ଅନାସ୍ଥା ଭୋଟରେ ଶାସନ ଗାଦି ହରାଇଲେ ବ୍ୟାସନଗର ପୌରାଧକ୍ଷା ସଂଗୀତା ପିଙ୍ଗୁଆ

Spread the love

Spread the loveଯାଜପୁର :  ଯାଜପୁର ବ୍ୟାସନଗର ପୌରପରିଷଦରେ ଆଜି ଅପରାହ୍ନରେ ଶେଷ ହୋଇଛି ଅନାସ୍ଥା ଭୋଟ । ବିଜେଡ଼ି ବିରୋଧରେ ବିଜେଡିର ରଣହୁଙ୍କାର ବ୍ୟାସନଗର ପୌର ପରିଷଦର ଅଧ୍ୟକ୍ଷା ପଦପାଇଁ ମହାଙ୍ଗା ପଡ଼ିଲା ।  ଅନାସ୍ଥା ଭୋଟରେ ଶାସନ ଗାଦି ହରାଇ … Read More

ଏସିଏଫ୍ ସୌମ୍ୟରଞ୍ଜନ ମହାପାତ୍ରଙ୍କ ମୃତ୍ୟୁ ମାମଲା; ପୁଣି ତଦନ୍ତ ପାଇଁ ଦାବି କଲେ ବିଧାୟକ

Spread the love

Spread the loveଭୁବନେଶ୍ୱର: ଗଜପତି ଜିଲ୍ଲାର ବହୁ ଚର୍ଚ୍ଚିତ ଏସିଏଫ୍ ସୌମ୍ୟରଞ୍ଜନ ମହାପାତ୍ରଙ୍କ ରହସ୍ୟମୟ ମୃତ୍ୟୁ ମାମଲାର ସାନି ତଦନ୍ତ ଦାବି କରିଛନ୍ତି ଓଡ଼ିଶା ବିଧାୟକ ପଦ୍ମଲୋଚନ ପଣ୍ଡା। ବିଧାନସଭାରେ ଶୂନ୍ୟ କାଳରେ ଏହି ପ୍ରସଙ୍ଗ ଉଠାଇ ସିମୁଳିଆର ବିଜେପି ବିଧାୟକ … Read More

୫୬୦୦ କିଲୋମିଟର ରାଜପଥ ନିର୍ମାଣ କରିଛି ଜାତୀୟ ରାଜପଥ କର୍ତ୍ତୃପକ୍ଷ

Spread the love

Spread the loveଜାତୀୟ ରାଜପଥ କର୍ତ୍ତୃପକ୍ଷ – ଏନ୍ଏଚ୍ଏଆଇ ୨୦୨୪-୨୫ ଆର୍ଥିକ ବର୍ଷରେ ୫ ହଜାର ୧୫୦ କିଲୋମିଟର ଜାତୀୟ ରାଜପଥ ନିର୍ମାଣ ଲକ୍ଷ୍ୟ ଧାର୍ଯ୍ୟ କରିଥିବା ବେଳେ ୫୬୦୦ କିଲୋମିଟରରୁ ଅଧିକ ଜାତୀୟ ରାଜପଥ ନିର୍ମାଣ କରିଛନ୍ତି। ସଡ଼କ ପରିବହନ … Read More

ଝାଡୁ ମରାକୁ ନେଇ ଛାତ୍ରଙ୍କୁ ଆକ୍ରମଣ, ଅଭିଯୋଗ ପରେ ବୈଠକ କଲେ ପ୍ରଧାନଶିକ୍ଷକ

Spread the love

Spread the loveବାଲେଶ୍ବର: ଝାଡୁ ମରାକୁ ନେଇ ଛାତ୍ରଙ୍କୁ ଆକ୍ରମଣ । ଅଷ୍ଟମ ଓ ନବମ ଶ୍ରେଣୀ ଛାତ୍ରଙ୍କୁ ଆକ୍ରମଣ କଲେ ଦଶମ ଶ୍ରେଣୀ ଛାତ୍ର ।  ବାଲେଶ୍ବର ଜିଲ୍ଲା ନୀଳଗିରି ବ୍ଲକ ଜାମୁଡିହା ପଂଚାୟତର ବଣଭୂଇଁ ଆଶ୍ରମ ସ୍କୁଲରୁ ଅଭିଯୋଗ ହୋଇଛି … Read More

ୱାକଫ ବିଧେୟକକୁ ସ୍ବାଗତ କଲେ ଦିଲ୍ଲୀ ହଜ୍‌ କମିଟି ଅଧ୍ୟକ୍ଷା

Spread the love

Spread the loveୱାକଫ ସଂଶୋଧନ ବିଧେୟକ ବୁଧବାର ସଂସଦରେ ଆଗତ ହୋଇଛି। ଏହା ଉପରେ ୮ ଘଣ୍ଟା ଆଲୋଚନା ହେବ। ତେବେ ବିଧେୟକକୁ ବିରୋଧୀ ଦଳଗୁଡ଼ିକ ବିରୋଧ କରିଆସୁଛନ୍ତି। ଏହା ମଧ୍ୟରେ ବିଧେୟକକୁ ସ୍ବାଗତ କରିଛନ୍ତି ଦିଲ୍ଲୀ ହଜ୍‌ କମିଟି ଅଧ୍ୟକ୍ଷା … Read More

