ମହାରାଷ୍ଟ୍ରରେ ଭାଙ୍ଗିଲା ବିରୋଧୀ ମେଣ୍ଟ ! ଏକା ଲଢ଼ିବାକୁ ଉଦ୍ଧବ ଗୋଷ୍ଠୀର ଘୋଷଣା

Spread the love

Spread the loveମୁମ୍ବାଇ : ଲୋକସଭା ନିର୍ବାଚନ ଓ ବିଭିନ୍ନ ରାଜ୍ୟ ବିଧାନସଭା ନିର୍ବାଚନରେ ଶୋଚନୀୟ ପରାଜୟ ପରେ ‘ଇଣ୍ଡିଆ’ ମେଣ୍ଟର ଅବସ୍ଥା ଶୋଚନୀୟ। ଗୋଟିଏ ପଟେ ଦିଲ୍ଲୀ ବିଧାନସଭା ନିର୍ବାଚନରେ କଂଗ୍ରେସକୁ ଏକପାଖିଆ କରି ମେଣ୍ଟର ସହଯୋଗୀମାନେ ଆମ୍ ଆଦମୀ … Read More

ରାଜ୍ୟର ପ୍ରଥମ ଜୁଡ଼ିସିଆଲ ଆରକାଇଭ୍ ଲୋକାର୍ପିତ, ୧୮୦୦ ମସିହାରୁ ଦସ୍ତାବିଜ ସଂରକ୍ଷିତ

Spread the love

Spread the loveକଟକ ୧୧।୧: ଉଦଘାଟିତ ହେଲା ରାଜ୍ୟର ପ୍ରଥମ ଜୁଡ଼ିସିଆଲ ଆରକାଇଭ । କଟକ ସ୍ଥିତ ଜୁଡ଼ିସିଆଲ ଏକାଡେମୀ ନିକଟରେ ଏହି ଆରକାଇଭ ନିର୍ମିତ ହୋଇଛି । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହାକୁ ଲୋକାର୍ପିତ କରିଛନ୍ତି । ଏହି ଅବସରରେ ମୁଖ୍ୟମନ୍ତ୍ରୀଙ୍କ ସହ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ଏବଂ ମୁଖ୍ୟ … Read More

ପ୍ରବାସୀ ଭାରତୀୟ ସମ୍ମିଳନୀ ଭାରତ ତଥା ଓଡ଼ିଶାରେ ନିବେଶ ପାଇଁ ପ୍ଲାଟଫର୍ମ ତିଆରି କରିଛି : କେ.ଭି. ସିଂହଦେଓ

Spread the love

Spread the loveଭୁବନେଶ୍ବର ୧୧।୧: ପୂର୍ବ ବିଜେଡ଼ି ସରକାର ଓଡ଼ିଶାକୁ ନିବେଶ ଆଣିବା ପାଇଁ ଅନ୍ୟ ରାଜ୍ୟ ଓ ବିଦେଶକୁ ଯାଉଥିଲେ । କିନ୍ତୁ ଏବେ ବିଜେପି ସରକାର ସମୟରେ ନିବେଶକ ମାନେ ଓଡ଼ିଶାରେ ପୁଞ୍ଜିନିବେଶ ପାଇଁ ଆସୁଛନ୍ତି ବୋଲି ଉପ ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ … Read More

କାଉଣ୍ଟର କଲା ବିଜେପି; ନବ ଦାସଙ୍କ ହତ୍ୟା ବେଳେ କାହିଁକି ଚୁପ୍‌ ଥିଲେ ଦୀପାଳି-ଆକାଶ?

Spread the love

Spread the loveଭୁବନେଶ୍ବର : ଦୀପାଳି ଦାସ ଓ ତାଙ୍କ ଭାଇ ଆକାଶ ଦାସଙ୍କୁ କାଉଣ୍ଟର କରିଛି ବିଜେପି। ବାପା ନବ କିଶୋର ଦାସ ହତ୍ୟା ବେଳେ କାହିଁକି ଓ କାହା ପ୍ରରୋଚନାରେ ଦୀପାଳି ଓ ଆକାଶ ଚୁପ୍‌ ଥିଲେ,ତାହା ଆମେ … Read More

ଦିନେ ବଢିଲା ଏକାମ୍ର କାନନରେ ଆୟୋଜିତ ପୁଷ୍ପ ପ୍ରଦର୍ଶନୀ, ଲୋକଙ୍କ ଉତ୍ସାହକୁ ଦୃଷ୍ଟିରେ ରଖି ନିଷ୍ପତ୍ତି

Spread the love

Spread the loveଭୁବନେଶ୍ବର ୧୧।୧: ଗୋଟିଏ ଦିନ ବଢିଲା ପୁଷ୍ପ ପ୍ରଦର୍ଶନୀ । ଏକାମ୍ର କାନନରେ ଆୟୋଜିତ ବାର୍ଷିକ ପୁଷ୍ପ ପ୍ରଦର୍ଶନୀ ଆସନ୍ତା ୧୨ ତାରିଖ ପର୍ଯ୍ୟନ୍ତ ଜାରି ରହିବ । ଲୋକଙ୍କ ଉତ୍ସାହକୁ ଦୃଷ୍ଟିରେ ରଖି ଆଉ ଗୋଟିଏ ଦିନ … Read More

