ରାଉରକେଲାରେ ସେକ୍ସ ରାକେଟ୍ ଠାବ: ୫ ମହିଳା ଉଦ୍ଧାର, ୫ ଦଲାଲ ଅଟକ
Spread the loveରାଉରକେଲା: ସ୍ଥାନୀୟ ଜଗଦା ଅଞ୍ଚଳରେ ଏକ ବଡ଼ଧରଣର ସେକ୍ସ ରାକେଟ୍ ଠାବ କରିବାରେ ପୁଲିସ ସଫଳ ହୋଇଛି। ସେକ୍ସ ରାକେଟ ଚଳାଇବା ଅଭିଯୋଗରେ ଜଣେ ମହିଳାଙ୍କ ସମେତ ୫ ଜଣ ଦଲାଲଙ୍କୁ ପୁଲିସ ଅଟକ ରଖିଛି। ଏହା ସହ … Read More
