ଦେଶରେ HMPV ଚିହ୍ନଟ ପରେ ଓଡ଼ିଶା ସରକାରଙ୍କ ଛନକା!
Spread the loveଭୁବନେଶ୍ବର : ବେଙ୍ଗାଲୁରୁ ଓ ଗୁଜରାଟରେ HMPV ଚିହ୍ନଟ ହେବା ପରେ ଓଡ଼ିଶା ସରକାରଙ୍କ ଛନକା ପଶିଛି। ପ୍ରାକ୍ ପ୍ରସ୍ତୁତି ଆରମ୍ଭ କରିଛନ୍ତି। ତଥାପି କେନ୍ଦ୍ର ସରକାରଙ୍କ ପକ୍ଷରୁ ଗାଇଡଲାଇନକୁ ଅପେକ୍ଷା କରିଛନ୍ତି। ଗାଇଡ୍ଲାଇନ୍ ଆସିଲେ ପଦକ୍ଷେପ ନେବୁ … Read More
