ଖୁବ୍‌ ଶୀଘ୍ର ବଜାରକୁ ଆସିବ ଓମ୍‌ଫେଡ୍‌ ଚକ୍‌ଲେଟ୍‌, ପାଣିବୋତଲ

Spread the love

Spread the loveଭୁବନେଶ୍ୱର: ଓଡ଼ିଶା ରାଜ୍ୟ ସମବାୟ ଦୁଗ୍ଧ ଉତ୍ପାଦକ ମହାସଂଘ ଲିମିଟେଡ୍‌ (ଓମ୍‌ଫେଡ୍‌) ଚକ୍‌ଲେଟ୍‌ ବଜାରରେ ପ୍ରବେଶ କରିବ। ଆଗାମୀ ଦିନରେ ଚକ୍‌ଲେଟ୍‌ ବିକ୍ରି କରିବ। ଓମ୍‌ଫେଡ୍‌ର ପରିଚାଳନା ନିର୍ଦ୍ଦେଶକ ବିଜୟ ଅମୃତ କୁଲାଙ୍ଗେ ବୁଧବାର ଏ ନେଇ ଗଣମାଧ୍ୟମକୁ … Read More

ବଲାଙ୍ଗୀରରେ ଶିଶୁ ବିକ୍ରି, ଭୀମଭୋଇ ମେଡିକାଲ କଲେଜ ହସ୍ପିଟାଲରେ ଡିଲ୍

Spread the love

Spread the loveବଲାଙ୍ଗୀର,୯।୪ : ବଲାଙ୍ଗୀର ଭୀମଭୋଇ ମେଡିକାଲ କଲେଜ ହସ୍ପିଟାଲରେ ଏକ ନବଜାତ ଶିଶୁ ପୁତ୍ର ବିକ୍ରି ପାଇଁ ଡିଲ୍ ହୋଇଥିବା ଜଣାପଡିଛି। ଶିଶୁପୁତ୍ରକୁ ଟଙ୍କା ଦେଇ ଜଣେ ଦମ୍ପତି କିଣିଥିବା ଜଣାପଡିବା ପରେ ହଇଚଇ ସୃଷ୍ଟି ହୋଇଛି। ବଲାଙ୍ଗୀର ସହର … Read More

କୋର୍ଟଙ୍କ ନିର୍ଦ୍ଦେଶ ପରେ OSRTC କାର୍ଯ୍ୟାଳୟର ସମ୍ପତ୍ତି ଆଟାଚ୍‌

Spread the love

Spread the loveସମ୍ବଲପୁର,୯ା୪: OSRTC କାର୍ଯ୍ୟାଳୟର ସ୍ଥାବର ସମ୍ପତ୍ତି ଆଟାଚ୍‌ ହୋଇଛି। ମୁଦିପଡ଼ାସ୍ଥିତ ରାଜ୍ୟ ପରିବହନ ନିଗମ କାର୍ଯ୍ୟାଳୟ ସମ୍ପତ୍ତି ଆଟାଚ୍‌ ହୋଇଛି। ବସ୍‌ ମାଲିକଙ୍କ ବକେୟା ପ୍ରଦାନ ମାମଲାରେ ସମ୍ପତ୍ତି ଆଟାଚ୍‌ ହୋଇଛି। କୋର୍ଟଙ୍କ ନିର୍ଦ୍ଦେଶ ପରେ ସମ୍ପତ୍ତି ଆଟାଚ୍‌ … Read More

୨ ଡ୍ରଗ୍ସ ବେପାରୀଙ୍କୁ ଗିରଫ କଲା କମିଶନରେଟ ପୋଲିସ

Spread the love

Spread the loveଭୁବନେଶ୍ୱର,୯।୪: ରାଜଧାନୀ ଭୁବନେଶ୍ୱରରେ ବଢିଚାଲିଛି ନିଶା କାରବାର। ସହରର ପ୍ରତ୍ୟେକ ଗଳିବନ୍ଦୀରେ ଥିବା ପାନ ଘୁଟୁକା ଦୋକାନ ଏବଂ ବସ୍ତିମାନଙ୍କରେ ଗଞ୍ଜେଇ ସାଙ୍ଗକୁ ‘ଧଳା ଜହର’ ମଧ୍ୟ ଉପଲବ୍ଧ ହେଉଛି। ଏହାରି ମଧ୍ୟରେ ବୁଧବାର କମିଶନରେଟ ପୋଲିସ ୨ … Read More

୨୨ ନକ୍ସଲଙ୍କ ଆତ୍ମସମର୍ପଣ: ୪ ଜଣଙ୍କ ନାମରେ ଥିଲା ୨୬ ଲକ୍ଷ ପୁରସ୍କାର

Spread the love

Spread the loveମାଲକାନଗିରି: ସୀମାନ୍ତ ଛତିଶଗଡ଼ର ବିଜାପୁର ଜିଲ୍ଲା ପୁଲିସ ନିକଟରେ ୨୨ ଜଣ ନକ୍ସଲ ଆତ୍ମସମର୍ପଣ କରିଛନ୍ତି। ଏମାନଙ୍କ ମଧ୍ୟରୁ ୪ ଜଣଙ୍କ ନାମରେ ୨୬ ଲକ୍ଷ ଟଂକାର ପୁରସ୍କାର ଘୋଷଣା ହୋଇଥିଲା। ଏଥିସହ ଏମାନଙ୍କ ମଧ୍ୟରୁ ୬ ଜଣ … Read More

