ଶ୍ରୀମନ୍ଦିରରେ ମହାପ୍ରଭୁଙ୍କର ବନକଲାଗି ନୀତି, ୫ ଘଣ୍ଟା ପାଇଁ ସାଧାରଣ ଦର୍ଶନ ବନ୍ଦ

Spread the love

Spread the loveପୁରୀ: ଆସନ୍ତାକାଲି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କର ବନକଲାଗି ନୀତି। ଦ୍ବିତୀୟ ଭୋଗମଣ୍ଡପ ଶେଷ ହେବା ପରେ ୫ ଘଣ୍ଟା ପାଇଁ ସାଧାରଣ ଦର୍ଶନ ବନ୍ଦ ରହିବ। ଶ୍ରୀମନ୍ଦିରରେ ଦତ୍ତ ମହାପାତ୍ର ସେବକ ମାନେ ରତ୍ନବେଦୀରେ ମହାପ୍ରଭୁଙ୍କର ବନକଲାଗି ନୀତି ସମ୍ପନ୍ନ … Read More

ଅଡ଼ୁଆରେ ମାର୍କ ଜୁକରବର୍ଗ, ମେଟାକୁ ସମନ କରିବ ସଂସଦୀୟ କମିଟି

Spread the love

Spread the loveଭାରତରେ ଗତବର୍ଷ ହୋଇଥିବା ସାଧାରଣ ନିର୍ବାଚନକୁ ନେଇ ବିବାଦୀୟ ବୟାନ ଦେବା ପରେ ଅଡ଼ୁଆରେ ଫେସବୁକ ସଂସ୍ଥାପକ ମାର୍କ ଜୁକରବର୍ଗ। ଏହି ମାମଲାରେ ସଂସଦୀୟ କମିଟି ମେଟା କମ୍ପାନୀକୁ ସମନ କରିବ ବୋଲି ଜଣାପଡ଼ିଛି। ସଂସଦର ଆଇଟି ଓ … Read More

ବୁଗୁଡ଼ା ଏବଂ ବାଣିଗୋଚ୍ଛା ମଧ୍ୟରେ ସୁଡ଼ଙ୍ଗ ଖନନ କାର୍ଯ୍ୟ ଶେଷ

Spread the love

Spread the loveଭୁବନେଶ୍ୱର: ନୟାଗଡ଼ ଜିଲ୍ଲାର ବୁଗୁଡ଼ା ଏବଂ ବାଣିଗୋଚ୍ଛା ମଧ୍ୟରେ ଅବସ୍ଥିତ ସୁଡ଼ଙ୍ଗ ନମ୍ବର T3ର ଖନନ କାର୍ଯ୍ୟ ସଫଳତା ସହିତ ଶେଷ ହୋଇଛି। ଏହା ଖୋର୍ଦ୍ଧା ରୋଡ୍-ବଲାଙ୍ଗୀର ନୂଆ ରେଳ ଲାଇନ ପ୍ରକଳ୍ପ ଦ୍ୱାରା ଆଉ ଏକ ପ୍ରମୁଖ … Read More

୪୮ ଘଣ୍ଟା ପରେ ନିଖୋଜ ଯୁବତୀ ଉଦ୍ଧାର: ଗଣଦୁଷ୍କର୍ମ କରି ହତ୍ୟା ଉଦ୍ୟମ ସନ୍ଦେହ

Spread the love

Spread the loveବରଗଡ଼: ବିଶ୍ବପ୍ରସିଦ୍ଧ ଧନୁଯାତ୍ରା ଦେଖିବା ପାଇଁ ଆସି ନିଖୋଜ ହୋଇଥିବା ଯୁବତୀ ଆଜି ଦୀର୍ଘ ୪୮ ଘଣ୍ଟା ପରେ ରକ୍ତ ଜୁଡୁବୁଡୁ ଅବସ୍ଥାରେ ବରଗଡ଼ ଜିଲ୍ଲାର କୁର୍ଲା ଜଙ୍ଗଲ ମଧ୍ୟରୁ ଉଦ୍ଧାର ହୋଇଛନ୍ତି। ତାଙ୍କର ମୁଣ୍ଡରେ ଗଭୀର କ୍ଷତ … Read More

ଆସନ୍ତା ୧୭ରୁ ପୁଣି ବଢ଼ିବ ଶୀତର ପ୍ରକୋପ, କୁହୁଡି ନେଇ ଆଲର୍ଟ ଜାରି

Spread the love

Spread the loveଭୁବନେଶ୍ବର: ପୁଣି ଶୀତରେ ଥରିବେ ରାଜ୍ୟବାସୀ । ବର୍ତ୍ତମାନ ରାଜ୍ୟରେ ଶୀତର ପରିମାଣ କମିଥିବା ବେଳେ ରାତି ତାପମାତ୍ରା ଧୀରେ ଧୀରେ ବଢିଛି । ହେଲେ ଆସନ୍ତା ୧୭ରୁ ପୁଣି ଶୀତର ପ୍ରକୋପ ବଢ଼ିବ । ଉପାନ୍ତରୁ ଉପକୂଳ … Read More

