୭ ନକ୍ସଲ ଗିରଫ

Spread the love

Spread the loveମାଲକାନଗିରି: ମାଲକାନଗିରି ସୀମାନ୍ତ ଛତିଶଗଡର ସୁକମା ପୁଲିସକୁ ଆଉ ଏକ ବଡ ସଫଳତା ମିଳିଛି। ପୁଲିସ ୭ ନକ୍ସଲଙ୍କୁ ଗିରଫ କରିଛି। ଜିଲ୍ଲା ପୁଲିସ,କୋବ୍ରା ଯବାନ ମିଳିତ ଭାବେ ଚିନ୍ତାଗୁମ୍ଫା ଥାନା ଅଞ୍ଚଳର ମେଟାଗୁଡା,ଏରନପାଲୀ,ଦୁଲେଡ ଗ୍ରାମ୍ୟ ଜଙ୍ଗଲରେ ସର୍ଚ୍ଚ … Read More

ମହାପ୍ରଭୁଙ୍କ ସେବା ବେଳେ ଟଳିପଡିଲେ ସୁଆର ବଡୁ ସେବାୟତ ଜଗନ୍ନାଥ ମେକାପ

Spread the love

Spread the loveପୁରୀ ୧୫।୧: ମହାପ୍ରଭୁଙ୍କ ସେବା କରୁଥିବା ସମୟରେ ଟଳି ପଡିଲେ ସେବାୟତ । ପୁରୀ ଶ୍ରୀମନ୍ଦିରରେ ଘଟିଛି ଏଭଳି ଅଭାବନୀୟ ଘଟଣା। ମୃତକ ହେଉଛନ୍ତି ମାଟି ମଣ୍ଡପ ସାହିର ସୁଆର ବଡୁ ସେବାୟତ ଜଗନ୍ନାଥ ମେକାପ। ସୂଚନାଯୋଗ୍ୟ ଯେ, ବୁଧବାର ମଧ୍ୟାହ୍ନ ସମୟରେ ମହାପ୍ରଭୁଙ୍କ ଦ୍ବିପ୍ରହର … Read More

କର୍ନଫ୍ଲେକ୍ସ ପ୍ୟାକେଟରେ ବ୍ୟାଙ୍କକ୍‌ରୁ ଗଞ୍ଜେଇ ଆଣିଥିଲେ ଯାତ୍ରୀ, ବିମାନବନ୍ଦରରେ ଧରାପଡ଼ିଲେ

Spread the love

Spread the loveଭୁବନେବର : କର୍ନଫ୍ଲେକ୍ସ ଓ ଚକୋଜ୍‌ ପ୍ୟାକେଟରେ ଗଞ୍ଜେଇ ଭର୍ତ୍ତି କରି ବ୍ୟାଙ୍କକରୁ ଭୁବନେଶ୍ଵର ଆଣୁଥିଲେ ଯାତ୍ରୀ। ହେଲେ ଭୁବନେଶ୍ଵର ଅନ୍ତର୍ଜାତୀୟ ବିମାନବନ୍ଦରରେ ଧରାପଡ଼ିଗଲେ। ସୀମା ଶୁଳ୍କ ଅଧିକାରୀମାନେ ଯାତ୍ରୀଙ୍କୁ ଗିରଫ କରିବା ସହିତ ତାଙ୍କଠାରୁ ୮ ପ୍ୟାକେଟ … Read More

ଶ୍ରୀନଅରରେ ସରିଲା ଗଜପତି ମହାରାଜଙ୍କ ପୁଷ୍ୟାଭିଷେକ ନୀତି

Spread the love

Spread the loveପୁରୀ: ପୁଷ୍ୟା ନକ୍ଷତ୍ର ତିଥିରେ ଶ୍ରୀନଅରରେ ଅନୁଷ୍ଠିତ ହୋଇଛି ଗଜପତି ମହାରାଜଙ୍କ ପୁଷ୍ୟାଭିଷେକ ନୀତି। ସୋମବାର ଶ୍ରୀମନ୍ଦିରରେ ପୌଷପୂର୍ଣ୍ଣିମା ଅବସରରେ ମହାପ୍ରଭୁଙ୍କ ଦେବାଭିଷେକ ନୀତି ସମ୍ପର୍ଣ୍ଣ ହେବା ପରେ ପରମ୍ପରା ଅନୁଯାୟୀ ବୁଧବାର ଶ୍ରୀନଅରରେ ମଧ୍ୟ ଗଜପତିଙ୍କର ରାଜାଭିଷେକ … Read More

ଏସସିଇଆରଟି ରେ ବିଚିତ୍ର ନୀତି : କାମ ପାଇଁ ତାଗିଦ କଲେ ଅଫିସର ଦୋଷୀ, ଶୋଷକ !!

Spread the love

Spread the loveଭୁବନେଶ୍ବର  :  ରାଜ୍ୟ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗରେ ଥିବା ଏସସିଇଆରଟି ବିଭିନ୍ନ କାମ କରିଥାଏ ଯେମିତିକି ଶିକ୍ଷକମାନଙ୍କ ତାଲିମ, ପାଠ୍ୟକ୍ରମ ପ୍ରସ୍ତୁତି ଓ ବିକାଶ, ପାଠ୍ୟପୁସ୍ତକ ଲାଗି ଗବେଷଣା, ଏନଟିଏସ ତାଲିମ ଆଦି କାର୍ଯ୍ୟ | ଏହି … Read More

