ଅଦିନିଆ ବର୍ଷା କ୍ଷତି: ଚାଷୀଙ୍କୁ ଦିଆଯିବ ୨୯୧ କୋଟି

Spread the love

Spread the loveଭୁବନେଶ୍ବର: ଅଦିନିଆ ବର୍ଷାରେ ୬ ଲକ୍ଷ ୬୬ ହଜାରରୁ ଊର୍ଦ୍ଧ୍ୱ ଚାଷୀଙ୍କର କ୍ଷତି ହୋଇଛି । ଏଡି କ୍ଷତି ପାଇଁ ସେମାନଙ୍କୁ ମୋଟ ୨୯୧ କୋଟି ଯଙ୍କା ପ୍ରଦାନ କରାଯିବ । ଆଜି ପାଣି ପଞ୍ଚାୟତ ପକ୍ଷ କାର୍ଯ୍ୟକ୍ରମରେ … Read More

ଯାଜପୁର ଜିଲ୍ଲାରେ ରାଜନୈତିକ ରାବଣଙ୍କର ଅନ୍ତ ଘଟିଛି: ମୁଖ୍ୟମନ୍ତ୍ରୀ

Spread the love

Spread the loveଯାଜପୁର ଜିଲ୍ଲାରେ ରାଜନୈତିକ ରାବଣଙ୍କର ଅନ୍ତ ଘଟିଛି। ବିରୋଧୀଙ୍କୁ ନିଶାନା କରି ଏଭଳି କହିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଗତକାଲି ସଂଧ୍ୟାରେ ଯାଜପୁର ଧର୍ମଶାଳା ମହୋତ୍ସବରେ ଯୋଗଦେଇ ଏହା କହିଛନ୍ତି ମୁଖ୍ୟମନ୍ତ୍ରୀ। ଉପସ୍ଥିତ ଜନସାଧାରଣଙ୍କୁ ସମ୍ବୋଧିତ କରି … Read More

ପ୍ରବାସୀ ଭାରତୀୟ ଦିବସ: ରାଷ୍ଟ୍ରପତି-ପ୍ରଧାନମନ୍ତ୍ରୀ ଆସିବାକୁ ନେଇ ଜୋରଦାର ପ୍ରସ୍ତୁତି

Spread the love

Spread the loveଭୁବନେଶ୍ବର: ଆସନ୍ତା ୮ରୁ ଭୁବନେଶ୍ୱର ଜନତା ମୈଦାନରେ ଅନୁଷ୍ଠିତ ହେବ ପ୍ରବାସୀ ଭାରତୀୟ ଦିବସ ସମ୍ମିଳନୀ । ଏହା ତିନି ଦିନ ଅର୍ଥାତ୍ ଜାନୁଆରୀ ୧୦ ଯାଏଁ ଚାଲିବ । ବୈଦେଶିକ ମନ୍ତ୍ରଣାଳୟ ସହଯୋଗରେ ରାଜ୍ୟ ସରକାର ଜୋରଦାର … Read More

କୁମ୍ଭମେଳାକୁ ବୋମାରେ ଉଡ଼ାଇବାକୁ ଧମକ, ବନ୍ଧା ହେଲେ ଯୁବକ

Spread the love

Spread the loveଆଉ ଦିନ କେଇଟା ପରେ ଉତ୍ତରପ୍ରଦେଶର ପ୍ରୟାଗରାଜରେ ଆରମ୍ଭ ହେବ କୁମ୍ଭମେଳା। ତେବେ ଏବେ ଠାରୁ ହିଁ ଏଠାରେ ଶ୍ରଦ୍ଧାଳୁ ଓ ବିଭିନ୍ନ କୋଣ ଅନୁକୋଣରୁ ବାବାମାନେ ଆସି ଡେରା ପକାଇ ସାରିଲେଣି। କୁମ୍ଭମେଳାକୁ ନେଇ ପ୍ରୟାଗରାଜରେ ବ୍ୟାପକ … Read More

ମୁଖ୍ୟମନ୍ତ୍ରୀଙ୍କ ସୁରକ୍ଷାରେ ବ୍ୟବସ୍ଥାରେ ତ୍ରୁଟି, ମନ୍ଦିରକୁ ପ୍ରବେଶ କରିବା ସମୟରେ ଖସିପଡ଼ିଥିଲା ଡ୍ରୋନ୍

Spread the love

Spread the loveଝାରସୁଗୁଡା : ସାମ୍ନାକୁ ଆସିଛି ମୁଖ୍ୟମନ୍ତ୍ରୀଙ୍କ ସୁରକ୍ଷାରେ ବ୍ୟବସ୍ଥାରେ ବଡ଼ଧରଣର ତ୍ରୁଟି । ଗତ ୨ ତାରିଖରେ ଝାରସୁଗୁଡା ଝାଡ଼େଶ୍ବର ମନ୍ଦିରକୁ ପ୍ରବେଶ କରିବା ସମୟରେ ଏକ ଅଚିହ୍ନା ଡ୍ରୋନ୍ ତାଙ୍କ ପାଖରେ ଖସିପଡ଼ିଥିଲା । କଡ଼ା ସୁରକ୍ଷା ବଳୟ … Read More

