ଓଡ଼ିଶାରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ସ୍ବାଗତ କଲେ ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀ
Spread the loveଭୁବନେଶ୍ୱର: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସୋମବାର ଦିନ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସି ପହଞ୍ଚିଛନ୍ତି। ତାଙ୍କୁ ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ରାଜ୍ୟପାଳ ଡକ୍ଟର ହରିବାବୁ କାମ୍ଭମପତି ଏବଂ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସ୍ୱାଗତ କରିଛନ୍ତି। … Read More
