ଆଖି ବୁଜିଲା ଶିମିଳିପାଳର କୁମକି ହାତୀ ‘ମହେନ୍ଦ୍ର’
Spread the loveବାରିପଦା: ଆଖି ବୁଜିଲା ଶିମିଳିପାଳର କୁମକି ହାତୀ ‘ମହେନ୍ଦ୍ର’ । ୬୬ ବର୍ଷ ବୟସରେ ଚହଲାରେ ‘ମହେନ୍ଦ୍ର’ର ମୃତ୍ୟୁ ହୋଇଛି । ଦୀର୍ଘଦିନ ହେବ ଅସୁସ୍ଥ ଥିଲା ‘ମହେନ୍ଦ୍ର’ । ଅନେକ ଦିନ ଧରି ‘ମହେନ୍ଦ୍ର’ର ଚିକିତ୍ସା ଚାଲିଥିଲା … Read More