ଆଜିଠୁ ୩ ଦିନ କାଳବୈଶାଖୀ ସମ୍ଭାବନା !, ଘଡ଼ଘଡ଼ି ଓ ବର୍ଷା ପାଇଁ ୧୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

Spread the love

Spread the loveଭୁବନେଶ୍ୱର :  ତାତିରେ ଲାଗିବ ବ୍ରେକ୍ ।  ଆଜିଠୁ ୩ ଦିନ କାଳବୈଶାଖୀ ସମ୍ଭାବନା ।  ଆସନ୍ତା ୨୪ ଘଣ୍ଟାରେ ଘଡ଼ଘଡ଼ି ଓ ବର୍ଷା ପାଇଁ ୧୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି। ୩୦ରୁ ୪୦ କିଲୋମିଟର ବେଗରେ ବହିବ … Read More

ବିଦ୍ୟୁତ୍ ଆଘାତରେ ୫ ବର୍ଷରେ ଗଲାଣି ୨୭ ହାତୀଙ୍କ ଜୀବନ

Spread the love

Spread the loveଭୁବନେଶ୍ବର: ବିଦ୍ୟୁତ୍ ଆଘାତରେ ଯାଉଛି ହାତୀ ଜୀବନ । ଏହି ଚିନ୍ତାଜନକ ପ୍ରସଙ୍ଗ  ବୁଧବାର ଦିନ  ବିଧାନସଭାରେ ଉପସ୍ଥାପିତ ହୋଇଛି। ଉପମୁଖ୍ୟମନ୍ତ୍ରୀ କେ.ଭି. ସିଂହ ଦେଓ ଏକ ପ୍ରଶ୍ନର ଉତ୍ତରରେ ସୂଚନା ପ୍ରଦାନ କରିଛନ୍ତି ଯେ, ଗତ ପାଞ୍ଚ … Read More

ପ୍ରେମିକକୁ ଅପହରଣ କଲା ପ୍ରେମିକା, ଅଭିଯୁକ୍ତଙ୍କ ଠାରୁ ୨ ଟି କାର ଓ ୪ଟି ମୋବାଇଲ ଜବତ

Spread the love

Spread the loveଭୁବନେଶ୍ୱର : ପ୍ରେମିକକୁ ଅପହରଣ ଷଡ଼ଯନ୍ତ୍ର ରଚିଲା ପ୍ରେମିକା ।  ୧୦ ଲକ୍ଷ ଟଙ୍କା ମୁଣ୍ଡ ଜାମିନ ରଖି ଭଉଣୀ ଦେଉଥିଲା ଧମକ । ରାଜଧାନୀରୁ ଆସିଲା ହେଟ୍ ଲଭ ଷ୍ଟୋରି ଘଟଣା ।  ପ୍ରେମିକାର ଚରିତ୍ରକୁ ପ୍ରେମିକ ସନ୍ଦେହ … Read More

୪ରେ ବ୍ୟାଙ୍କକ୍‌ ଯିବେ ପ୍ରଧାନମନ୍ତ୍ରୀ ମୋଦୀ

Spread the love

Spread the loveବେ ଅଫ୍‌ ବେଙ୍ଗଲ ଇନିସିଏଟିଭ ଫର ମଲ୍ଟି ସେକ୍ଟୋରାଲ ଟେକ୍ନିକାଲ ଆଣ୍ଡ ଇକୋନୋମିକ କୋଅପରେସନ(ବିମଷ୍ଟେକ) ଶିଖର ସମ୍ମେଳନ ଆସନ୍ତା ୪ ତାରିଖରୁ ଥାଇଲାଣ୍ଡର ରାଜଧାନୀ ବ୍ୟାଙ୍କକରେ ଆୟୋଜିତ ହେବ। ଏହି ସମ୍ମିଳନୀ ପୂର୍ବରୁ ୨ ତାରିଖରେ ବରିଷ୍ଠ ଅଧିକାରୀଙ୍କ … Read More

ଘରେ ଚାଲିଥିଲା ସେକ୍ସ ରକେଟ୍; ବୃଦ୍ଧ ଦମ୍ପତିଙ୍କ ସମେତ ୩ ଗିରଫ

Spread the love

Spread the loveରାଉରକେଲା: ରାଉରକେଲାର ଜଗଦା ଅଞ୍ଚଳର ଏକ ଘରୁ ସେକ୍ସ ରାକେଟ ଚଳାଉଥିବା ଅଭିଯୋଗରେ ଜଣେ ବୃଦ୍ଧ ଦମ୍ପତି ସମେତ ତିନି ଜଣଙ୍କୁ ଗିରଫ କରାଯାଇଛି। ଗିରଫ ହୋଇଥିବା ବ୍ୟକ୍ତିମାନେ ହେଉଛନ୍ତି ଜୋସ୍ନା ବିଶ୍ୱାଳ (୬୨), ତାଙ୍କ ସ୍ୱାମୀ ଉପେନ୍ଦ୍ର … Read More