ଆରମ୍ଭ ହେଲା ସୁଭଦ୍ରା ରାଲି, ୧ ଲକ୍ଷ ୭୦ ହଜାର ହିତାଧିକାରୀ ପାଇବେ ପ୍ରଥମ କିସ୍ତିର ପଞ୍ଚମ ପର୍ଯ୍ୟାୟ ଟଙ୍କା

Spread the love

Spread the loveବ୍ରହ୍ମପୁର: ବ୍ରହ୍ମପୁରରେ ଆଜି ଆରମ୍ଭ ହୋଇଛି ସୁଭଦ୍ରା ରାଲି। ଆଜିଠୁ ରାଜ୍ୟର ସବୁ ପଞ୍ଚାୟତାରେ ହେବ ସୁଭଦ୍ରା ରାଲି। ସ୍ବୟଂ ସହାୟକ ଗୋଷ୍ଠୀର ମହିଳା ଓ ଛାତ୍ରୀ ଏହି ରାଲିରେ ସାମିଲ ହୋଇଛନ୍ତି। ୮ ତାରିଖ ଅନ୍ତର୍ଜାତୀୟ ମହିଳା … Read More

ସୁଭଦ୍ରା ଯୋଜନାରୁ ବଞ୍ଚିତ ହିତାଧିକାରୀଙ୍କୁ ମିଳିବ ସୁବିଧା, ଡୋର ଟୁ ଡୋର ହେବ ସର୍ଭେ

Spread the love

Spread the loveଭୁବନେଶ୍ୱର : ସୁଭଦ୍ରା ଯୋଜନାରୁ ବଞ୍ଚିତ ହିତାଧିକାରୀଙ୍କୁ ଖୋଜିବାକୁ ହେବ ଡୋର ଟୁ ଡୋର ସର୍ଭେ । ମାର୍ଚ୍ଚ ୩୧ରେ ଆବେଦନ ପ୍ରକ୍ରିୟାକୁ ବନ୍ଦ କରି ସର୍ଭେ କରିବେ ସରକାର ବୋଲି ଆଜି ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା କହିଛନ୍ତି … Read More

ୟୁକ୍ରେନକୁ ୟୁରୋପ ସହାୟତା କରୁଛି ବୋଲି ସହିପାରିଲେନି ଟ୍ରମ୍ପ

Spread the love

Spread the loveୱାଶଂଟନ୍‌: ଟ୍ରମ୍ପଙ୍କ ରାଗ ସୀମା ପାର୍‌ । ସହିପାରିଲେନି କି ଆଉ ରହିପାରିଲେନି । ରୋକଠୋକ ଶୁଣାଇ ଦେଲେ ୟୁରୋପକୁ । ୟୁକ୍ରେନକୁ ୟୁରୋପ ସହାୟତା କରୁଛି ବୋଲି ସହିପାରିଲେନି ଟ୍ରମ୍ପ। ୟୁରୋପକୁ ଟାର୍ଗେଟ କରି ଟ୍ରମ୍ପ କହିଲେ … Read More

ବିଧାନସଭାରେ ବିଜୁ ଜୟନ୍ତୀ, ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ମୁଖ୍ୟମନ୍ତ୍ରୀ

Spread the love

Spread the loveଭୁବନେଶ୍ଵର: ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କର ଆଜି ଜନ୍ମ ଜୟନ୍ତୀ। ଏହି ଅବସରରେ ବିଧାନସଭା ପରିସରରେ ବୁଧବାର ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ ହୋଇଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବିଜୁ ବାବୁଙ୍କ ପ୍ରତିମୂର୍ତ୍ତିରେ … Read More

ପଞ୍ଚାୟତିରାଜ ଦିବସ ପରିବର୍ତ୍ତନକୁ ନେଇ ତେଜିଲା ରାଜନୀତି, ବିଜେଡିର ରାଜ୍ୟବ୍ୟାପୀ ପ୍ରତିବାଦ ଡାକରା

Spread the love

Spread the loveଭୁବନେଶ୍ୱର: ପଞ୍ଚାୟତିରାଜ ଦିବସ ପରିବର୍ତ୍ତନକୁ ନେଇ ତେଜିଲା ରାଜନୀତି। ଏନେଇ ରାଜ୍ୟବ୍ୟାପୀ ପ୍ରତିବାଦ ଡାକରା ଦେଇଛି ବିଜେଡି। ମାର୍ଚ୍ଚ ୫ ତାରିଖ ପରିବ‌ର୍ତ୍ତେ ଏପ୍ରିଲ୍‌ ୨୪ରେ ପଞ୍ଚାୟତିରାଜ ଦିବସ ପାଳନ କରିବାକୁ ରାଜ୍ୟ ସରକାର ନେଇଥିବା ନିଷ୍ପତ୍ତିର ତୀବ୍ର … Read More