ଜୋତା ବଣ୍ଟା ବିବାଦକୁ ନେଇ ପ୍ରବେଶ ବର୍ମାଙ୍କ ବିରୋଧରେ ଏଫଆଇଆର ପାଇଁ ନିର୍ଦ୍ଦେଶ, ଏସଏଚଓଙ୍କୁ ଚିଠି ଲେଖିଲେ ନିର୍ବାଚନ ଅଧିକାରୀ

Spread the love

Spread the loveନୂଆଦିଲ୍ଲୀ: ବିଜେପି ନେତା ତଥା ନୂଆଦିଲ୍ଲୀ ସିଟ୍‌ରୁ ପ୍ରାର୍ଥୀ ହୋଇଥିବା ପ୍ରବେଶ ବର୍ମାଙ୍କ ବିରୋଧରେ ମାମଲା ରୁଜୁ କରିବାକୁ ନିର୍ବାଚନ ଆୟୋଗଙ୍କ ନିର୍ଦ୍ଦେଶ। ନିର୍ବାଚନ ଅଧିକାରୀ ଏସଏଚଓଙ୍କୁ ଚିଠି ଲେଖି ବର୍ମାଙ୍କ ବିରୋଧରେ ନିର୍ବାଚନ ଆଚରଣ ବିଧି ଉଲ୍ଲଘଂନ … Read More

ବିଜେପି, ଆରଏସଏସ ଓ ଭାରତ ବିରୋଧରେ କଂଗ୍ରେସ ଲଢ଼େଇ କରୁଛି: ରାହୁଲ ଗାନ୍ଧୀ

Spread the love

Spread the loveନୂଆଦିଲ୍ଲୀ : କଂଗ୍ରେସ ସାଂସଦ ରାହୁଲ ଗାନ୍ଧୀଙ୍କ ମନ୍ତବ୍ୟକୁ ନେଇ ପୁଣି ଥରେ ବିବାଦ ଆରମ୍ଭ ହୋଇଛି। ଦଳୀୟ କର୍ମୀଙ୍କୁ ଉଦବୋଧନ ଦେଉ ଦେଉ ଦେଶ ବିରୋଧୀ ମନ୍ତବ୍ୟ ଦେଇ ବିବାଦ ଭିତରକୁ ଠେଲି ହୋଇଯାଇଛନ୍ତି ରାହୁଲ। ଯାହାକୁ … Read More

ପୂଜା ଖେଡକରଙ୍କ ଗିରଫଦାରୀ ଉପରେ ରୋକ୍‌, ସୁପ୍ରିମକୋର୍ଟରୁ ମିଳିଲା ବଡ଼ ଆଶ୍ୱସ୍ତି

Spread the love

Spread the loveନୂଆଦିଲ୍ଲୀ: ମହାରାଷ୍ଟ୍ରର ବହୁଚର୍ଚ୍ଚିତ ପୂର୍ବତନ ଟ୍ରେନି  ଆଇଏଏସ୍ ଅଧିକାରୀ ପୂଜା ଖେଡକରଙ୍କୁ ବଡ଼ ଆଶ୍ୱସ୍ତି। ପୂଜା ଖେଡକରଙ୍କ ଗିରଫଦାରୀ ଉପରେ ସୁପ୍ରିମକୋର୍ଟ ସ୍ଥଗିତ ରଖିଛନ୍ତି। ହାଇକୋର୍ଟରୁ ଜାମିନ ନ ପାଇବା ପରେ ପୂଜା ଏହାକୁ ଚାଲେଞ୍ଜ କରି ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ। ଗତବର୍ଷ UPSC ଦ୍ୱାରା ପୂଜା ଖେଡକରଙ୍କ ପ୍ରାର୍ଥୀପତ୍ର ବାତିଲ କରାଯାଇଥିଲା। ଅନ୍ୟ … Read More

ତାହିର ହୁସେନଙ୍କ ଜାମିନ ଆବେଦନକୁ ଦିଲ୍ଲୀ ପୋଲିସର ବିରୋଧ, କହିଲା- ନିର୍ବାଚନ ଲଢିବା ନୁହେଁ ମୌଳିକ ଅଧିକାର

Spread the love

Spread the loveନୂଆଦିଲ୍ଲୀ ୧୫।୧: ଦିଲ୍ଲୀ ପୋଲିସ ଫେବୃଆରୀ ୨୦୨୦ ଦଙ୍ଗା ସମ୍ପର୍କିତ ଏକ ହତ୍ୟା ମାମଲାରେ ଅଭିଯୁକ୍ତ ତଥା ପୂର୍ବତନ ଆମ ଆଦମୀ ପାର୍ଟି (ଆପ) ନେତା ତାହିର ହୁସେନଙ୍କ ଜାମିନ ଆବେଦନକୁ କୋର୍ଟରେ ବିରୋଧ କରିଛି। ତାହିର ହୁସେନ ଏଆଇଏମଆଇଏମ … Read More

ବିଏସଏଫକୁ ମିଳିବ ପର୍ଶୁରାମଙ୍କ ଅସ୍ତ୍ର ’ଭାର୍ଗବାସ୍ତ୍ର’

Spread the love

Spread the loveନୂଆଦିଲ୍ଲୀ: ସୀମାରେ ଅଶାନ୍ତି ସୃଷ୍ଚି କରିବାରେ ପାକିସ୍ତାନ ବେଶ୍‌ ଧୁରନ୍ଧର । ବିନା କାରଣରେ ଗୁଳିମାଡ଼ କରିବା ସହିକ ଭାରତୀୟ ସେନା ଉପରକୁ ଆକ୍ରମଣ କରୁଥିବା ଅନେକ ସମୟରେ ନଜିର ରହିଛି । ପାକିସ୍ତାନକୁ ଜବାବ ଦେବା ଲାଗି … Read More