ପ୍ରବାସୀ ଭାରତୀୟ ଦିବସ ସମାରୋହ: ବିଶ୍ୱ ଦେଖିବ ଓଡ଼ିଶା ଐତିହ୍ୟ

Spread the love

Spread the loveଭୁବନେଶ୍ଵର: ଆରମ୍ଭ ହୋଇଛି ତିନି ଦିନିଆ ୧୮ତମ ‘ପ୍ରବାସୀ ଭାରତୀୟ ଦିବସ ସମାରୋହ’। ଓଡ଼ିଶାରେ ପ୍ରଥମ ଥର ପାଇଁ ଏହି କାର୍ଯ୍ୟକ୍ରମ ଆୟୋଜନ ହେଉଥିବାରୁ ରାଜ୍ୟ ସରକାରଙ୍କ ପକ୍ଷରୁ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି। ପ୍ରଥମେ ଯୁବ ପ୍ରବାସୀ ଭାରତୀୟ … Read More

ଭି. ନାରାୟଣନ ଇସ୍ରୋର ନୂଆ ଅଧ୍ୟକ୍ଷ

Spread the love

Spread the loveଭି ନାରାୟଣନ ହେବେ ଭାରତୀୟ ମହାକାଶ ଗବେଷଣା ସଂସ୍ଥା ଇସ୍ରୋର ନୂଆ ଅଧ୍ୟକ୍ଷ। ଇସ୍ରୋ ଅଧ୍ୟକ୍ଷ ତଥା ଅନ୍ତରୀକ୍ଷ ବିଭାଗ ସଚିବ ଭାବେ ତାଙ୍କୁ କେନ୍ଦ୍ର ସରକାର ନିଯୁକ୍ତ କରିଛନ୍ତି। ଆସନ୍ତା ୧୪ ତାରିଖରେ ସେ ଇସ୍ରୋର ବର୍ତ୍ତମାନ … Read More

ଫାଇନାନ୍ସ କମ୍ପାନୀରୁ ୩୦ କେଜି ସୁନା ଚୋରି ଘଟଣା, ରାଞ୍ଚିରୁ ଜଣେ ଡକାୟତ ଗିରଫ

Spread the love

Spread the loveସମ୍ବଲପୁର: ସମ୍ବଲପୁରରୁ ୩୦ କେଜି ସୁନା ଚୋରି ଘଟଣା । ରାଞ୍ଚିରୁ ଜଣେ ଡକାୟତ ଗିରଫ ହୋଇଛି । ସମ୍ବଲପୁର ଜିଲ୍ଲା ଅଇଁଠାପାଲି ଥାନା ଅନ୍ତର୍ଗତ ବୁଢାରଜା ଅଞ୍ଚଳର ମଣପୁରମ ଫାଇନାନ୍ସ ଲିମିଟେଡ଼ କମ୍ପାନୀରୁ ବଡ ଧରଣର ଚୋରି ହୋଇଥିଲା … Read More

ରାଜଧାନୀରେ ବୀଭତ୍ସ ହତ୍ୟାକାଣ୍ଡ, ଯୁବକଙ୍କ ମୁଣ୍ଡ କାଟି ଦେଲେ ଦୁର୍ବୃତ୍ତ

Spread the love

Spread the loveଭୁବନେଶ୍ୱର: ରାଜଧାନୀ ଭୁବନେଶ୍ବରରେ ଯୁବକଙ୍କୁ ବୀଭତ୍ସ ହତ୍ୟା। ପ୍ରବାସୀ ଭାରତୀୟ ଦିବସ ନିମନ୍ତେ ପୁଲିସ୍‌ ଛାଉଣିରେ ପରିଣତ ହୋଇଛି ରାଜଧାନୀ। ରାଜଧାନୀ ଏବେ ଅଭେଦ୍ୟ ଦୁର୍ଗ ପାଲଟିଥିବା ବେଳେ ରସୁଲଗଡ଼- ବାଣୀବିହାର ଜାତୀୟ ରାଜପଥରେ ସକାଳୁ ଘଟିଛି ବୀଭତ୍ସ ହତ୍ୟାକାଣ୍ଡ। … Read More

ମୋଦୀଙ୍କୁ ଧନ୍ୟବାଦ ଦେଲେ ପ୍ରଣବ ମୁଖାର୍ଜୀଙ୍କ ଝିଅ ଶର୍ମିଷ୍ଠା

Spread the love

Spread the loveନୂଆଦିଲ୍ଲୀ: ପୂର୍ବତନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀଙ୍କ ଝିଅ ଶର୍ମିଷ୍ଠା ମୁଖାର୍ଜୀ ମଙ୍ଗଳବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟିଛନ୍ତି। ସୋସିଆଲ ମିଡିଆରେ ପ୍ରଧାନମନ୍ତ୍ରୀ ମୋଦୀଙ୍କ ସହ ଏକ ଫଟୋ ସେୟାର କରି ସେ ପିଏମ ମୋଦୀଙ୍କୁ ପ୍ରଶଂସା କରିବା ସହ … Read More

