ନେହେରୁବଙ୍ଗଳା ମାଛଧରା ବନ୍ଦରରେ ଅଗ୍ନିକାଣ୍ଡ, ଜଳିଗଲା ୧୨ ଟି ବଡ଼ ବୋଟ୍ ଓ ୮ ରୁ ଉର୍ଦ୍ଧ୍ବ ଟାପା
Spread the loveପାରାଦୀପ : ପାରାଦୀପ ନେହେରୁବଙ୍ଗଳା ମାଛଧରା ବନ୍ଦରରେ ଅଗ୍ନିକାଣ୍ଡ । ୧୨ ଟି ବଡ଼ ବୋଟ୍ ଓ ୮ ରୁ ଉର୍ଦ୍ଧ୍ବ ଟାପା ଜଳି ଯାଇଛି । ମାଛଧରା ବନ୍ଦରରେ ରହିଛି ୬୫୦ ବଡ଼ ବୋଟ୍ ୪୦୦ ଟାପା । … Read More
