ସ୍କୁଲର ରଙ୍ଗ ବଦଳାଯିବ ନାହିଁ, କେବଳ ବିଜେଡିର ରଙ୍ଗ ହଟାଯିବ: ମନ୍ତ୍ରୀ

Spread the love

Spread the loveଭୁବନେଶ୍ବର: ଓଡ଼ିଶା ସ୍କୁଲ ଏବଂ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ସ୍କୁଲ କୋଠା ରଙ୍ଗ ଯୋଜନାରେ ସାମ୍ପ୍ରତିକ ପରିବର୍ତ୍ତନ ସମ୍ପର୍କରେ ନିଜର ମତାମତ ପ୍ରକାଶ କରି ଗୁରୁବାର ଦିନ ଏକ ରାଜନୈତିକ ବିବାଦ ସୃଷ୍ଟି କରିଛନ୍ତି। ମନ୍ତ୍ରୀ ଗଣ୍ଡ … Read More

ପୁଣି ଲେଉଟିଲା ଶୀତ: ଦିନରେ ତାପମାତ୍ରା ୩୧ ଡିଗ୍ରି ରାତିରେ ୮ ଡିଗ୍ରି

Spread the love

Spread the loveଘୁ.ଉଦୟଗିରି: ଚଳିତ ମାସ ଆରମ୍ବରୁ ସାରା ରାଜ୍ୟରେ ଗ୍ରୀଷ୍ମ ଲହରୀ ଆରମ୍ଭ ହେବା ସହ ତାପମାତ୍ରା ଉପର ମୁଁହା ହୋଇ ପ୍ରବଳ ରୌଦ୍ରତାପ ଆରମ୍ଭ ହୋଇଯାଇଥିବା ବେଳେ କନ୍ଧମାଳ ଜିଲ୍ଲାର ଘୁ.ଉଦୟଗିରି ଅଞ୍ଚଳରେ କିନ୍ତୁ ଭିନ୍ନ ଏକ ପରିବେଶ … Read More

ଆସନ୍ତାକାଲି ୧୪ ନୂଆ ପୁଲିସ ଷ୍ଟେସନ ଉଦ୍‌ଘାଟନ କରିବେ ମୁଖ୍ୟମନ୍ତ୍ରୀ

Spread the love

Spread the loveଭୁବନେଶ୍ବର: ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟବ୍ୟାପୀ ୧୪ଟି ନବନିର୍ମିତ ପୁଲିସ ଷ୍ଟେସନର ଉଦ୍‌ଘାଟନ କରିବାକୁ ଯାଉଛନ୍ତି। ଉଦ୍‌ଘାଟନ ଉତ୍ସବ ଆସନ୍ତାକାଲି, ଶୁକ୍ରବାର ୭ ମାର୍ଚ୍ଚ ୨୦୨୫, ପୂର୍ବହ୍ନ ୧୧:୩୦ ସମୟରେ ଏକ ଭର୍ଚୁଆଲ୍ ମୋଡ୍‌ରେ ଅନୁଷ୍ଠିତ … Read More

ପରିଚୟ ଲୁଚାଇ ଦିଲ୍ଲୀରେ ଚାକିରି କରୁଥିବା ନକ୍ସଲକୁ ଧରିଲା ପୁଲିସ

Spread the love

Spread the loveନୂଆଦିଲ୍ଲୀ: ଦିଲ୍ଲୀ ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ଦିଲ୍ଲୀ ପୋଲିସ କ୍ରାଇମବ୍ରାଞ୍ଚ ଏକ ସ୍ୱତନ୍ତ୍ର ଅପରେସନରେ ଜଣେ ନକ୍ସଲଙ୍କୁ ଗିରଫ କରିଛି। ଏହି ମହିଳା ନକ୍ସଲ ଏତେ ବିପଦପୂର୍ଣ୍ଣ ଯେ ଝାଡ଼ଖଣ୍ଡ ପୁଲିସ ସହ ତିନିଥର ଗୁଳିବିନିମୟ … Read More

ରାହୁଲ ଗାନ୍ଧୀଙ୍କ ଉପରେ ୨୦୦ ଟଙ୍କା ଜରିମାନା ଲଗାଇଲେ ଲକ୍ଷ୍ନୌ କୋର୍ଟ

Spread the love

Spread the loveନୂଆଦିଲ୍ଲୀ: ଉତ୍ତର ପ୍ରଦେଶ ରାଜଧାନୀ ଲକ୍ଷ୍ନୌର ଏକ ଅଦାଲତ ବୀର ସାବରକରଙ୍କ ଉପରେ ଟିପ୍ପଣୀକୁ ନେଇ ସାଂସଦ ରାହୁଲ ଗାନ୍ଧୀଙ୍କ ଉପରେ ୨୦୦ ଟଙ୍କା ଜରିମାନା ଲଗାଇଛନ୍ତି । ମୁଖ୍ୟ ନ୍ୟାୟିକ ମାଜିଷ୍ଟ୍ରେଟ୍ କୋର୍ଟ ଲଗାତାର ଶୁଣାଣିରେ ଗାଏବ … Read More