ପ୍ରବାସୀ ଭାରତୀୟ ଦିବସ ପାଇଁ ରାତି ୯ଟା ଯାଏଁ ଖୋଲା ରହିବ ରାଜ୍ୟ ସଂଗ୍ରହାଳୟ

Spread the love

Spread the loveଭୁବନେଶ୍ୱର: ତିନି ଦିନିଆ ୧୮ ତମ ପ୍ରବାସୀ ଭାରତୀୟ ଦିବସ ସମ୍ମିଳନୀ ପାଇଁ ପ୍ରତ୍ୟେକ ଦିନ ରାତି ୯ ଟା ପର୍ଯ୍ୟନ୍ତ ଖୋଲା ରହିବ ଓଡ଼ିଶା ରାଜ୍ୟ ସଂଗ୍ରହାଳୟ। ଏନେଇ ସଂସ୍କୃତି ମନ୍ତ୍ରୀ ସୂର୍ଯ୍ୟବଂଶୀ ସୁରଜ କହିଛନ୍ତି ଯେ … Read More

ମୋତେ ଆଉଥରେ ମୁଖ୍ୟମନ୍ତ୍ରୀ ନିବାସରୁ ବାହାର କରାଯାଇଛି : ଅତିଶୀ

Spread the love

Spread the loveନୂଆଦିଲ୍ଲୀ: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅତିଶୀ ମାର୍ଲେନା ଦାବି କରିଛନ୍ତି ଯେ କେନ୍ଦ୍ରର ବିଜେପି ସରକାର ତାଙ୍କୁ ଆବଣ୍ଟିତ ମୁଖ୍ୟମନ୍ତ୍ରୀଙ୍କ ବାସଭବନର ଆବଣ୍ଟନକୁ ବାତିଲ କରିଛନ୍ତି। ଦିଲ୍ଲୀରେ ଏକ ସାମ୍ବାଦିକ ସମ୍ମିଳନୀର ସେ କହିଛନ୍ତି ଯେ “ଆମ ଘର ଛଡ଼ାଇ … Read More

ଚାଷୀଙ୍କୁ ଆଗାମୀ ୫ଦିନ ଭିତରେ କ୍ଷତିପୂରଣ ମିଳିବ: ରାଜସ୍ବ ମନ୍ତ୍ରୀ

Spread the love

Spread the loveଭୁବନେଶ୍ବର: ଅଦିନିଆ ବର୍ଷାର ଶିକାର ହୋଇ ଫସଲ କ୍ଷୟକ୍ଷତିର ସାମ୍ନା କରିଥିବା ଚାଷୀଙ୍କୁ ଆଗାମୀ ୫ଦିନ ଭିତରେ କ୍ଷତିପୂରଣ ମିଳିବ। ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାର ମଙ୍ଗଳବାର ଏହି ସୂଚନା ଦେଇଛନ୍ତି। ସେ କହିଛନ୍ତି … Read More

କୋଣାର୍କରେ ସୂର୍ଯ୍ୟ ମନ୍ଦିର ସହ ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କୁ ଦର୍ଶନ କଲେ ଏସ୍. ଜୟଶଙ୍କର

Spread the love

Spread the loveପୁରୀ: ଓଡ଼ିଶାରେ ପ୍ରବାସୀ ଭାରତୀୟ ଦିବସ ଆୟୋଜନରେ ଯୋଗଦେବାକୁ ସୋମବାର ଭୁବନେଶ୍ବର ଆସି ପହଞ୍ଚିଛନ୍ତି କେନ୍ଦ୍ର ବୈଦେଶିକ ବ୍ୟାପାର ମନ୍ତ୍ରୀ ଏସ୍. ଜୟଶଙ୍କର । ଏହାପରେ କୋଣାର୍କର ରାମଚଣ୍ଡୀ ମୁହାଣ ନିକଟ ଇକୋ ରିଟ୍ରିଟ୍‌ରେ ଜୟଶଙ୍କର ରାତ୍ରୀଯାପନ କରିବା … Read More

ନାତିକୁ ନେବା ପାଇଁ ଚାହୁଁଥିଲେ ଅତୁଲଙ୍କ ମା’, ଚର୍ଚ୍ଚାରେ କୋର୍ଟଙ୍କ ‘ଅପରିଚିତ’ ବୟାନ

Spread the love

Spread the loveପତ୍ନୀଙ୍କ ନିର୍ଯାତନା ସହି ନ ପାରି ଜୀବନ ହାରିଥିବା ଏଆଇ ଇଞ୍ଜିନିୟର ଅତୁଲ ସୁଭାଷଙ୍କ ୪ ବର୍ଷର ପୁଅ ଏବେ କେଉଁଠି, ତା’ର ତଥ୍ୟ ମିଳିଛି। ଅତୁଲଙ୍କ ପତ୍ନୀ ନିକିତା ସିଙ୍ଘାନିଆ ନିଜର ଓକିଲଙ୍କ ମାଧ୍ୟମରେ ସୁପ୍ରିମକୋର୍ଟଙ୍କୁ ୪ ବର୍ଷର … Read More