କୋର୍ଟରେ ହାଜର ହେଲେ ବିଜେଡି ନେତା ରାଜା ଚକ୍ର

Spread the love

Spread the loveବାଲେଶ୍ବର: କୋର୍ଟରେ ହାଜର ହେଲେ ରାଜା ଚକ୍ର। କ୍ରାଇମବ୍ରାଞ୍ଚ ଆଜି ଓପିଆଇଡି କୋର୍ଟରେ ରାଜା ଚକ୍ରଙ୍କୁ ହାଜର କରିଛି। ଗତକାଲି କ୍ରାଇମବ୍ରାଞ୍ଚ ୫ ଦିନିଆ ରିମାଣ୍ଡ ଆବେଦନ କରିଥିଲା। ଗତ ୧୩ ତାରିଖରେ ଗନ୍ଧମାର୍ଦ୍ଦନ ଖଣି ଲୋଡିଂ ଏଜେନ୍ସି … Read More

ସରିଲା ବିଧାନସଭା ବିଜେଟ୍ ଅଧିବେଶନ, ଅନିର୍ଦ୍ଦିଷ୍ଟ କାଳ ପାଇଁ ଗୃହ ମୁଲତବୀ କଲେ ବାଚସ୍ପତି

Spread the love

Spread the loveଭୁବନେଶ୍ୱର : ସରିଲା ବିଧାନସଭା ବିଜେଟ୍ ଅଧିବେଶନ । ଅନିର୍ଦ୍ଦିଷ୍ଟ କାଳ ପାଇଁ ଗୃହ ମୁଲତବୀ କଲେ ବାଚସ୍ପତି । ବେଶ୍ ରୋଚକ ଥିଲା ବଜେଟ୍ ଅଧିବେଶନ । ଚଳିତ ଅଧିବେଶନରେ ମୋଟ ୨୫ଟି କାର୍ଯ୍ୟ ଦିବସ ଅନୁଷ୍ଠିତ ହୋଇଛି … Read More

ମମତାଙ୍କୁ ସୁପ୍ରିମକୋର୍ଟ ଝଟକା, ୨୫ ହଜାର ଶିକ୍ଷକ ଓ ଅଣଶିକ୍ଷକ କର୍ମଚାରୀଙ୍କ ନିଯୁକ୍ତି ରଦ୍ଦ ଆଦେଶ ବଳବତ୍ତର

Spread the love

Spread the loveଶିକ୍ଷକ ନିଯୁକ୍ତି ଅନିୟମିତତା ମାମଲାରେ ପଶ୍ଚିମବଙ୍ଗ ସରକାରଙ୍କୁ ସୁପ୍ରିମକୋର୍ଟରୁ ବଡ଼ ଝଟକା ମିଳିଛି। ରାଜ୍ୟରେ ହୋଇଥିବା ୨୫ ହଜାର ଶିକ୍ଷକ ଓ ଅଣଶିକ୍ଷକ କର୍ମଚାରୀ ନିଯୁକ୍ତିକୁ ରଦ୍ଦ କରିବା ଲାଗି କଲକାତା ହାଇକୋର୍ଟ ଦେଇଥିବା ରାୟକୁ ସୁପ୍ରିମକୋର୍ଟ ବଳବତ୍ତର … Read More

ରାତି ତମାମ ଚାଲିଲା ବିଧାନସଭା, ଭୋର ୪ଟା ୨୯ରେ ପାରିତ ହେଲା ବିଶ୍ବବିଦ୍ୟାଳୟ ସଂଶୋଧିତ ବିଲ୍

Spread the love

Spread the loveଭୁବନେଶ୍ୱର : ବିଧାନସଭା ଇତିହାସରେ ରେକର୍ଡ । ପ୍ରାୟ ଦୁଇ ଦଶନ୍ଧି ପରେ ରାତି ତମାମ ଚାଲିଲା ବିଧାନସଭା ।  ଭୋର ୪ଟା ୨୯ରେ ପାରିତ ହେଲା ବିଶ୍ବବିଦ୍ୟାଳୟ ସଂଶୋଧିତ ବିଲ୍-୨୦୨୪ ।  ପ୍ରାୟ ୧୨ ଘଣ୍ଟା ଧରି ଚାଲିଲା … Read More

ଗୃହରେ ରାଜ୍ୟ ରାଜପଥ ପ୍ରାଧିକରଣ ବିଲ୍-୨୦୨୫ ପାରିତ

Spread the love

Spread the loveଭୁବନେଶ୍ୱର: ଗୃହରେ ରାଜ୍ୟ ରାଜପଥ ପ୍ରାଧିକରଣ ବିଲ୍-୨୦୨୫ ପାରିତ। ବିଧାନସଭାରେ ୬ଟା ୨୫ ମିନିଟ୍‌ରେ ପାରିତ ହେଲା ବିଲ୍। ନିର୍ମାଣ ହେବ ୭୫ହଜାର କିମି ବିଶ୍ବସ୍ତରୀୟ ସଡ଼କ। ଧାର୍ଯ୍ୟ ସମୟରେ ନିର୍ମାଣ କାର୍ଯ୍ୟ ସାରିବାକୁ ଫାଷ୍ଟଟ୍ରାକ ଆପ୍ରୋଚରେ କାର୍ଯ୍ୟ … Read More

