ୟମନ୍ତ୍ରୀଙ୍କ ବଡ ଘୋଷଣା: ‘ଅଦିନିଆ ବର୍ଷା ପ୍ରାକୃତିକ ବିପର୍ଯ୍ୟୟ’

Spread the love

Spread the loveଭୁବନେଶ୍ବର: ଅଦିନିଆ ବର୍ଷା ବି ପ୍ରାକୃତିକ ବିପର୍ଯ୍ୟୟ । ଆଜି କୃଷି ଓଡିଶା କାର୍ଯ୍ୟକ୍ରମରେ ଯୋଗ ଦେଇ ଏମିତି କିଛି ବଡ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଅଦିନିଆ ବର୍ଷାକୁ ପ୍ରାକୃତିକ ବିପର୍ଯ୍ୟୟ ବୋଲି ଘୋଷଣା … Read More

ହାଇଦ୍ରାବାଦ ଦଳାଚକଟା ଘଟଣା: ଅଲ୍ଲୁ ଅର୍ଜୁନଙ୍କୁ ମିଳିଲା ନିୟମିତ ଜାମିନ

Spread the love

Spread the loveହାଇଦ୍ରାବାଦ ସନ୍ଧ୍ୟା ଥିଏଟର ଦଳାଚକଟା ମାମଲାରେ ଅଭିନେତା ଅଲ୍ଲୁ ଅର୍ଜୁନଙ୍କୁ ମିଳିଛି ବଡ଼ ଆଶ୍ୱସ୍ତି। ଏହି ଘଟଣାରେ ଅଭିନେତାଙ୍କୁ ଶୁକ୍ରବାର ଦିନ ହାଇଦ୍ରାବାଦ ନାମପଲ୍ଲି କୋର୍ଟରୁ ନିୟମିତ ଜାମିନ ମିଳିଯାଇଛି। ଡିସେମ୍ବର ୪ରେ ଅଲ୍ଲୁ ଅର୍ଜୁନଙ୍କ ପୁଷ୍ପା-୨ ଫିଲ୍ମର … Read More

ଜିରୋନାଇଟରେ ରାଜରାସ୍ତାରେ ହାତାହାତି, ୪ ପୋଲିସଙ୍କୁ ନିଲମ୍ବିତ କଲେ SP

Spread the love

Spread the loveନୟାଗଡ: ବିଶୃଙ୍ଖଳା ଆଚରଣକୁ ନେଇ ୪ ପୋଲିସ କର୍ମଚାରୀ ନିଲମ୍ବିତ । ୪ ଜଣ ପୋଲିସ କର୍ମଚାରୀଙ୍କୁ ନିଲମ୍ବନ କରିଛନ୍ତି ନୟାଗଡ sp। ସେମାନେ ହେଲେ, ଦିଲ୍ଲୀପ ବେହେରା, ମୁନା ବେହେରା, ସଞ୍ଜୟ ମହାପାତ୍ର, ଦୁର୍ଗା ମାଧବ ଦୋରା । … Read More

ଲାଲୁଙ୍କ ଅଫର୍‌କୁ ପ୍ରତ୍ୟାଖାନ କଲେ ନୀତିଶ କୁମାର

Spread the love

Spread the loveପାଟ୍‌ନା: ସରଗରମ ହେଲାଣି ବିହାର ରାଜନୀତି । ବିହାରର ମୁଖ୍ୟମନ୍ତ୍ରୀ ଏନଡିଏ ଛାଡୁଥିବା ଖବର ଚର୍ଚ୍ଚା ହେବା ପରେ ଜଣଙ୍କ ପରେ ଜଣେ ନେତା ଏନେଇ ବୟାନ ଦେବା ଆରମ୍ଭ କଲେଣି । ଏହାରି ଭିତରେ ଆରଜେଡି ନେତା … Read More

ଆସନ୍ତା ୬ ତାରିଖରେ ରାଜରାସ୍ତାକୁ ଓହ୍ଲାଇବ ବିଜେଡି

Spread the love

Spread the loveଭୁବନେଶ୍ବର: ଆସନ୍ତା ୬ ତାରିଖରେ ରାଜରାସ୍ତାକୁ ଓହ୍ଲାଇବ ବିଜେଡି । ସରକାରଙ୍କ ବିରୋଧରେ ଗର୍ଜିବ । ଅନିୟନ୍ତ୍ରିତ ଦରଦାମ ବୃଦ୍ଧିକୁ ନେଇ ରାଜରାସ୍ତାରେ ସରକାରଙ୍କୁ ଜବାବ ମାଗିବ ବିଜେଡି । ଏଥିପାଇଁ ଜାନୁଆରୀ ୬ ତାରିଖରେ ଦରଦାମ ବୃଦ୍ଧି … Read More

ପର୍ଯ୍ୟଟନସ୍ଥଳୀର ବିକାଶ ପାଇଁ ଉପମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ଜୁଏଲ ଓରାମ