ଥମୁନି ନିଆଁ, OSCAR ଯାଏ ପହଞ୍ଚିଲା

Spread the love

Spread the loveଜଳୁଛି ଜଙ୍ଗଲ। ନିଆଁ ଆଁରେ ପୋଡି ପାଉଶଁ ହୋଇଗଲାଣି ଘର ଦ୍ୱାର। ଦିନକୁ ଦିନ ଏହା କମିବା ବଦଳରେ ଆହୁରି ବିକରାଳ ରୂପ ଧରି ଆଗକୁ ବଢ଼ି ଚାଲିଛି। ଆମେରିକାର ଲସ୍‌ ଏଞ୍ଜଲିସ୍‌ରେ ଲାଗିଥିବା ଏହି ଭୟଙ୍କର ନିଆଁ … Read More

‘ବିଏସକେଓ୍ବାଇରେ ହୋଇଛି ଦୁର୍ନୀତି, ଖୁବଶୀଘ୍ର ତଦନ୍ତ ହେବ’

Spread the love

Spread the loveଭୁବନେଶ୍ବର: ପୂର୍ବ ସରକାରଙ୍କ ବିଏସକେଓ୍ବାଇ କାର୍ଡରେ ଦୁର୍ନୀତି ହୋଇଛି । ଖୁବଶୀଘ୍ର ଏହାର ତଦନ୍ତ ହେବ ବୋଲି ଆଜି ସୂଚନା ଦେଇଛନ୍ତି ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ । ଆୟୁଷ୍ମାନ ଯୋଜନା ଓଡିଶାରେ ଲାଗୁ ହେବା ପରେ ଏହାକୁ … Read More

ମାଟ୍ରିକ ପରୀକ୍ଷାରେ ପ୍ରଶ୍ନପତ୍ର ଭାଇରାଲକୁ ରୋକିବା ପାଇଁ ପ୍ରଶ୍ନପତ୍ରରେ ରହିବ ୱାଟର ମାର୍କ

Spread the love

Spread the loveକଟକ : ମାଟ୍ରିକ ପରୀକ୍ଷାରେ ପ୍ରଶ୍ନପତ୍ର ଭାଇରାଲକୁ ରୋକିବା ପାଇଁ ବୋର୍ଡ ପକ୍ଷରୁ ବଡ଼ ବ୍ୟବସ୍ଥା । ଚଳିତ ବର୍ଷଠାରୁ ମାଟ୍ରିକ ପରୀକ୍ଷାର ସମସ୍ତ ପ୍ରଶ୍ନପତ୍ରରେ ରହିବ ୱାଟର ମାର୍କ। ସେଲ୍ଫ ଡିସପ୍ଲେ ୱାଟର ମାର୍କ ଥିବା ଏହି ପ୍ରଶ୍ନପତ୍ରର … Read More

ମାର୍ଚ୍ଚ ସୁଦ୍ଧା ସରିବ ରତ୍ନଭଣ୍ଡାର ମରାମତି କାମ

Spread the love

Spread the loveପୁରୀ: ମାର୍ଚ୍ଚ ସୁଦ୍ଧା ସରିବ ଶ୍ରୀମନ୍ଦିର ରତ୍ନଭଣ୍ଡାର ମରାମତି କାମ । ଏବେ ମହାପ୍ରଭୁଙ୍କ ମକର ନୀତିକାନ୍ତି ପାଇଁ ରତ୍ନଭଣ୍ଡାର ମରାମତି କାମ ସ୍ଥଗିତ ରହିଥିବା ବେଳେ ଏହା ପୁଣି ଆସନ୍ତା ୧୭ରୁ ଆରମ୍ଭ ହେବ । ମାର୍ଚ୍ଚ … Read More

LoC ନିକଟରେ ବିସ୍ଫୋରଣ, ୬ ଯବାନ ଆହତ

Spread the love

Spread the loveସୀମା ନିକଟରେ ହେଲା ବିସ୍ଫୋରଣ। ଜମ୍ମୁ-କଶ୍ମୀରର ରଜୌରୀ ସ୍ଥିତ ନୌସେରା ସେକ୍ଟରରେ ଲ୍ୟାଣ୍ଡ ମାଇନ୍‌ ବିସ୍ଫୋରଣ ହୋଇଛି। ଏଥିରେ ୬ ଜଣ ଯବାନ ଆହତ ହୋଇଛନ୍ତି। ଏଲ୍‌ଓସି ନିକଟ ନୌସେରା ନିକଟରେ ବିସ୍ଫୋରଣ ହୋଇଥିବା କୁହାଯାଉଛି। ଅଧିକାରୀଙ୍କ ସୂଚନା ମୁତାବକ, … Read More