ବିଜୁ ପଟ୍ଟନାୟକଙ୍କ ୧୦୯ ତମ ଜନ୍ମ ଜୟନ୍ତୀ, ପ୍ରତିମୂର୍ତ୍ତିରେ ମାଲ୍ୟର୍ପଣ କଲେ ନବୀନ ପଟ୍ଟନାୟକ

Spread the love

Spread the loveଭୁବନେଶ୍ୱର : ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଆଜି ୧୦୯ ତମ ଜୟନ୍ତୀ । ଓଡ଼ିଆ ସ୍ୱାଭିମାନ ଓ ସଂକଳ୍ପର କିମ୍ବଦନ୍ତୀ ପୁରୁଷ ବିଜୁ ପଟ୍ଟନାୟକ । ଓଡିଆଙ୍କ ଗର୍ବ ଏବଂ ଗୌରବ। ନୂଆ ଓଡ଼ିଶା ଗଠନ କରିବାରେ ତାଙ୍କର … Read More

ଅଷ୍ଟ୍ରେଲିଆକୁ ୪ ଓ୍ବିକେଟରେ ହରାଇ ଚାମ୍ପିଅନ୍ସ ଟ୍ରଫି ଫାଇନାଲ୍‌ରେ ଭାରତ

Spread the love

Spread the loveଦୁବାଇ: ଚେଜ୍ ମାଷ୍ଟର ବିରାଟ କୋହଲିଙ୍କ ଆକର୍ଷଣୀୟ ଅର୍ଦ୍ଧଶତକ ବଳରେ ଚାମ୍ପିଅନ୍ସ ଟ୍ରଫି ୨୦୨୫ର ପ୍ରଥମ ସେମି ଫାଇନାଲ୍‌ରେ ଅଷ୍ଟ୍ରେଲିଆକୁ ହରାଇଛି ଭାରତ। ବିଜୟ ସହ ଭାରତ ଫାଇନାଲ୍‌ରେ ପହଞ୍ଚିବା ସହ ୨୦୨୩ ଦିନିକିଆ ବିଶ୍ଵକପ୍ ଫାଇନାଲ୍ ପରାଜୟର ମଧୁର … Read More

୫ ତାରିଖରେ ଖୋଲା ରଖିବ ସମସ୍ତ ଶିକ୍ଷାନୁଷ୍ଠାନ

Spread the love

Spread the loveଭୁବନେଶ୍ଵର: ଆସନ୍ତାକାଲି ଖୋଲା ରହିବ ରାଜ୍ୟର ସମସ୍ତ ଶିକ୍ଷାନୁଷ୍ଠାନ । ମାର୍ଚ୍ଚ ୫ ତାରିଖ ତଥା ଆସନ୍ତାକାଲି ରାଜ୍ୟର ସବୁ ସ୍କୁଲ ଖୋଲା ରଖିବାକୁ ନିର୍ଦ୍ଦେଶ ଦେଇଛନ୍ତି ରାଜ୍ୟ ସରକାର । ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ … Read More

ବିଜୁ ଜୟନ୍ତୀରେ ଯୋଗ ଦେବାକୁ ନବୀନ ପଟ୍ଟନାୟକଙ୍କୁ ନିମନ୍ତ୍ରଣ କଲେ ମୁଖ୍ୟମନ୍ତ୍ରୀ

Spread the love

Spread the loveଭୁବନେଶ୍ୱର : ବିରୋଧୀ ଦଳ ନେତାଙ୍କୁ ଚିଠି ଲେଖିଲେ ମୁଖ୍ୟମନ୍ତ୍ରୀ । ବିଜୁବାବୁଙ୍କ ଜୟନ୍ତୀରେ ବିଶିଷ୍ଟ ଅତିଥିଭାବେ ଯୋଗଦେବାକୁ ନବୀନ ପଟ୍ଟନାୟକଙ୍କୁ ନିମନ୍ତ୍ରଣ କଲେ ମୁଖ୍ୟମନ୍ତ୍ରୀ ।  ଆସନ୍ତାକାଲି ଜୟଦେବ ଭବନରେ ସଂଧ୍ୟା ୭ଟାରେ ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କର … Read More

ଇତିହାସ ବିଷୟରେ ବାବରନାମା ଓ ମନୁସ୍ମୃତି ସାମିଲ୍ କରିବାକୁ କଡ଼ା ବିରୋଧ: ପ୍ରସ୍ତାବ ପ୍ରତ୍ୟାହାର କରିବ ଦିଲ୍ଲୀ ୟୁନିଭର୍ସିଟି

Spread the love

Spread the loveନୂଆଦିଲ୍ଲୀ: ଯୁକ୍ତ ଦୁଇ ଇତିହାସ ଅନର୍ସ ପେପରରେ ବାବରନାମା ଓ ମନୁସ୍ମୃତି ସାମିଲ୍‌ କରିବାକୁ ଅଧ୍ୟାପକମାନଙ୍କ କଡ଼ା ବିରୋଧ ପରେ ନିଷ୍ପତ୍ତି ପ୍ରତ୍ୟାହାର କରିବାକୁ ଯାଉଛି ଦିଲ୍ଲୀ ୟୁନିଭର୍ସିଟି। ଏନେଇ ଉପ-କୁଳପତି(ଭାଇସଚାନସେଲର) ଯୋଗେଶ ସିଂହ ସୂଚନା ଦେଇଛନ୍ତି। ଏହି … Read More