ଦେଶବାସୀଙ୍କୁ ହୋଲିର ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ

Spread the love

Spread the loveନୂଆଦିଲ୍ଲୀ,୧୩।୩: ଶୁକ୍ରବାର (୧୪ ମାର୍ଚ୍ଚ, ୨୦୨୫) ରଙ୍ଗର ପର୍ବ ହୋଲି ପାଳନ କରିବାକୁ ସାରା ଦେଶ ପ୍ରସ୍ତୁତ। ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁବାର (୧୩ ମାର୍ଚ୍ଚ) ଦେଶବାସୀଙ୍କୁ ହୋଲିର ଶୁଭେଚ୍ଛା ଜଣାଇଛନ୍ତି। ପ୍ରଧାନମନ୍ତ୍ରୀ ମୋଦି ସୋସିଆଲ … Read More

ଜମ୍ମୁ-କଶ୍ମୀରରେ ବଡ଼ ଧରଣର ଭୂସ୍ଖଳନ, ଫସିଗଲେ ଡଜନେରୁ ଅଧିକ ଲୋକ

Spread the love

Spread the loveଜମ୍ମୁ,୧୩।୩: ଗୁରୁବାର ଦକ୍ଷିଣ କଶ୍ମୀରର ଅନନ୍ତନାଗ ଜିଲାର ପହଲଗାମ ଅଞ୍ଚଳରେ ମୁଖ୍ୟ ଟ୍ୟାକ୍ସି ଷ୍ଟାଣ୍ଡର ୧୫ ଫୁଟ ଉଚ୍ଚ କାନ୍ଥ ଭୁଶୁଡ଼ି ପଡ଼ିବାରୁ ଅତି କମରେ ତିନି ଜଣ ଆହତ ହୋଇଥିବା ବେଳେ ଅନ୍ୟ ନଅ ଜଣଙ୍କୁ ଉଦ୍ଧାର … Read More

ଯୋଜନା ଗୁଡ଼ିକର ପ୍ରଚାର ପ୍ରସାର ପାଇଁ ଗତ ଏକ ବର୍ଷରେ ଏତିକି କୋଟି ଟଙ୍କା ଖର୍ଚ୍ଚ କରିଛନ୍ତି ସରକାର

Spread the love

Spread the loveଭୁବନେଶ୍ୱର,୧୩।୩: ରାଜ୍ୟରେ କାର୍ଯ୍ୟକାରୀ ହୋଇଥିବା ଯୋଜନା ଗୁଡିକର ପ୍ରଚାର ପ୍ରସାର ନିମନ୍ତେ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଗତ ଏକ ବର୍ଷ ( ଜାନୁୟାରୀ ୨୦୨୪ ରୁ ଜାନୁୟାରୀ ୨୦୨୫ ) ମଧ୍ୟରେ ସୂଚନା ଓ ଲୋକ … Read More

୩ ସହରରେ ତାପମାତ୍ରା ୪୦ ଡିଗ୍ରି ସେଲସିୟସ୍ ଛୁଇଁଲା

Spread the love

Spread the loveଭୁବନେଶ୍ୱର: ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ଗୁରୁବାର ଓଡ଼ିଶାରେ ଚଳିତ ଗ୍ରୀଷ୍ମଋତୁର ସର୍ବାଧିକ ତାପମାତ୍ରା ରେକର୍ଡ କରାଯାଇଛି। ୩ ସହରରେ ତାପମାତ୍ରା ୪୦ ଡିଗ୍ରି ସେଲସିୟସ୍ ଛୁଇଁଛି। ରାଜ୍ୟର ଝାରସୁଗୁଡା ସହରରେ ତାପମାତ୍ରା ସର୍ବାଧିକ ୪୧.୪ ଡିଗ୍ରି ସେଲସିୟସ୍ … Read More

ବଜେଟରୁ ‘₹’ ର ପ୍ରତୀକ ହଟାଇଦେଲେ ଷ୍ଟାଲିନ ସରକାର, ଭାଷା ବିବାଦ ମଧ୍ୟରେ ବଡ଼ ପଦକ୍ଷେପ

Spread the love

Spread the loveଚେନ୍ନାଇ,୧୩।୩: ତାମିଲନାଡ଼ୁରେ ଚାଲିଥିବା ଭାଷା ବିବାଦ ମଧ୍ୟରେ ଷ୍ଟାଲିନ ସରକାର ବଡ଼ ନିଷ୍ପତ୍ତି ନେଇଛନ୍ତି। ବଜେଟ ସମୟରେ ସରକାର ଟଙ୍କାର ପ୍ରତୀକକୁ ହଟାଇ ଦେଇ ‘ரூ’ ରଖିଛନ୍ତି। ସାରା ଦେଶରେ ଟଙ୍କାର ପ୍ରତୀକକୁ ଆଧିକାରୀକ ଭାବେ ଆପଣାଯାଇଛି। ହେଲେ … Read More

