ଜାଗର ଯାତ୍ରା ଦେଖି ଫେରିବା ବେଳେ ବ୍ରିଜ ତଳକୁ ଖସିଲା ବାଇକ୍; ୨ ମୃତ, ଜଣେ ଗୁରୁତ
Spread the loveକୋରାପୁଟ: ଜାଗର ଯାତ୍ରା ଦେଖି ଫେରିବା ବେଳେ ଅଘଟଣ। କୋରାପୁଟ ଅନ୍ଧାରୀଘାଟି ତଳକୁ ଖସିପଡିଲା ବାଇକ୍। ଏହି ଦୁର୍ଘଟଣାରେ ଦୁଇ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ଜଣେ ଗୁରୁତର ଆହତ ହୋଇଛନ୍ତି। ସୂଚନା ଅନୁଯାୟୀ, ଗତକାଲି ଶିବରାତ୍ରୀ ଥିବାବେଳେ ଦୁଇ … Read More
