କାନାଡାରେ ଭାରତୀୟ ଯୁବତୀଙ୍କ ଉପରେ ଆକ୍ରମଣ

Spread the love

Spread the loveଓଟାଓ୍ବା: କାନାଡାର କାଲଗାରିରେ ଜଣେ ଭାରତୀୟ ଯୁବତୀଙ୍କ ଉପରେ ଆକ୍ରମଣ ହୋଇଛି । ଏହି ଆକ୍ରମଣର ଭିଡିଓ  ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ଭିଡିଓରେ ଜଣେ ବ୍ୟକ୍ତି ବୋ ଭ୍ୟାଲି କଲେଜ ଟ୍ରେନ୍ ଷ୍ଟେସନର ପ୍ଲାଟଫର୍ମରେ ଜଣେ … Read More

ପିଇଓ ସ୍ତ୍ରୀଙ୍କ ପାଇଁ ସ୍ବାମୀ ନେଉଥିଲେ ଲାଞ୍ଚ: ଭିଜିଲାନ୍ସ ଜାଲରେ ପତି-ପତ୍ନୀ

Spread the love

Spread the loveଭୁବନେଶ୍ଵର: ଭିଜିଲାନ୍ସ ଜାଲରେ ପିଇଓ ଓ ତାଙ୍କ ସ୍ଵାମୀ। ସ୍ତ୍ରୀ କରିଛନ୍ତି ଚାକିରି, ସ୍ବାମୀ ନେଉଛନ୍ତି ଲାଞ୍ଚ। ସ୍ତ୍ରୀଙ୍କ ପାଇଁ ସ୍ବାମୀ ଲାଞ୍ଚ ନେଉଥିବାବେଳେ ଭିଜିଲାନ୍ସ ହାତରେ ଧରା ପଡ଼ିଯାଇଛନ୍ତି । ଏପରି ରୋଚକ ଘଟଣା ଘଟିଛି ବରଗଡ଼ … Read More

ରୋଲରରେ ଚାପିହୋଇ ତିନି ଶ୍ରମିକଙ୍କ ମୃତ୍ୟୁ ଘଟଣା, ୪ ଲକ୍ଷ ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

Spread the love

Spread the loveକାମାକ୍ଷାନଗର: କାମାକ୍ଷାନଗର ରେକୁଳାରେ ସଡ଼କ ଦୁର୍ଘଟଣାରେ ତିନି ଶ୍ରମିକଙ୍କ ମୃତ୍ୟୁ ଘଟଣାରେ ଗଭୀର ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଶୋକସନ୍ତପ୍ତ ପରିବାରକୁ ଗଭୀର ସମବେଦନା ଜଣାଇବା ସହ ୪ ଲକ୍ଷ ଟଙ୍କାର ସହାୟତା ରାଶି ଘୋଷଣା … Read More

ସ୍ବାସ୍ଥ୍ୟମନ୍ତ୍ରୀଙ୍କ ଜାତିଗତ ପ୍ରମାଣପତ୍ରକୁ ନେଇ ଉଠିଲା ପ୍ରଶ୍ନ

Spread the love

Spread the loveସୁବର୍ଣ୍ଣପୁର: ସ୍ବାସ୍ଥ୍ୟମନ୍ତ୍ରୀ ଡ଼କ୍ଟର ମୁକେଶ ମହାଲିଙ୍ଗଙ୍କ ଜାତିଗତ ପ୍ରମାଣପତ୍ରକୁ ନେଇ ଉଠିଲା ପ୍ରଶ୍ନ । ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ପୂର୍ତ୍ତ ବିଭାଗ ଡାକ ବଙ୍ଗଳାରେ କେଉଟ, ଧିବର ଓ କୈବର୍ତ୍ତ ହଟାଅ ଅଲ୍‌ ଓଡ଼ିଶା କ୍ରିୟାନୁଷ୍ଠାନ କମିଟି ପକ୍ଷରୁ … Read More

ଗୋଡ଼ର ଅସ୍ତ୍ରୋପଚାର ପରେ ହସ୍ପିଟାଲ ୱାର୍ଡକୁ କାର୍ଯ୍ୟାଳୟ କଲେ ଜିଲ୍ଲା ସଭାପତି

Spread the love

Spread the loveନୂଆଦିଲ୍ଲୀ: ଉତ୍ତରପ୍ରଦେଶର କାନପୁରରେ ବିଜେପି ଜିଲ୍ଲା ସଭାପତି ଅନିଲ ଦୀକ୍ଷିତଙ୍କ ଏକ ଫଟୋ ଚର୍ଚ୍ଚାରେ ରହିଛି। ଅନିଲ ଦୀକ୍ଷିତଙ୍କୁ ନିକଟରେ କାନପୁର ଉତ୍ତରର ଜିଲ୍ଲା ସଭାପତି ଭାବରେ ନିଯୁକ୍ତ କରାଯାଇଥିଲା । ଏହି ନିଯୁକ୍ତିର ମାତ୍ର ଗୋଟିଏ ଦିନ … Read More