ରତ୍ନଭଣ୍ଡାର ଚାବି ହଜିବା ଘଟଣାର ତଦନ୍ତ ରିପୋର୍ଟ ସାର୍ବଜନୀନ ହେବନାହିଁ

Spread the love

Spread the loveକଟକ: ହାଇକୋର୍ଟରେ ରତ୍ନଭଣ୍ଡାର ଚାବି ହଜିବା ପ୍ରସଙ୍ଗରେ ବଡ ଖବର ସାମ୍ନାକୁ ଆସିଛି । ରାଜ୍ୟ ସରକାରଙ୍କ ପକ୍ଷରୁ ହାଇକୋର୍ଟରେ ସତ୍ୟପାଠ ଦାଖଲ ହୋଇଛି । ରତ୍ନଭଣ୍ଡାର ଚାବି ହଜିବା ଘଟଣାର ତଦନ୍ତ ରିପୋର୍ଟ ସାର୍ବଜନୀନ ହେବ ନାହିଁ … Read More

ବିଜେଡି ଯୁବନେତା ରାଜା ଚକ୍ରଙ୍କ ୧୦ଟି ହାଇୱା ଗାଡ଼ି ଜବତ କଲା ଇଓଡବ୍ଲୁ

Spread the love

Spread the loveରାଉରକେଲା: ଗତକାଲି ବିଳମ୍ବିତ ରାତିରେ କୋଇଡ଼ାରେ ଚଢ଼ଉ ବେଳେ ଇଓଡବ୍ଲୁକୁ ବଡ଼ ସଫଳତା ମିଳିଛିl ଇଓଡବ୍ଲୁ ବିଜେଡି ଯୁବନେତା ସୌମ୍ୟ ଶଙ୍କର ଚକ୍ର ଓରଫ ରାଜା ଚକ୍ରଙ୍କ ୧୦ ଗୋଟି ହାଇୱା ଗାଡ଼ି ଜବତ କରିଛନ୍ତି। ସୂଚନା ଅନୁଯାୟୀ, … Read More

ପଞ୍ଚାୟତିରାଜ ଦିବସ ନେଇ ବର୍ଷିଲେ ନବୀନ

Spread the love

Spread the loveଭୁବନେଶ୍ବର: ଆଜି ପ୍ରବାଦ ପୁରୁଷ ତଥା ଓଡିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ୧୦୯ ତମ ଜନ୍ମ ଜୟନ୍ତୀ ଅବସରରେ ଭୁବନେଶ୍ବର ଫରେଷ୍ଟ ପାର୍କରେ ବିଜୁଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କରିଛନ୍ତି ବିରୋଧି ଦଳ ନେତା ନବୀନ ପଟ୍ଟନାୟକ … Read More

ଭାରତୀୟ ଖାଦ୍ୟନିଗମର ଶ୍ରମିକ ଠିକାଦାରଙ୍କ ଘରେ ସିବିଆଇ ଚଢ଼ାଉ

Spread the love

Spread the loveଅତାବିରା: ବରଗଡ଼ ଜିଲ୍ଲା ଅତାବିରା ବ୍ଲକ ପରମାଣପୁର ସ୍ଥିତ ଆନ୍ଧ୍ରପଡ଼ାରେ ଜି.ସତ୍ୟନାରାୟଣଙ୍କ ବାସଭବନରେ ସକାଳ ୭ଟାରୁ ସିବିଆଇର ୧୦ ଜଣିଆ ଟିମ୍ ଦୁଇଟି ଗାଡ଼ିରେ ଆସି ଅଚାନକ ଚଢ଼ାଉ କରିଛନ୍ତି। ଜି.ସତ୍ୟନାରାୟଣ ଭାରତୀୟ ଖାଦ୍ୟନିଗମରେ ଶ୍ରମିକ ଠିକାଦାର ଭାବେ … Read More

ତେଜସ୍ ପାଇଁ ଜୀବନ ରକ୍ଷାକାରି ବ୍ୟବସ୍ଥାର ସଫଳ ପରୀକ୍ଷଣ

Spread the love

Spread the loveପ୍ରତିରକ୍ଷା ଗବେଷଣା ଓ ବିକାଶ ସଂଗଠନ – ଡିଆରଡିଓର ପ୍ରଶାସନିକ ନିୟନ୍ତ୍ରଣରେ କାର୍ଯ୍ୟ କରୁଥିବା ବେଙ୍ଗାଲୁରୁସ୍ଥିତ ଡିଫେନ୍ସ ବାୟୋ-ଇଞ୍ଜିନିୟରିଂ ଏବଂ ଇଲେକ୍ଟ୍ରୋମେଡିକାଲ ଲାବୋରେଟୋରୀ ହାଲୁକା ଯୁଦ୍ଧ ବିମାନ ତେଜସ୍ ପାଇଁ ସ୍ୱଦେଶୀ ଅନ୍ ବୋର୍ଡ ଅମ୍ଳଜାନ ସୃଷ୍ଟିକାରୀ ବ୍ୟବସ୍ଥା … Read More