ଦକ୍ଷିଣ ବଙ୍ଗୋପସାଗରରେ ଲଘୁଚାପ ସମ୍ଭାବନା, ଘଡ଼ଘଡ଼ି ସହ ବର୍ଷା ପାଇଁ ୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି
Spread the loveଭୁବନେଶ୍ୱର : ପୁଣି ଲଘୁଚାପ ସମ୍ଭାବନା । ୪୮ ଘଣ୍ଟା ଭିତରେ ଦକ୍ଷିଣ ବଙ୍ଗୋପସାଗରରେ ଲଘୁଚାପ ସମ୍ଭାବନା । ଦକ୍ଷିଣପୂର୍ବ ବଙ୍ଗୋପସାଗରର ଓ ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ବାୟୁମଣ୍ଡଳରେ ୫.୮ କିମି ଉଚ୍ଚତା ଯାଏ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । … Read More