ରାଜ୍ୟସ୍ତରୀୟ ‘ପ୍ରବେଶ ଉତ୍ସବ’, ‘ଖଡିଛୁଆଁ’ ଓ ‘ଶିଶୁ ବାଟିକା’ ର ଶୁଭାରମ୍ଭ

Spread the love

Spread the loveଭୁବନେଶ୍ବର: ହସ ହସ ମୁହଁ, ଚାରି ପାଖରେ କଅଁଳା ଶିଶୁ… କାହାକୁ ତା ହାତ ଧରି ସିଲଟରେ ବ୍ରହ୍ମା… ବିଷ୍ଣୁ… ମହେଶ୍ବର କହି ଶୂନ ବୁଲାଇ ଦେଉଛନ୍ତି ତ କାହା ମଥାରେ ଆଶୀର୍ବାଦର ହାତ ବୁଲାଇ ଆଣୁଛନ୍ତି । … Read More

‘କୋଶଳି ଭାଷା ହେଉ ରାଜ୍ୟ ଭାଷା’; ଦାବି କଲେ ବିଜେଡି ନେତା ପ୍ରସନ୍ନ ଆଚାର୍ଯ୍ୟ

Spread the love

Spread the loveଭୁବନେଶ୍ବର: ବିଧାନସଭାରେ ଉଠିଲା କୋଶଳିକୁ ରାଜ୍ୟ ଭାଷାର ମାନ୍ୟତା ପ୍ରଦାନ ପ୍ରସଙ୍ଗ । ଗୃହରେ ଦାବି ରଖିଛନ୍ତି, ବିରୋଧୀ ଦଳ ଉପନେତା ପ୍ରସନ୍ନ ଆଚାର୍ଯ୍ୟ । ରାଜ୍ୟ ବିଧାନସଭାରେ ବିରୋଧୀ ଦଳର ଉପନେତା ପ୍ରସନ୍ନ ଆଚାର୍ଯ୍ୟ ସମ୍ବଲପୁରୀ କୋଶଳିକୁ … Read More

ପୁନମ ଗୁପ୍ତା ଆରବିଆଇ ଡେପୁଟି ଗଭର୍ଣ୍ଣର ନିଯୁକ୍ତ

Spread the love

Spread the loveଅର୍ଥନୀତିଜ୍ଞ ତଥା ନ୍ୟାସନାଲ କାଉନସିଲ ଅଫ ଆପ୍ଲାଏଡ ଇକୋନୋମିକ ରିସର୍ଚ୍ଚ(ଏନସିଏଇଆର)ର ମହାନିର୍ଦେଶକ ପୁନମ ପାଣ୍ଡେଙ୍କୁ ଭାରତୀୟ ରିଜର୍ଭ ବ୍ୟାଙ୍କ(ଆରବିଆଇ)ର ଡେପୁଟି ଗଭର୍ଣ୍ଣର ଭାବେ ନିଯୁକ୍ତ କରିଛନ୍ତି କେନ୍ଦ୍ର ସରକାର। ସେ ଆଗାମୀ ୩ ବର୍ଷ ପର୍ଯ୍ୟନ୍ତ ଏହି ପଦବୀରେ … Read More

ଅନାସ୍ଥା ଭୋଟରେ ଶାସନ ଗାଦି ହରାଇଲେ ବ୍ୟାସନଗର ପୌରାଧକ୍ଷା ସଂଗୀତା ପିଙ୍ଗୁଆ

Spread the love

Spread the loveଯାଜପୁର :  ଯାଜପୁର ବ୍ୟାସନଗର ପୌରପରିଷଦରେ ଆଜି ଅପରାହ୍ନରେ ଶେଷ ହୋଇଛି ଅନାସ୍ଥା ଭୋଟ । ବିଜେଡ଼ି ବିରୋଧରେ ବିଜେଡିର ରଣହୁଙ୍କାର ବ୍ୟାସନଗର ପୌର ପରିଷଦର ଅଧ୍ୟକ୍ଷା ପଦପାଇଁ ମହାଙ୍ଗା ପଡ଼ିଲା ।  ଅନାସ୍ଥା ଭୋଟରେ ଶାସନ ଗାଦି ହରାଇ … Read More

ଏସିଏଫ୍ ସୌମ୍ୟରଞ୍ଜନ ମହାପାତ୍ରଙ୍କ ମୃତ୍ୟୁ ମାମଲା; ପୁଣି ତଦନ୍ତ ପାଇଁ ଦାବି କଲେ ବିଧାୟକ

Spread the love

Spread the loveଭୁବନେଶ୍ୱର: ଗଜପତି ଜିଲ୍ଲାର ବହୁ ଚର୍ଚ୍ଚିତ ଏସିଏଫ୍ ସୌମ୍ୟରଞ୍ଜନ ମହାପାତ୍ରଙ୍କ ରହସ୍ୟମୟ ମୃତ୍ୟୁ ମାମଲାର ସାନି ତଦନ୍ତ ଦାବି କରିଛନ୍ତି ଓଡ଼ିଶା ବିଧାୟକ ପଦ୍ମଲୋଚନ ପଣ୍ଡା। ବିଧାନସଭାରେ ଶୂନ୍ୟ କାଳରେ ଏହି ପ୍ରସଙ୍ଗ ଉଠାଇ ସିମୁଳିଆର ବିଜେପି ବିଧାୟକ … Read More