ବିଭିନ୍ନ ବିଭାଗର ଖର୍ଚ୍ଚ ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ: ଚଳିତ ଆର୍ଥିକ ବର୍ଷରେ ୮୫ ପ୍ରତିଶତ ଖର୍ଚ୍ଚ କରିବାକୁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ

Spread the love

Spread the loveଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଗୁରୁବାର ଦିନ ଲୋକସେବା ଭବନରେ ବିଭିନ୍ନ ବିଭାଗର ଖର୍ଚ୍ଚ ସମୀକ୍ଷା କରି ଚଳିତ ଆର୍ଥିକ ବର୍ଷ ଶେଷ ସୁଦ୍ଧା (୨୦୨୪-୨୫) ସମୁଦାୟ ଖର୍ଚ୍ଚ ପରିମାଣ ଅନ୍ୟୁନ ୮୫ ପ୍ରତିଶତ କରିବାକୁ … Read More

ବିଦ୍ୟୁତ୍‌ ଦର ୧ ପଇସା ବଢ଼ିଲେ ହେବ ରାଜ୍ୟବ୍ୟାପୀ ଆନ୍ଦୋଳନ

Spread the love

Spread the loveଭୁବନେଶ୍ୱର : ବିଦ୍ୟୁତ୍‌ ଦେୟ ୧ ପଇସା ବୃଦ୍ଧି କରାଗଲେ ଆଗକୁ ରାଜ୍ୟବ୍ୟାପୀ ଆନ୍ଦୋଳନ ହେବ। ସାଧାରଣ ବିଦ୍ୟୁତ୍‌ ଖାଉଟିଙ୍କ ସ୍ବାର୍ଥ ରକ୍ଷା ପାଇଁ କଂଗ୍ରେସ ପ୍ରତିଶ୍ରୁତିବଦ୍ଧ। ଭାଜପା କ୍ଷମତାକୁ ଆସିଲେ ତୁରନ୍ତ ୩୦୦ ୟୁନିଟ୍‌ ବିଜୁଳି ମାଗଣା … Read More

ମାର୍ଚ୍ଚ ୩ରେ ଅଭିଯୋଗ ଶୁଣାଣି କରିବେ ମୁଖ୍ୟମନ୍ତ୍ରୀ

Spread the love

Spread the loveଭୁବନେଶ୍ୱର, ୨୭।୨: ଆଗାମୀ ମାର୍ଚ୍ଚ ୩ ତାରିଖ ସୋମବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ୟୁନିଟ୍-୫,ଭୁବନେଶ୍ୱର ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ ଠାରେ ଜନସାଧାରଣଙ୍କ ବିଭିନ୍ନ ଅଭିଯୋଗର ଶୁଣାଣି କରିବେ। ଏହି ଅଭିଯୋଗ ଶୁଣାଣି ପାଇଁ ଅନଲାଇନ ପଞ୍ଜୀକରଣଫେବୃୟାରୀ ୨୮ତାରିଖ … Read More

ମତଦେବା ପୂର୍ବରୁ ପରାମର୍ଶ ନିଅ – ପିସିସି ସଭାପତି

Spread the love

Spread the loveଭୁବନେଶ୍ବର: ଓଡ଼ିଶାରେ କଂଗ୍ରେସର ପୂର୍ବାବସ୍ଥା ଫେରାଇ ଆଣିବାକୁ ଉଦ୍ୟମ କରାଯାଉଛି। ପିସିସି ଭାବେ ଦାୟିତ୍ୱ ନେବା ପରେ ସଭାପତି ଭକ୍ତ ଚରଣ ଦାସ ଏବେ ଦଳୀୟ କର୍ମୀଙ୍କ ପାଇଁ ଏକପ୍ରକାରର ଫତଓ୍ୱା ଜାରି କରିଛନ୍ତି। ସିଧାସିଧା ଗଣମାଧ୍ୟମରେ କଂଗ୍ରେସ … Read More

ମାଟ୍ରିକ ପରୀକ୍ଷାରେ ଅନିୟମିତତା, ୬ ଶିକ୍ଷକ ନିଲମ୍ବିତ

Spread the love

Spread the loveବଲାଙ୍ଗୀର : ମାଟ୍ରିକ ପରୀକ୍ଷାରେ ଅନିୟମିତତା ନେଇ ବଲାଙ୍ଗୀର ଜିଲ୍ଲାପାଳଙ୍କ ନିର୍ଦେଶରେ ଜିଲ୍ଲା ଶିକ୍ଷା ଅଧିକାରୀ ମୁରିବାହାଲ ବ୍ଲକ ହଦଳୀ ହାଇସ୍କୁଲ ପ୍ରଧାନଶିକ୍ଷକ ତଥା ପରୀକ୍ଷାକେନ୍ଦ୍ର ଅଧୀକ୍ଷକ ଉମେଶ ବିଶ୍ଵାଳ ଓ ସହକାରୀ ଶିକ୍ଷୟିତ୍ରୀ ବୈଜୟନ୍ତୀ ସୁବୁଦ୍ଧିଙ୍କୁ ନିଲମ୍ବିତ … Read More