୧୦ ଡିଗ୍ରୀ ତଳେ ୯ ସହର; ସବୁଠୁ ଥଣ୍ଡା ଜି.ଉଦୟଗିରି

Spread the love

Spread the loveଭୁବନେଶ୍ବର: ରାଜ୍ୟରେ ଏବେ ଜାରି ରହିଛି ଶୀତର ଲହରି। ବିଭିନ୍ନ ସହରମାନଙ୍କରେ ଘନ କୁହୁଡି ସାଙ୍ଗକୁ ପ୍ରବଳ ଥଣ୍ଡା ଅନୁଭୂତ ହେଉଛି । ଖସୁଛି ରାତି ତାପମାତ୍ରା । ଏବେ ପ୍ରବଳ ଜାଡ଼ରେ ଅସ୍ତବ୍ୟସ୍ତ ହୋଇଛି ଜନଜୀବନ । … Read More

ଏନକାଉଣ୍ଟରରେ ୪ ନକ୍ସଲ ସଫା

Spread the love

Spread the loveସୁରକ୍ଷାକର୍ମୀଙ୍କୁ ମିଳିଲା ବଡ଼ ସଫଳତା। ଏନ୍‌କାଉଣ୍ଟରରେ ଟଳିଲେ ୪ ମାଓବାଦୀ। ମାଲକାନଗିରି ସୀମାନ୍ତ ଝତିଶଗଡ଼ର ଅବୁଝମାଡ଼ରେ ନକ୍ସଲ ଓ ସୁରକ୍ଷାକର୍ମୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଛି। ଛତିଶଗଡ଼ର ଦନ୍ତେବାଡ଼ା ଓ ନାରାୟଣପୁର ଜିଲ୍ଲା ସୀମାରେ ଥିବା ଅବୁଝମାଡ଼ ଜଙ୍ଗଲରେ … Read More

ଶ୍ରୀମନ୍ଦିର ଉପରେ ଉଡିଲା ଡ୍ରୋନ୍

Spread the love

Spread the loveପୁରୀ: ଶ୍ରୀମନ୍ଦିର କେମିତି ଉଡିଲା ଡ୍ରୋନ୍ ? କ’ଣ କରୁଥିଲେ ସୁରକ୍ଷା କର୍ମୀ? ଶ୍ରୀମନ୍ଦିର ନୋ ଫ୍ଲାଇଙ୍ଗ ଜୋନରେ କିପରି ଡ୍ରୋନ୍ ଉଡିଲା ସେନେଇ ଏବେ ତନାଘନା ଚାଲିଥିବା ବେଳେ ଏହାକୁ ନେଇ ପ୍ରତିକ୍ରିୟା ରଖିଛନ୍ତି ଆଇନ ମନ୍ତ୍ରୀ … Read More

ଭାଇ ଭଉଣୀଙ୍କୁ ଗୁଳିମାଡ଼ ଘଟଣା, ଜଙ୍ଗଲରୁ ଅଭିଯୁକ୍ତ ଗିରଫ

Spread the love

Spread the loveଅନୁଗୁଳ:  ଅନୁଗୁଳରେ ଭାଇ ଭଉଣୀଙ୍କୁ ଗୁଳିମାଡ଼ ଘଟଣାରେ ଅଭିଯୁକ୍ତ ଗିରଫ । ଜଙ୍ଗଲରୁ ଅଭିଯୁକ୍ତ ପ୍ରଶାନ୍ତ ମିର୍ଧାକୁ କାବୁ କଲା ସ୍ବତନ୍ତ୍ର ସ୍କ୍ୱାର୍ଡ । ଦୁଇ ବର୍ଷ ତଳର ଏକ ଗଣ୍ଡଗୋଳକୁ କେନ୍ଦ୍ର କରି ପ୍ରଫୁଲ୍ଲ ମିର୍ଧାଙ୍କୁ ହତ୍ୟା କରିବାକୁ … Read More

ଦୁର୍ଘଟଣାରେ ୨ ବିଜେପି କର୍ମୀ ମୃତ

Spread the love

Spread the loveକାର୍‌-ହାଇୱା ଧକ୍କାରେ ୨ ବିଜେପି କର୍ମୀଙ୍କ ମୃତ୍ୟୁ। ସମ୍ବଲପୁର-ବରଗଡ଼ ଜାତୀୟ ରାଜପଥ କଣ୍ଟାପାଲି ଓଭରବ୍ରିଜ ନିକଟରେ ଗତକାଲି ବିଳମ୍ବିତ ରାତିରେ ଘଟିଛି ଦୁର୍ଘଟଣା । ଦୁର୍ଘଟଣାରେ ବିଜେପି ଗୋଶାଳା ମଣ୍ଡଳ ସଭାପତି ଦେବେନ୍ଦ୍ର ନାୟକଙ୍କ ସହ ଜଣେ ପୂର୍ବତନ … Read More