ରାଜ୍ୟରେ ରହିଛି ୪୫୩୯ ରକ୍ତଚନ୍ଦନ ଗଛ

Spread the love

Spread the loveଭୁବନେଶ୍ବର: ରାଜ୍ୟରେ ୪୫୩୯ ରକ୍ତଚନ୍ଦନ ଗଛ ରହିଛି । ଏନେଇ ଆଜି ଗୃହରେ ତଥ୍ୟ ରଖିଛନ୍ତି ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ଗଣେଶ ରାମ ସିଂ ଖୁଣ୍ଟିଆ । ବିଜେଡି ବିଧାୟକ ଅରୁଣ ସାହୁଙ୍କ ପ୍ରଶ୍ନର ଲିଖିତ ଉତ୍ତର … Read More

ପୋଲିସକୁ ବାନ୍ଧିଲା ପୋଲିସ, ଗଞ୍ଜେଇ ଚାଲାଣରେ ୩ଜଣ ଆଇଆରବି ଯବାନ ଗିରଫ

Spread the love

Spread the loveବୌଦ୍ଧ: ପୋଲିସକୁ ବାନ୍ଧିଲା ପୋଲିସ । ଗଞ୍ଜେଇ ଚୋରା ଚାଲାଣ ଅଭିଯୋଗରେ ୩ ଆଇଆରବି ଯବାନ ଗିରଫ । ବୌଦ୍ଧ ଜିଲ୍ଲା ମନମୁଣ୍ଡା ଥାନାରେ ଏପରି ଘଟଣା ଦେଖିବାକୁ ମିଳିଛି । ମନମୁଣ୍ଡା ଥାନା ପୋଲିସ ବାରାକରୁ ୧୫ କେଜି … Read More

ଶପଥ ଗ୍ରହଣ ଉତ୍ସବ ପୂର୍ବରୁ ମହାପ୍ରଭୁଙ୍କ ଆଶିଷ ନେଲେ ଜଷ୍ଟିସ୍‌ ହରିଶ ଟଣ୍ଡନ

Spread the love

Spread the loveପୁରୀ: ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ଶପଥ ଗ୍ରହଣ ଉତ୍ସବ ପୂର୍ବରୁ ଓଡ଼ିଶାରେ ପହଞ୍ଚି ପୁରୀ ଗସ୍ତରେ ଜଷ୍ଟିସ୍‌ ହରିଶ ଟଣ୍ଡନ । ସେଠାରେ ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କୁ ଦର୍ଶନ କରିବା ସହ ଆଶିଷ ଲାଭ କରିଛନ୍ତି ଜଷ୍ଟିସ୍‌ … Read More

ପୁଣି ଥରେ ମୁହଁମୁହିଁ ହେଲେ ନୀତିଶ କୁମାର ଓ ରାବ୍ରୀ ଦେବୀ

Spread the love

Spread the loveପାଟ୍‌ନା: ବିହାରରେ ପୁଣି ଥରେ ମୁଖ୍ୟମନ୍ତ୍ରୀ ନୀତିଶ କୁମାର ଏବଂ ପୂର୍ବତନ ମୁଖ୍ୟମନ୍ତ୍ରୀ ରାବ୍ରୀ ଦେବୀଙ୍କ ମଧ୍ୟରେ ବିବାଦ ଦେଖିବାକୁ ମିଳିଛି। ବିହାର ବିଧାନ ପରିଷଦର କାର୍ଯ୍ୟକାଳ ସମୟରେ ଉଭୟ ନେତା ପୁଣି ପରସ୍ପର ସହିତ ଝଗଡ଼ା କରୁଥିବାର ଦେଖାଯାଇଥିଲା। … Read More

ମହିଳାଙ୍କ ଘରୁ ଜବତ ହେଲା ୨୦କେଜି ସୁନା, ବିପୁଳ ୫୦୦ ଟଙ୍କିଆ ନୋଟ୍ !

Spread the love

Spread the loveପୁରୀ: ଲୋନ ଦେବାକୁ କହି ଲୋକମାନଙ୍କୁ ପ୍ରାୟ ୨କୋଟି ଟଙ୍କା ଠକିବା ଅଭିଯୋଗରେ ଚନ୍ଦନପୁର ପୋଲିସ ଜଣେ ମହିଳାଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ଗିରଫ ମହିଳା ହେଉଛନ୍ତି ତିଳୋତ୍ତମା ପ୍ରଧାନ। ତାଙ୍କୁ ବିଚାର ବିଭାଗୀୟ ହାଜତକୁ … Read More