ବାଲିଚୋରି ରୋକିବାକୁ ନୂଆ ଆଇନ ଅଣାଯିବ

Spread the love

Spread the loveରାଉରକେଲା: ରାଜ୍ୟରେ ବାଲି ମାଫିଆମାନେ ମାତିଛନ୍ତି। ସରକାରୀ ସଂପତ୍ତି ଲୁଟ୍‌ କରି ମାଫିଆମାନେ ବ୍ୟକ୍ତିଗତ ଭାବେ ଲାଭବାନ ହେଉଛନ୍ତି। ଏମାନଙ୍କ ଉପରେ ସରକାର ନଜର ରଖିଛନ୍ତି। ତେଣୁ ବାଲି ମାଫିଆମାନେ ସାବଧାନ ହେବା ଦରକାର। ବାଲି ଚୋରଙ୍କୁ ଏଣିକି … Read More

ଶେଷ ହେଲା ମହାକୁମ୍ଭ: ଶିବରାତ୍ରି ପାଇଁ ଦିନକରେ ବୁଡ଼ ପକାଇଲେ ୨ କୋଟି ଶ୍ରଦ୍ଧାଳୁ

Spread the love

Spread the loveପ୍ରୟାଗରାଜ: ସରିଲା ମହାକୁମ୍ଭ । ଗଙ୍ଗା ନଦୀ କୂଳରେ ଶେଷ ହେଲା ଦୁନିଆର ସବୁଠୁ ବଡ ଆଧ୍ୟାତ୍ମିକ ମେଳା । ଯେଉଁଠି ଲାଗିଥିଲା ସାଧୁସନ୍ଥ ଓ ଭକ୍ତଙ୍କ ମିଳନ । ମହାଶିବରାତ୍ରିରେ ଶେଷ ହୋଇଛି ମହାକୁମ୍ଭ । ଅନ୍ତିମ … Read More

ସିବିଏସଇ ୧୦ମ ବୋର୍ଡ ପରୀକ୍ଷାରେ ଓଡ଼ିଆ ସହ ରହିବ ଅନ୍ୟ ଆଞ୍ଚଳିକ ଭାଷା

Spread the love

Spread the loveନୂଆଦିଲ୍ଲୀ: ୨୦୨୫-୨୬ ମସିହାରେ ଦଶମ ଶ୍ରେଣୀ ବୋର୍ଡ ପରୀକ୍ଷାରେ ଅନ୍ୟାନ୍ୟ ଭାଷା ସହିତ ଓଡ଼ିଆ ଭାଷା ରହିବ ବୋଲି କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (ସିବିଏସଇ) ବୁଧବାର ଦିନ ସୂଚନା ଦେଇଛି। ବର୍ଷକୁ ଦୁଇଥର ସିବିଏସଇ ଦଶମ ଶ୍ରେଣୀ … Read More

୨୪ ଲକ୍ଷ ଟଙ୍କା ଜାଲିଆତି କରି ଗିରଫ ହେଲେ ହୋଟେଲ ମ୍ୟାନେଜର

Spread the love

Spread the loveଭୁବନେଶ୍ୱର: ହୋଟେଲର ବ୍ୟାଙ୍କ ଆକାଉଣ୍ଟରୁ ୨୪ ଲକ୍ଷ ଟଙ୍କାରୁ ଅଧିକ ଟଙ୍କା ହଡ଼ପ କରିବା ଅଭିଯୋଗରେ ଭୁବନେଶ୍ୱରର ଖାରବେଳନଗର ପୋଲିସ ଏକ ହୋଟେଲର ଡେପୁଟି ମ୍ୟାନେଜର ଆକାଉଣ୍ଟସଙ୍କୁ ଗିରଫ କରିଥିବା ଜଣାପଡ଼ିଛି। ଗିରଫ ହୋଇଥିବା ହୋଟେଲର ଡେପୁଟି ମ୍ୟାନେଜର … Read More

ଗ୍ରୀଷ୍ମ ପ୍ରବାହ: ୨୮ରୁ ବୃଦ୍ଧି ପାଇବ ରାତି ତାପମାତ୍ରା

Spread the love

Spread the loveଭୁବନେଶ୍ୱର: ବର୍ଷର ୮ ମାସ ଗରମ ପ୍ରକୋପ ଯାଉନି। ଶୀତରେ ଛାଡ଼ୁନି ତାତି। ଆଗକୁ ସ୍ଥିତି ସାଂଘାତିକ ରୂପ ନେବ। ସବୁ ପ୍ରୟାସ ସତ୍ତେ୍ୱ ବିଶ୍ୱର ହାରାହାରି ତାପମାତ୍ରା ଦେଢ଼ ଡିଗ୍ରୀ ବଢ଼ି ସାରିଛି। ପଶ୍ଚିମାଝଡ଼ ପ୍ରଭାବରେ ସପ୍ତା‌ହେ … Read More