ବିଜେଡ଼ି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କୁ ଭେଟିଲେ ଦୀପାଳି ଦାସ

Spread the love

Spread the loveଭୁବନେଶ୍ବର ୧୧।୧: ବିଜେଡ଼ି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କୁ ଭେଟିଲେ ବିଜେଡ଼ି ନେତ୍ରୀ ଦୀପାଳି ଦାସ । ନବୀନଙ୍କୁ ଭେଟିବା ପରେ ଦୀପାଳି କହିଛନ୍ତି, ନବୀନ ପଟ୍ଟନାୟକ ଆମ ପରିବାର ସହ ପରିବାର ହୋଇ ଠିଆ ହୋଇଥିବାରୁ ଧନ୍ୟବାଦ ଦେଲି । ସେ … Read More

ତାମିଲନାଡୁରେ ବଲାଙ୍ଗିରର ଦୁଇ ଯୁବକଙ୍କ ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର

Spread the love

Spread the loveବଲାଙ୍ଗିର ୧୧।୧: ପୁଣି ଦାଦନ ଶ୍ରମିକଙ୍କୁ ହତ୍ୟା ଅଭିଯୋଗ । ତାମିଲନାଡୁ ରାଜ୍ୟ ଚେନ୍ନାଇ ନିକଟରେ ରେଳ ଧାରଣରୁ ବଲଙ୍ଗିର ସହରର ଦୁଇ ଜଣ ଯୁବକଙ୍କ ଶବ ଉଦ୍ଧାର ହୋଇଛି । ପରିବାର ଲୋକ ହତ୍ୟା ଅଭିଯୋଗ ଆଣିଛନ୍ତି । ବଲାଙ୍ଗିର ଟାଉନ ଥାନା ହାତୀଶାଳପଡାର … Read More

ବିରୋଧୀ ଦଳ ନେତାଙ୍କୁ ଭେଟିଲେ ମୃତ ସହଦେବ ନାୟକଙ୍କ ପରିବାର, ପରିବାରକୁ ଦେଲେ ୫୦ହଜାର ଟଙ୍କା ସହାୟତା

Spread the love

Spread the loveଭୁବନେଶ୍ବର ୧୧।୧: ଚଳିତ ଜାନୁଆରୀ ୮ ତାରିଖ ସକାଳେ ଭୁବନେଶ୍ୱରରେ ଚଞ୍ଚଲ୍ୟ ସୃଷ୍ଟି କରିଥିଲା ରସୁଲଗଡ଼ ଓଭରବ୍ରିଜ୍‌ ଉପରେ ଭୁବନେଶ୍ୱର ମହାନଗର ନିଗମ ସଫେଇ କର୍ମଚାରୀ ସଂଘ ସଭାପତି ସହଦେବ ନାୟକଙ୍କୁ ନିର୍ମମ ହତ୍ୟାକାଣ୍ଡ ଘଟିଥିଲା । ଭୁବନେଶ୍ୱରରେ … Read More

ମହାକୁମ୍ଭ ମେଳା ପାଇଁ ସ୍ବତନ୍ତ୍ର ବସ୍ ସେବା, ପୁରୀରୁ ଅଯୋଧ୍ୟାକୁ ଗଡିବ ସ୍ବତନ୍ତ୍ର ବସ୍

Spread the love

Spread the loveପୁରୀ ୧୧।୧: ମହାକୁମ୍ଭ ମେଳା ୨୦୨୫ ପାଇଁ ସ୍ବତନ୍ତ୍ର ବସ୍ ସେବାର ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ପୁରୀରୁ ଅଯୋଧ୍ୟା ଗଡିବ ସ୍ବତନ୍ତ୍ର ବସ୍ । ରବିବାର ସକାଳ ୧୦ଟାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଭର୍ଚ୍ଚୁଆଲ ମାଧ୍ୟମରେ ଏହି … Read More

କୋର୍ଟରେ ଚାକିରି କରାଇଦବାକୁ କହି ୨୦ଜଣଙ୍କୁ ଚୂନ ଲଗାଇଲେ ସ୍ବାମୀ-ସ୍ତ୍ରୀ

Spread the love

Spread the loveସରକାରୀ ଚାକିରି ବେପାର କରୁଥିଲେ 420 ଦମ୍ପତି। ରାଉରକେଲା କୋର୍ଟରେ ଚାକିରି କରାଇ ଦେବାକୁ ଠକି ନେଇଥିଲେ ୨୦ ଲକ୍ଷରୁ ଅଧିକ ଟଙ୍କା। 420 ଦମ୍ପତିଙ୍କ ମାୟା ଜାଲରେ ଫସିଛନ୍ତି ୧୯ରୁ ୨୦ ଜଣ ବେକାର ଯୁବକ ଓ … Read More