ସଂଗ୍ରାମୀଙ୍କୁ ୨୦ ହଜାର ପେନସନ୍, ସଂଗ୍ରାମୀଙ୍କ ସମସ୍ତ ମେଡିକାଲ୍ ଖର୍ଚ୍ଚ ବହନ କରିବେ ଓଡିଶା ସରକାର
Spread the loveଭୁବନେଶ୍ୱର : ଜରୁରୀ କାଳୀନ ପରିସ୍ଥିତିରେ ବନ୍ଦୀ ହୋଇଥିବା ସଂଗ୍ରାମୀଙ୍କୁ ମିଳିବ ୨୦ହଜାର ଟଙ୍କାର ପେନସନ । ସଂଗ୍ରାମୀମାନଙ୍କ ସମସ୍ତ ମେଡିକାଲ୍ ଖର୍ଚ୍ଚ ବହନ କରିବେ ଓଡିଶା ସରକାର । ଏନେଇ ଗୃହ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି … Read More
