କପିଳ ଦେବଙ୍କୁ ହତ୍ୟା କରିବାକୁ ବନ୍ଧୁକ ଧରି ତାଙ୍କ ଘରକୁ ଯାଇଥିଲି: ଯୋଗରାଜ

Spread the love

Spread the loveପୂର୍ବତନ କ୍ରିକେଟର ଯୁବରାଜ ସିଂହଙ୍କ ବାପା ଯୋଗରାଜ ସିଂହ ସର୍ବଦା ବିବାଦୀୟ ମନ୍ତବ୍ୟ ପାଇଁ ଚର୍ଚ୍ଚାରେ ରହିଆସନ୍ତି। ସେ ଏବେ ପୁଣି ଥରେ ଅନୁରୂପ ମନ୍ତବ୍ୟ ପାଇଁ ଚର୍ଚ୍ଚାକୁ ଆସିଛନ୍ତି। ସେ ଏକଦା କପିଳ ଦେବଙ୍କୁ ହତ୍ୟା କରିବାକୁ … Read More

ମଣ୍ଡିରେ ଚାଲିବନି ମିଲରଙ୍କ ମନମାନି: ହେବ କଡା କାର୍ଯ୍ୟନୁଷ୍ଠାନ

Spread the love

Spread the loveଭୁବନେଶ୍ବର: ଏଣିକି ମଣ୍ଡିରେ ଚାଲିବନି ମିଲରଙ୍କ ମନମାନି । କଟନି ଛଟନି କଲେ କଠୋର କାର୍ଯ୍ୟନୁଷ୍ଠାନ ଗ୍ରହଣ କରାଯିବ । ଆଜି ସମବାୟ କର୍ମଚାରୀଙ୍କୁ ଏଭଳି କିଛି ନିର୍ଦ୍ଦେଶ ଦେଇଛନ୍ତି ସମବାୟ ମନ୍ତ୍ରୀ ପ୍ରଦୀପ ବଳ ସାମନ୍ତ । … Read More

ଟୁଇନ ସିଟି ପରେ ଟ୍ରାଇସିଟିର ପରିକଳ୍ପନା କରୁଛନ୍ତି ରାଜ୍ୟ ସରକାର, ଦୂର ହେବ ସହରାଞ୍ଚଳ ଟ୍ରାଫିକ ସମସ୍ୟା :ମନ୍ତ୍ରୀ

Spread the love

Spread the loveଭୁବନେଶ୍ୱର : ନିର୍ମାଣ ହେବ ଅଧିକ ନୂଆ ଓଭର ବ୍ରିଜ। ରାଜ୍ୟ ସରକାର ଏଥିପାଇଁ ପ୍ରାରମ୍ଭିକ ଯୋଜନା ଆରମ୍ଭ କରିଛନ୍ତି । ବିଭିନ୍ନ ସ୍ଥାନରେ ରିଂ ରୋଡ଼ ଓ ଓଭର ବ୍ରିଜ କିପରି ଓ କେମିତି ନିର୍ମାଣ କରାଯାଇ ପାରିବ … Read More

ଭାରତକୁ ବିକଶିତ ରାଷ୍ଟ୍ରରେ ପରିଣତ କରିବ ଆମ ଯୁବ ଶକ୍ତି – ପ୍ରଧାନମନ୍ତ୍ରୀ

Spread the love

Spread the loveପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ କହିଛନ୍ତି ଯେ ଯୁବବର୍ଗଙ୍କ ଶକ୍ତି ଖୁବ୍ ଶୀଘ୍ର ଭାରତକୁ ଏକ ବିକଶିତ ରାଷ୍ଟ୍ରରେ ପରିଣତ କରିବ। ଆଜି ନୂଆଦିଲ୍ଲୀର ଭାରତ ମଣ୍ଡପମଠାରେ ଆୟୋଜିତ ବିକଶିତ ଭାରତ ଯୁବ ନେତା ସଂଳାପ ୨୦୨୫ ଅବସରରେ ଶ୍ରୀ … Read More

‘ନିମୋନିଆ ଭଳି HMPV ର ଲକ୍ଷଣ, ସମାନ ଚିକିତ୍ସା କରାଯିବ’: ସ୍ବାସ୍ଥ୍ୟ ସଚିବ

Spread the love

Spread the loveଭୁବନେଶ୍ବର: ଦେଶରେ ଏବେ ଏଚଏମପିଭିର କାୟା ବିସ୍ତାର କରୁଥିବା ବେଳେ ଏହାକୁ ନେଇ ନଡରିବାକୁ ପରାମର୍ଶ ଦେଇଛି ସ୍ବାସ୍ଥ୍ୟ ବିଭାଗ । କାରଣ ବିଶେଷଜ୍ଞଙ୍କ କହିବାନୁଯାୟୀ, HMPV କେବଳ ଏକ ସାମାନ୍ୟ ଋତୁକାଳୀନ ରୋଗ । ଏଚଏମପିଭି ଆଶଙ୍କା … Read More