କେନ୍ଦ୍ର ଗୃହମନ୍ତ୍ରୀଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ: ଏକାଧିକ ପ୍ରସଙ୍ଗ‌ରେ କଲେ ଆଲୋଚନା

Spread the love

Spread the loveଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବୁଧବାର କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କୁ ଦିଲ୍ଲୀରେ ଭେଟିଛନ୍ତି। ଶ୍ରୀ ଶାହଙ୍କୁ ଭେଟି ମୁଖ୍ୟମନ୍ତ୍ରୀ ବିଭିନ୍ନ ପ୍ରସଙ୍ଗରେ ଆଲୋଚନା କରିଛନ୍ତି। ରାଜ୍ୟର ବିକାଶ ପାଇଁ ଆଇନଶୃଙ୍ଖଳା ଓ ବିଭିନ୍ନ ପ୍ରସଙ୍ଗରେ ମୁଖ୍ୟମନ୍ତ୍ରୀ … Read More

ପାଣ୍ଡିଆନ୍‌ ଉଭୟ ରାଜ୍ୟ ଓ ଦଳ ପାଇଁ ଭଲ କାମ କରିଛନ୍ତି: ନବୀନ ପଟ୍ଟନାୟକ

Spread the love

Spread the loveଭୁବନେଶ୍ବର: ଓଡ଼ିଶା ସରକାରରେ ପୂର୍ବତନ ୫ଟି ଅଧ୍ୟକ୍ଷ ତଥା ବି‌ଜେଡିରୁ ଇସ୍ତଫା ଦେଇଥିବା ଭୈରବ କାର୍ତ୍ତିକେୟନ ପାଣ୍ଡିଆନ୍‌ଙ୍କ ପାଇଁ ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ସନ୍ଧ୍ୟାରେ ମୁହଁ ଖୋଲିଛନ୍ତି। ନବୀନ ନିବାସରେ ବିଜେଡି ସୁପ୍ରିମୋ ଜାତୀୟ ଗଣମାଧ୍ୟମକୁ … Read More

ଦୁଇ ଭାଗ ହେଲା ଫଲକନୁମା ଏକ୍ସପ୍ରେସ୍

Spread the love

Spread the loveଶ୍ରୀକାକୁଲମ: ପୁଣି ରେଳ ଦୁର୍ଘଟଣା। ଦୁଇ ଭାଗ ହୋଇଗଲା ଫଲକନୁମା ଏକ୍ସପ୍ରେସ୍। ଆନ୍ଧ୍ରପ୍ରଦେଶ ଶ୍ରୀକାକୁଲମର ପଲାସା ନିକଟରେ ମଙ୍ଗଳବାର ଘଟିଛି ଏକ ରେଳ ଦୁର୍ଘଟଣା। ବିଶାଖାପାଟଣା ଦେଇ ସାଲିମାର ଯାଉଥିବା ଫଲକନୁମା ଏକ୍ସପ୍ରେସର ଦୁଇଟି ଏସି ବଗି ଟ୍ରେନରୁ … Read More

ଓଇଆରସିର ଅଧ୍ୟକ୍ଷ ଭାବେ ଶପଥ ନେଲେ ପ୍ରଦୀପ କୁମାର ଜେନା

Spread the love

Spread the loveଭୁବନେଶ୍ୱର: ଓଡ଼ିଶା ବିଦ୍ୟୁତ ନିୟାମକ ଆୟୋଗ (ଓଇଆରସି)ର ଅଧ୍ୟକ୍ଷ ଭାବେ ଶପଥ ନେଲେ ପ୍ରଦୀପ କୁମାର ଜେନା । ତାଙ୍କୁ ଶପଥ ପାଠ କରାଇଛନ୍ତି ରାଜ୍ୟପାଳ ଡ. ହରି ବାବୁ କମ୍ଭମ୍‌ପତି । ଆଜି ରାଜଭବନର ନ୍ୟୁ ଅଭିଷେକ … Read More

ସୁଦୃଶ୍ୟ ଲଘୁଚାପ ପ୍ରଭାବରେ ରାଜ୍ୟରେ ବର୍ଷା ସମ୍ଭାବନା

Spread the love

Spread the loveଭୁବନେଶ୍ବର: ପ୍ରବଳ ଗରମ ଉପରେ ବ୍ରେକ୍‌ ଲାଗିବ। ଅସହ୍ୟ ତାତିରୁ ତ୍ରାହି ମିଳିବ। ବଙ୍ଗୋପସାଗରରେ ସୁଦୃଶ୍ୟ ଲଘୁଚାପ ପ୍ରଭାବରେ ଓଡ଼ିଶାରେ ବର୍ଷା ସମ୍ଭାବନା ରହିଛି। ଏହା ଆସନ୍ତା ୨୪ ଘଣ୍ଟା ଯାଏଁ ଉତ୍ତର ଉତ୍ତର-ପଶ୍ଚିମ ଦିଗରେ ଗତି କରି … Read More