ଯୋଡ଼ି ହେବ କଶ୍ମୀରରୁ ଲଦାଖ, ଉଦ୍ଘାଟିତ ହେଲା Z ମୋଡ୍ ଟନେଲ୍
Spread the loveଉଦ୍ଘାଟିତ ହେଲା ବହୁ ପ୍ରତିକ୍ଷିତ ସୋନମାର୍ଗ ଟନେଲ ବା Z ମୋଡ୍ ଟନେଲ୍। ଏହି ଟନେଲ ଦ୍ୱାରା ଉପକୃତ ହେବେ ଲଦାଖବାସୀ। ଆଉ ଯାତାୟତରେ ହେବନି କୌଣସି ଅସୁବିଧା। ଲଦାଖକୁ ସବୁ ଋତୁରେ ଯିବା ଆସିବା କରିପାରିବେ ଲୋକେ। … Read More