ଯୁବ ସମାଜ ଆମ ଭାଷା, ସାହିତ୍ୟ, ସଂସ୍କୃତି ଓ ଦର୍ଶନ ତତ୍ତ୍ୱକୁ ଜାଣିବା ଓ ଏହାର ପ୍ରଚାର ପ୍ରସାର କରିବା ଆବଶ୍ୟକ- ମୁଖ୍ୟମନ୍ତ୍ରୀ

Spread the love

Spread the loveଭୁବନେଶ୍ୱର: ସ୍ୱାମୀ ବିବେକାନନ୍ଦ ଏକ ବ୍ୟକ୍ତିସତ୍ତା ନୁହେଁ ବଂର ଏକ ଚିରଞ୍ଜିବୀ ଚେତନା । ଏହି ନାମ ଏକ ଅତୁଳନୀୟ ଆଦର୍ଶ ଓ ଆଧ୍ୟତ୍ମିକତା ମାଧ୍ୟମରେ ଜୀବନବୋଧକୁ ଉପଲବ୍ଧି କରିବାର ପବିତ୍ର ଓଁକାର ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ … Read More

ହଂସିତାଙ୍କ ସହ ରହିଛି ବିଜେଡି ଲିଙ୍କ୍: ସାଂସଦ ପ୍ରଦୀପ ପୁରୋହିତ

Spread the love

Spread the loveଭୁବନେଶ୍ବର: ‘ହଂସିତା ଠକେଇ ମାମଲାରେ ବିଜେଡି ନେତାଙ୍କ ଲିଙ୍କ ରହିଛି । ବିଜେଡି ନେତା ତଥା ପୂର୍ବତନ ମନ୍ତ୍ରୀ ହଂସିତାଙ୍କୁ ନିୟମ ବାହାରକୁ ଯାଇ କାମ ଦେଇ ରାଜସ୍ବ ଲୁଟୁଥିଲେ ।’  କିଛି ଏପରି ସଂଘେତିକ ବୟାନ ଦେଇ … Read More

ତାମିଲନାଡୁ ବିଧାନସଭାରେ ଜାତୀୟ ସଂଗୀତକୁ ଅଣଦେଖା: ମୁଖ୍ୟମନ୍ତ୍ରୀ-ରାଜ୍ୟପାଳ ମୁହାଁମୁହିଁ

Spread the love

Spread the loveତାମିଲନାଡୁ ବିଧାନସଭାରେ ଜାତୀୟ ସଂଗୀତକୁ ଅଣଦେଖା କରାଯିବା ଘଟଣାକୁ ନେଇ ମୁଖ୍ୟମନ୍ତ୍ରୀ ଏମ.କେ. ଷ୍ଟାଲିନ ଏବଂ ରାଜ୍ୟପାଳ ଆର.ଏନ. ରବିଙ୍କ ମଧ୍ୟରେ ବିବାଦ ଘନୀଭୂତ ହେବାରେ ଲାଗିଛି। ରାଜ୍ୟପାଳ ବିଧାନସଭା ଅଧିବେସନକୁ ସମ୍ବୋଧିତ ନ କରିବାରୁ ମୁଖ୍ୟମନ୍ତ୍ରୀ ଏହାକୁ … Read More

ଛତିଶଗଡ଼ରେ ଏନକାଉଣ୍ଟର: ୩ ନକ୍ସଲ ନିହତ, ବିପୁଳ ପରିମାଣର ବିସ୍ଫୋରକ ଜବତ

Spread the love

Spread the loveମାଲକାନଗିରି:  ଛତିଶଗଡ଼ରେ ପୁଣି ବଡ଼ ଧରଣର ଏନକାଉଣ୍ଟର ହୋଇଛି । ଏଠାରେ  ୩ ନକ୍ସଲ ନିହତ ହୋଇଛନ୍ତି । ମାଲକାନଗିରି ସୀମାନ୍ତ ଛତିଶଗଡ଼ ବିଜାପୁରରେ ଯବାନ-ମାଓବାଦୀ ଗୁଳିବିନିମୟ ହୋଇଛି । ଯବାନଙ୍କ ଗୁଳିରେ ୩ ଜଣ ନକ୍ସଲ ନିହତ ହୋଇଛନ୍ତି। … Read More

ଏଣିକି ବର୍ଷ ସାରା ପାଳନ ହେବ ପଥୋତ୍ସବ

Spread the love

Spread the loveଭୁବନେଶ୍ବର: ଏଣିକି କେବଳ ଶୀତ ଦିନେ ନୁହେଁ, ବର୍ଷ ସାରା ପାଳନ ହେବ ପଥୋତ୍ସବ । ରାଜଧାନୀ ରାଜରାସ୍ତା, ଗଳି କନ୍ଦିରେ ସବୁଠି ସକାଳୁ ସକାଳୁ ଝୁମିବେ ଲୋକେ । ପଥୋତ୍ସବ ନେଇ ବଡ ଘୋଷଣା କରିଛନ୍ତି ଗୃହ … Read More