୩ ଜଣ ଆଇପିଏସ ଅଫିସରଙ୍କୁ ମିଳିଲା ଡିଜିପି ପାହ୍ୟାକୁ ପଦୋନ୍ନତି
Spread the loveଭୁବନେଶ୍ବର : ରାଜ୍ୟ ସରକାର ୩ ଜଣ ଆଇପିଏସ ଅଫିସରଙ୍କୁ ଡିଜି ପାହ୍ୟାକୁ ପଦୋନ୍ନତି କରିଛନ୍ତି । ସେମାନେ ହେଲେ ୧୯୯୩ ବ୍ୟାଚ୍ ର ଆଇପିଏସ ବିନୟତୋଷ ମିଶ୍ର , ରାଓସାହେବ ପଞ୍ଜାବ୍ରୋ କୋଚେ ଏବଂ ଶୁଶାନ୍ତ କୁମାର ନାଥ … Read More