Spread the love

Spread the loveରାଉରକେଲା: ସୁନ୍ଦରଗଡ଼ରେ ରହିଛି ୧୩ରୁ ଅଧିକ ପର୍ଯ୍ୟଟନସ୍ଥଳ। ହେଲେ ଆଜି ପର୍ଯ୍ୟନ୍ତ ବିକାଶ ଦେଖିଛି ମାତ୍ର ୩/୪ଟି ପର୍ଯ୍ୟଟନସ୍ଥଳ। ବର୍ଷ ବର୍ଷ ଧରି ଅବହେଳିତ ଅବସ୍ଥାରେ ରହିଥିବା ଏସବୁସ୍ଥଳକୁ ଆଦୌ ପର୍ଯ୍ୟଟନ ବିଭାଗ ଗୁରୁତ୍ବ ଦେଇନି। ଗତ ସରକାର … Read More

ଦିଲ୍ଲୀରେ କେଜ୍ରିୱାଲଙ୍କୁ ମୋଦିଙ୍କ ଟାର୍ଗେଟ, ‘ଆପ୍’କୁ କହିଲେ ‘ଆପଦା’

Spread the love

Spread the loveଆସନ୍ତା ମାସ(ଫେବୃଆରୀ)ରେ ଦିଲ୍ଲୀ ବିଧାନସଭା ନିର୍ବାଚନ ଅନୁଷ୍ଠିତ ହେବାକୁ ଯାଉଛି। ଏହାପୂର୍ବରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜିଠାରୁ ବିଜେପି ପାଇଁ ଏକ ପ୍ରକାର ନିର୍ବାଚନ ପ୍ରଚାର ଆରମ୍ଭ କରିଛନ୍ତି। ଦିଲ୍ଲୀରେ ବିଭିନ୍ନ ବିକାଶମୂଳକ ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ … Read More

ରାଜ୍ୟର ୨୭ତମ ରାଜ୍ୟପାଳ ଭାବେ ଶପଥ ନେଲେ ଶ୍ରୀ ହରିବାବୁ କମ୍ଭମପତି

Spread the love

Spread the loveଭୁବନେଶ୍ଵର: ଓଡ଼ିଶାର ନୂତନ ରାଜ୍ୟପାଳ ଭାବେ ଶପଥ ନେଲେ ଶ୍ରୀ ହରିବାବୁ କମ୍ଭମପତି । ରାଜ୍ୟର ୨୭ତମ ରାଜ୍ୟପାଳ ଭାବେ ଶପଥ ଗ୍ରହଣ କରିଛନ୍ତି ମିଜୋରାମର ପୂର୍ବତନ ରାଜ୍ୟପାଳ ଶ୍ରୀ ହରିବାବୁ କମ୍ଭମପତି । ରାଜଭବନରେ ଅନୁଷ୍ଠିତ ଭବ୍ୟ … Read More

ଫାଇନାନ୍ସ କମ୍ପାନୀରୁ ସଶସ୍ତ୍ର ଡକାୟତି, ଲୁଟିନେଲେ ୩୦ କେଜିର ସୁନା ଅଳଙ୍କାର

Spread the love

Spread the loveସମ୍ବଲପୁର: ସ୍ପଷ୍ଟ ଦିବାଲୋକରେ ଡକାୟତି । ବନ୍ଧୁକ ମୁନରେ ବ୍ୟାଗ ଭର୍ତ୍ତି ସୁନା ଲୁଟ୍ ଅଭିଯୋଗ ହୋଇଛି । ଲୁଟିନେଲେ ୨୫ରୁ ୩୦ କେଜି ସୁନା । ସମ୍ବଲପୁର ଅଇଁଠାପାଲି ମଣପୁରମ୍ ଫାଇନାନ୍ସ କମ୍ପାନୀରୁ ସଶସ୍ତ୍ର ଡକାୟତି ହୋଇଛି । … Read More

ଡେରା ସଚା ସୌଦାର ମୁଖ୍ୟକୁ ‘ସୁପ୍ରିମ’ ନୋଟିସ

Spread the love

Spread the loveଆତ୍ମଘୋଷିତ ବାବା ତଥା ଡେରା ସଚା ସୌଦାର ମୁଖ୍ୟ ଗୁରମିତ ସିଂହ ଓ ଅନ୍ୟ ୪ ଜଣଙ୍କୁ ସୁପ୍ରିମକୋର୍ଟ ନୋଟିସ କରିଛନ୍ତି। ଡେରା ସଚା ସୌଦାର ପୂର୍ବତନ ମ୍ୟାନେଜର ରଣଜିତ ସିଂହଙ୍କ ହତ୍ୟାକାଣ୍ଡ ଘଟଣାରେ ଏପରି ନୋଟିସ କରାଯାଇଛି। … Read More