ଭାରତର ‘ଅସ୍ତ୍ର’ ଦେଖି ଚାଇନା-ପାକିସ୍ତାନ ଛାନିଆ

Spread the love

Spread the loveନୂଆଦିଲ୍ଲୀ,୧୩।୩: ଭାରତର ସ୍ବଦେଶୀ ଜ୍ଞାନକୌଶଳରେ ନିର୍ମିତ ହାଲୁକା ଯୁଦ୍ଧ ବିମାନ ତେଜସ ଆକାଶରୁ ଆକାଶ ସ୍ବଦେଶୀ କ୍ଷେପଣାସ୍ତ୍ର ‘ଅସ୍ତ୍ର’ର ସଫଳ ପରୀକ୍ଷଣ କରିଛି। ଏହି ପରୀକ୍ଷଣ ପଡ଼ୋଶୀ ଦେଶ ଚାଇନା ଏବଂ ପାକିସ୍ତାନ ପାଇଁ ଉତ୍ତେଜନା ସୃଷ୍ଟି କରିପାରେ। … Read More

ସରକାରୀ ଚାକିରି କରୁଥିବା ସ୍ୱାମୀ ସ୍ତ୍ରୀ, ପିଲାମାନଙ୍କର ଭରଣପୋଷଣ କରିବା ବାଧ୍ୟତାମୂଳକ: ଓଡ଼ିଶା ହାଇକୋର୍ଟ

Spread the love

Spread the loveକଟକ,୧୩।୩: ଓଡ଼ିଶା ହାଇକୋର୍ଟ ମନ୍ତବ୍ୟ ଦେଇଛନ୍ତି ଯେ ସରକାରୀ ଚାକିରି କରୁଥିବା ଜଣେ ସକ୍ଷମ ସ୍ୱାମୀଙ୍କୁ ତାଙ୍କ ସ୍ତ୍ରୀ ଏବଂ ପିଲାମାନଙ୍କର ଭରଣପୋଷଣ କରିବା ଆଇନଗତ ଭାବରେ ବାଧ୍ୟତାମୂଳକ। ଏପରିକି ସେମାନଙ୍କ ମଧ୍ୟରେ କୌଣସି ବୈବାହିକ କିମ୍ବା ଅନ୍ୟାନ୍ୟ … Read More

ଓଡ଼ିଶା ସରକାରଙ୍କ ବଡ଼ ନିଷ୍ପତ୍ତି: ଦ୍ୱାଦଶ ଶ୍ରେଣୀ ପରେ ବି.ଏଡ୍ ପାଇଁ ନାମ ଲେଖାଇପାରିବେ ଛାତ୍ରଛାତ୍ରୀ

Spread the love

Spread the loveଭୁବନେଶ୍ୱର,୧୩ା୩: ଓଡ଼ିଶାରେ ଶିକ୍ଷକ ଶିକ୍ଷାରେ ସଂସ୍କାର ଆଣିବା ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ସ୍ୱରୂପ, ଉଚ୍ଚଶିକ୍ଷା ବିଭାଗ ବଡ ଘୋଷଣା କରିଛି। ଏଣିକି ଛାତ୍ରଛାତ୍ରୀମାନେ ଦ୍ୱାଦଶ ଶ୍ରେଣୀ ସମାପ୍ତ କରିବା ପରେ ତୁରନ୍ତ ଶିକ୍ଷା ସ୍ନାତକ (B.Ed) ପାଠ୍ୟକ୍ରମରେ ନାମ … Read More

ପାଓ୍ବାର ଚେନାଲରେ ବୁଡ଼ି ଭିସୁଟର ଛାତ୍ରଙ୍କ ମୃତ୍ୟୁ

Spread the love

Spread the loveବୁର୍ଲା: ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ବୈଷୟିକ ବିଶ୍ବବିଦ୍ୟାଳୟ(ଭିସୁଟ୍)ର ଜଣେ ଛାତ୍ରଙ୍କ ପାଣିରେ ବୁଡ଼ି ମୃତ୍ୟୁ ହୋଇଛି। ଛାତ୍ର ଜଣକ ଅନ୍ୟ ବନ୍ଧୁଙ୍କ ସହ ହୀରାକୁଦ ନଦୀବନ୍ଧ ପାୱାର ଚେନାଲର ‘ଅଠରହଜାର’କୁ ଗାଧୋଇବାକୁ ଯାଇଥିଲେ। ଅସାବଧାନତା ଯୋଗୁଁ ପାଣିରେ … Read More

ଗତ ୫ ବର୍ଷରେ ଓଡ଼ିଶାରେ ସଡ଼କ ଦୁର୍ଘଟଣାରେ ୫୪୩୩ଜଣଙ୍କ ମୃତ୍ୟୁ

Spread the love

Spread the loveଭୁବନେଶ୍ବର: ଗତ ୫ ବର୍ଷରେ ଓଡ଼ିଶାରେ ସଡ଼କ ଦୁର୍ଘଟଣାରେ ମୋଟ ୫୪୩୩ଜଣଙ୍କ ମୃତ୍ୟୁ ଘଟିଛି। ଏନେଇ ଆଜି ବିଧାନସଭାରେ ପରିବହନ ମନ୍ତ୍ରୀ ବିଭୂତିଭୂଷଣ ଜେନା ସୂଚନା ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି, ସଡ଼କ ସୁରକ୍ଷା ମାସରେ ସଡ଼କ ଦୁର୍ଘଟଣାରେ ଯାଇଛି … Read More